ଭୁବନେଶ୍ୱରରୁ ଆଜି ୫୮୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩।୯(ବ୍ୟୁରୋ)-ଭୁବନେଶ୍ୱର ମହାନଗର ନିଗମ(ବିଏମସି)ରୁ ଆଜି ପୁଣି ୫୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୨୨୧ଜଣ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ୩୫୯ ରହିଛି। ୟୁନିଟ-୮ରୁ ୭, ୟୁନିଟ-୨ରୁ ୨, ଟଙ୍କପାଣି ରୋଡରୁ ୪, ସୌଭାଗ୍ୟ ନଗରରୁ ୩, ଫୋଖରୀପୁଟରୁ ୭, ରେଣ୍ଟାଲ କଲୋନୀରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଭୁବନେଶ୍ୱରରୁ ୩୧୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ବିଏମସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘କ୍ଲାଇମେଟ୍‌ ଚେଞ୍ଜ୍‌: ଫୋକସ୍‌ ଓଡ଼ିଶା’

ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଅପରିଣାମଦର୍ଶୀ ମଣିଷ ଏହାର ଭୟାବହତାକୁ ତଥାପି ବୁଝିବାକୁ ନାରାଜ। ପୃଥିବୀର ସମ୍ବଳଗୁଡ଼ିକର ଅପବ୍ୟବହାର...

ଅଯୋଧ୍ୟା ରାୟ ନେଇ ଉତ୍ତେଜକ ପୋଷ୍ଟକଲେ କାର୍ଯ୍ୟାନୁଷ୍ଠାନ: ଡିଜିପି

ଭୁବନେଶ୍ୱର, ୯।୧୧(ବ୍ୟୁରୋ): ଅଯୋଧ୍ୟା ମାମଲାର ରାୟ ଶନିବାର ପ୍ରକାଶ ପାଇବା ପରେ ଓଡ଼ିଶାରେ ଆଇନ ଶୃଙ୍ଖଳା କଡ଼ାକଡ଼ି ହୋଇଛି। ଯଦି କେହି ବ୍ୟକ୍ତି ସୋସିଆଲ ମିଡିଆରେ...

ଓଡ଼ିଶାରେ ଆନ୍ଧ୍ର କରୁଛି ନିର୍ବାଚନ

ପଟ୍ଟାଙ୍ଗୀ,୩ା୨: କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତକୁ ନେଇ ଦୁଇ ରାଜ୍ୟ ମଧ୍ୟରେ ଲାଗିଥିବା ବିବାଦ ଏଯାଏ ତୁଟିନାହିଁ।...

ଏସ୍‌ସିବିରେ ଭର୍ତ୍ତି ହେଲେ ଆଶୀର୍ବାଦ

ଭୁବନେଶ୍ୱର,୨୬।୯(ବ୍ୟୁରୋ)- ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ ଠକେଇ ମାମଲାରେ ଗିରଫ ହୋଇ ବିଚାର ବିଭାଗୀୟ ଜେଲ୍‌ ହାଜତରେ ଥିବା ଓସିଏ ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା ଏସ୍‌ସିବିରେ ଭର୍ତ୍ତି...

ଆଜି ଆଉ ୫ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୦୭୩କୁ ବୃଦ୍ଧି

ଭୁବନେଶ୍ୱର,୩ା୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଗୋଟିଏ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି।...

୧୨ ଡିଗ୍ରୀ ଉପରେ ସବୁ ସହର: ପୁଣି ବଢ଼ିପାରେ ଶୀତ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ଚଳିତ ବର୍ଷ ଉତ୍ତର ଦିଗରୁ ଥଣ୍ଡା ବାୟୁ ପ୍ରବାହ ଆରମ୍ଭ ହୋଇ ନାହିଁ। ଗତ ସପ୍ତାହରେ ୫/୬ଟି ସହରରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ...

ବିକାଶନୁ ବହୁତ୍‌ ଦୂରେ କଛାରପଡ଼ାବାସୀ

କୋକସରା, ୧୩ା୧୨(ଡି.ଏନ୍‌.ଏ.)- ଝାର ଜଂଗଲ, ପାହାଡ଼ ପରବତ୍‌ ଘେରା କଳାହାଣ୍ଡି ଜିଲାରେ ଆଏଜ୍‌ ବି ଅନେକ ଗଁାଗଁଡ଼ାର ଲୋକ୍‌ ସାଧାରନ ମଉଲିକ ସୁବିଧାରୁ ବଁଚିତ୍‌ ହେଇ...

ପୁଣି ମାଲବାହୀ ଟ୍ରେନ ଲାଇନଚ୍ୟୁତ

କେନ୍ଦୁଝର, ୩୦।୧(ସ୍ବ.ପ୍ର.): କେନ୍ଦୁଝରଗଡ଼ ରେଳ ଷ୍ଟେସନ ନିକଟରେ ଶନିବାର ପୂର୍ବାହ୍ନରେ ଏକ ଲୁହାପଥର ବୋଝେଇ ଟ୍ରେନର ୫ଟି ବଗି ଲାଇନଚ୍ୟୁତ ହୋଇଛି। ଳରେ ଉକ୍ତ ଲାଇନରେ...

Advertisement
Archives

Model This Week