Advertisement

ଆଜି ରାଜ୍ୟରେ ୬ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ରାଜ୍ୟରେ ରବିବାର ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ କେହି ପିଲା ନାହାନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୬ ହଜାର ୨୬୧ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ୧, ଖୋର୍ଦ୍ଧାରୁ ୧, କୋରାପୁଟରୁ ୧, ନୟାଗଡ଼ରୁ ୧, ପୁରୀରୁ ୧ ଓ ସମ୍ବଲପୁରରୁ ୧ ଜଣେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତେଜିଲା ଅନୁଭବ, ମଞ୍ଜିତ ତିକ୍ତତା

ଭୁବନେଶ୍ୱର,୧।୧୦(ବ୍ୟୁରୋ): ପୁଣି ଚର୍ଚ୍ଚାରେ ଅଭିନେତା ତଥା କେନ୍ଦ୍ରାପଡା ଏମ୍‌ପି ଅନୁଭବ ମହାନ୍ତି। ପଡୋଶୀ ତଥା ଛାତ୍ର ବିଜେଡି ଉପସଭାପତି ମଞ୍ଜିତ ଦାସ ଓ ଅନୁଭବଙ୍କ ମଧ୍ୟରେ...

ଦିବଙ୍ଗତ ଖବରଦାତା ଅରିନ୍ଦମଙ୍କ ଘରୁ ଲୁଟ୍‌; ଗ୍ରୀଲ ତାଡ଼ି ସୁନାଗହଣା ନେଇଗଲେ

ପାଟଣା,୩।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ରାଇକଳା ଗ୍ରାମର ଦିବଙ୍ଗତ ଖବରଦାତା ଅରିନ୍ଦମ ଦାସଙ୍କ ପୈତୃକ ଘରୁ ବୁଧବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଛି। ଘରର...

ଆଜି ରାଜଧାନୀରୁ ୧୧୧୬ ପଜିଟିଭ୍‌ ଚିହ୍ନଟ, ବଢୁଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୪।୫(ବ୍ୟୁରୋ): ମଙ୍ଗଳବାର ରାଜଧାନୀ ଭୁବନେଶ୍ୱରରୁ ୧୧୧୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୭୭ ଜଣ ଚିହ୍ନଟ ହୋଇଥିବା ବେଳେ ୯୩୯ ଜଣ ସ୍ଥାନୀୟ ସଂକ୍ରମିତ...

୩୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୩୬ କରୋନା ଆକ୍ରାନ୍ତ। ସେଥିରୁ ୨୧ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୫ ଲୋକାଲ କେସ୍‌...

ତୁରନ୍ତ ଟ୍ରେନ ଚଳାଇବାକୁ ଏମ୍‌ପି ଚନ୍ଦ୍ରାଣୀଙ୍କ ଦାବି

କେନ୍ଦୁଝର, ୨୪।୧(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲାରେ ପୁରୀ -ବଡ଼ବିଲ ଇଣ୍ଟରସିଟି ଏକ୍ସପ୍ରେସ ଚଳାଚଳ ପାଇଁ ଏମ୍‌ପି ଚନ୍ଦ୍ରାଣୀ ମୂର୍ମୁ କେନ୍ଦ୍ର ରେଳମନ୍ତ୍ରୀଙ୍କଠାରେ ଦାବି କରିଛନ୍ତି। କରୋନା ମହାମାରୀ...

ଧାନରେ ଜଗନ୍ନାଥଙ୍କ ପ୍ରତିକୃତି କଲେ ଚନ୍ଦନ

ବୋଲଗଡ଼,୪ା୧୧(ଡି.ଏନ୍‌.ଏ.): ଧାନରେ ଶ୍ରୀଜଗନ୍ନାଥଙ୍କ ପ୍ରତିକୃତି କରି ଚର୍ଚ୍ଚାକୁ ଆସିଛନ୍ତି ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅଧୀନ ମର୍ଦ୍ଦାବାଡି ଗ୍ରାମର ଚନ୍ଦନ ପଶ୍ଚିମକବାଟ। ସେ ପରମାନନ୍ଦ ମହାବିଦ୍ୟାଳୟର...

କଳାର ସୌଦାଗର ସୁରସାର୍‌

ଭୁବନ, ୨୩।୧୦(ଡି.ଏନ.ଏ.) ହାତରେ ଚାମର ଧରିଲେ ସେ ପାଲଟିଯାଆନ୍ତି ପାଲାଗାୟକ। ରଙ୍ଗତୂଳୀ ଧରିଲେ ମାଟି ପ୍ରତିମାରେ ସଞ୍ଚରି ଉଠେ ଜୀବନ। ନାଟକ ପ୍ରଚ୍ଛଦପଟରେ ରହି କଳାକାରଙ୍କୁ...

ଜଙ୍ଗଲରେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର

ବେତନଟୀ, ୧୬।୧୦(ସ୍ବ.ପ୍ର.): ବାଲେଶ୍ୱର-ବାରିପଦା ରାସ୍ତାର ୧୮ନଂ. ଜାତୀୟ ରାଜପଥର କଳମା ଛକ ନିକଟ ଜଙ୍ଗଲରେ ଜଣେ ଯୁକ୍ତ ୩ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ଛାତ୍ରୀଙ୍କ ସହ...

Advertisement
Archives

Model This Week