ରାଜ୍ୟରେ ସୁସ୍ଥ ହେଲେ ଆଉ ୬୦୭ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୮।୭(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ  ୬୦୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୭୯ ଜଣ ସୁସ୍ଥ ହୋଇଥିବାବେଳେ ଯାଜପୁରରୁ ୮୪, ଖୋର୍ଦ୍ଧାରୁ ୫୦, କଟକରୁ ୪୨, କେନ୍ଦୁଝରରୁ ୨୩, ମାଲକାନଗିରିରୁ ୨୧, ପୁରୀରୁ ୧୫, ସୁନ୍ଦରଗଡରୁ ୧୫, ମୟୁରଭଞ୍ଜରୁ ୧୨, ବରଗଡରୁ ୧୧ ଜଣ ସୁସ୍ଥ ହୋଇଛନ୍ତି। ସେହିପରି କୋରାପୁଟରୁ ୯, କନ୍ଧମାଳରୁ ୮, ଜଗତସିଂହପୁରରୁ ୭, ଅନୁଗୋଳ, ବାଲେଶ୍ୱର ଏବଂ ନବରଙ୍ଗପୁରରୁ ୬ ଜଣ ଲେଖାଏଁ, ଭଦ୍ରକରୁ ୫, ଗଜପତିରୁ ୩, କେନ୍ଦ୍ରାପଡା, ସମ୍ବଲପୁରରୁ ୨ ଜଣ ଲେଖାଏଁ, ଢେଙ୍କାନାଳରେ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୧୧୯୩୮ରେ ପହଞ୍ଚିଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri