ଭୁବନେଶ୍ୱରରୁ ଆଜି ୫୭ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୪୦

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୫୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୪୦ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୬୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୦୨୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୯୪୧୮ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୯୯ ଜଣଙ୍କର ମୃତ୍ୟୁ ଘଟିଛି।ବର୍ତ୍ତମାନ ୬୪୬ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିରରେ ଗହ୍ମାପୂର୍ଣ୍ଣିମା: ପାଟ ରାଖୀ ପିନ୍ଧିଲେ ମହାପ୍ରଭୁ

ପୁରୀ ଅଫିସ,୩ା୮: ପବିତ୍ର ଗହ୍ମାପୂର୍ଣ୍ଣିମା ତିଥିରେ ଶ୍ରୀମନ୍ଦିରରେ ବଳଭଦ୍ର ଜନ୍ମ ଏବଂ ରାଖୀ ଲାଗି ନୀତି ସମ୍ପନ୍ନ ହୋଇଛି । ଦୁଇଭାଇ ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ...

କୂଳ ଲଙ୍ଘୁଛି ଡାହୁକା: ନଷ୍ଟ ହେଉଛି ଜାମୁ ଜଙ୍ଗଲ

ନୟାଗଡ଼ ଅଫିସ,୧୪।୧୧: ନୟାଗଡ଼ ସହରଠାରୁ ୫ କିଲୋମିଟର ଦୂର ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଯଦୁପୁର ଗ୍ରାମ ଡାହୁକା ନଦୀ କୂଳରେ ରହିଛି ବୃହତ୍ତ ଜାମୁ ଜଙ୍ଗଲ। ୮୦୦...

ପ୍ରତିବନ୍ଧକ ସାଜିଛି ପରିବର୍ତ୍ତିତ ପାଣିପାଗ: କୃଷିକ୍ଷେତ୍ରରେ ନୂଆ ପ୍ରଯୁକ୍ତିବିଦ୍ୟା ଉପଯୋଗ ଉପରେ ଗୁରୁତ୍ୱ ଦିଆଯାଉଛି; ମନ୍ତ୍ରୀ

ଭୁବନେଶ୍ୱର,୮ା୮(ବ୍ୟୁରୋ): ୨୦୨୨ ସୁଦ୍ଧା ରାଜ୍ୟରେ କୃଷକଙ୍କ ଆୟ ଦ୍ୱିଗୁଣିତ କରିବା ଲକ୍ଷରେ ‘ଅନନ୍ୟା’ ଏବଂ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ମିଳିତ ସହଯୋଗରେ...

‘ମୋ ବସ୍‌’ ଷ୍ଟପ୍‌ରେ ପାର୍କିଂ, କାର୍‌ ନମ୍ବରରେ ଚାଲାଣ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ସହରରେ ଥିବା ବିଭିନ୍ନ ‘ମୋ ବସ୍‌’ ଷ୍ଟପ୍‌ ଓ ଏହା ସମ୍ମୁଖରେ ଲୋକେ ବେଆଇନ ଭାବେ ଗାଡ଼ି ପାର୍କିଂ କରୁଛନ୍ତି। ଏଥିଯୋଗୁ ବସ୍‌ ଚଳାଚଳ...

ଲଗାଣ ବର୍ଷାରେ ଭାଙ୍ଗିଲା ଘର : ଅସହାୟ ଶଙ୍ଖାଳି

ଗଣିଆ, ୧୪।୯ (ଡି.ଏନ.ଏ.): ଲଗାଣ ବର୍ଷା ପ୍ରଭାବରେ ନୟାଗଡ ଜିଲା ଗଣିଆ ବ୍ଲକ ଛାମୁଣ୍ଡିଆ ପଞ୍ଚାୟତ ହରିପୁର ଗ୍ରାମର ଶଙ୍ଖାଳି ବେହେରାଙ୍କ ଏକ ବଖରା ଚାଳଘର...

ଜୁଆଆଡ୍ଡାରେ ଚଢ଼ାଉବେଳେ ପୋଲିସକୁ ଆକ୍ରମଣ : ଏସ୍‌ଆଇଙ୍କ ହାତକୁ କାମୁଡ଼ି ଦେଲେ, ୧୦ କୋର୍ଟଚାଲାଣ

କୁକୁଡ଼ାଖଣ୍ଡି,୬ା୧୦(ଡି.ଏନ.ଏ.)- ଜୁଆ ଖେଳ ଚାଲିଥିବାବେଳେ ଆଡ୍ଡାରେ ପୋଲିସ ଚଢାଉ କରିଥିଲା। ଅନ୍ଧାରର ସୁଯୋଗ ନେଇ ପୋଲିସ ଉପରକୁ ପାଲଟା ଆକ୍ରମଣ କଲେ ଜୁଆଡି। ଏଭଳି ଘଟଣା...

ଧିମଉଛି ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ

ପୁରୁଣା ଭୁବନେଶ୍ୱର ,୨୧ା୧୨(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରକ୍ରିୟା ଧିମୋଉଛି। ଶୁକ୍ରବାର ଲିଙ୍ଗରାଜ ଥାନା ଭାଙ୍ଗିବାର ଥିଲା। ମାତ୍ର ମାଲଖାନାରେ ଥିବା ଆସବାବପତ୍ର ଓ...

୭ଜଣଙ୍କୁ ‘ଦଧୀଚି ପ୍ରତିଭା ସମ୍ମାନ’

ଭୁବନେଶ୍ୱର,୬।୯(ବ୍ୟୁରୋ): ଦଧୀଚି ଏଜୁକେଶନାଲ ଟ୍ରଷ୍ଟ ପକ୍ଷରୁ ଶନିବାର ଭର୍ଚୁଆଲ୍‌ ପ୍ଲାଟ୍‌ଫର୍ମରେ ୩ୟ ‘ଦଧୀଚି ପ୍ରତିଭା ସମ୍ମାନ-୨୦୨୦’ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୋଟ ୭ଜଣଙ୍କୁ ‘ଦଧିଚି...

Play 250+ Trending Games
Archives

Model This Week

Why Dharitri