ଆଜି କଟକରୁ ୬୩ ପଜିଟିଭ ଚିହ୍ନଟ

କଟକ ଅଫିସ, ୧୪।୮- କଟକ ସହରରୁ ଶୁକ୍ରବାର ୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନରୁ ୩୦ ଜଣ, କଣ୍ଟେନମେଣ୍ଟ ଜୋନରୁ ୧୩ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୨୦ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ମାଲଗୋଦାମ ନିକଟ ଜାଲୁଆ ସାହିରୁ ଚିହ୍ନଟ ହୋଇଥିବା ୧୩ ଜଣ ପଜିଟିଭଙ୍କ ମଧ୍ୟରୁ ୪ ଜଣ ପୁରୁଷ ଓ ୯ ଜଣ ମହିଳା ଅଛନ୍ତି। ସେହିପରି ଜଗତପୁରରୁ ଜଣେ, ରାଜବଗିଚାରୁ ଜଣେ, ବକ୍ସି ବଜାରରୁ ଜଣେ, ଚାଉଳିଆଗଞ୍ଜରୁ ଜଣେ, ନିମସାହିରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୩ ଜଣ କୋଭିଡ ଯୋଦ୍ଧା ମଧ୍ୟ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସିଏମସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାବିନେଟ ବୈଠକରେ ୨୨ଟି ପ୍ରସ୍ତାବକୁ ଅନୁମୋଦନ: ସବିଶେଷ ଜାଣନ୍ତୁ…

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ସମୁଦାୟ ୨୨ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇଛି।...

୭ ଦିନ ବନ୍ଦ ରହିବ ସୂର୍ଯ୍ୟମନ୍ଦିର: ଭୟରେ ପର୍ଯ୍ୟଟକ ଶୂନ୍ୟ

କୋଣାର୍କ,୧୬।୩(ଡି.ଏନ.ଏ): କରୋନା ଭାଇରସ ପ୍ରଭାବରେ ସମଗ୍ର ବିଶ୍ୱ ଆତଙ୍କିତ ଅବସ୍ଥାରେ ଥିବାବେଳେ ସରକାର ପ୍ରତି ଜନସମାଗମକୁ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ...

ନିୟମିତ ଦିଆଯିବ କରୋନା ସମ୍ପର୍କିତ ତଥ୍ୟ

ଅନୁଗୋଳ ଅଫିସ୍‌, ୧୭।୩ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ କରୋନା ମୁକାବିଲା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ଏହି ଅବସରରେ ସୋମବାର ଅପରାହ୍ନରେ ଜିଲାପାଳ ମନୋଜ...

୧୧ରେ ହୀରାକୁଦ ଛାଡିବ ବନ୍ୟାଜଳ

ସମ୍ବଲପୁର,୮ା୭(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ଜୁଲାଇ ୧୧ ତାରିଖରେ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ। ଏ ନେଇ ଡ୍ୟାମ୍‌ କର୍ତ୍ତୃପକ୍ଷ ଗୁରୁବାର ସୂଚନା ଦେଇଛନ୍ତି। ଏ...

କଟକ କେନ୍ଦ୍ରାଞ୍ଚଳ ଗୋଇନ୍ଦା ବିଭାଗର ଚଢ଼ାଉ: ୫୩ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ଅଭିଯୁକ୍ତ ଗିରଫ

କଟକ ରୋଡ୍‌,୧୭।୫(ଡି.ଏନ୍‌.ଏ.): କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ଶୁକ୍ରବାର ରାଜଧାନୀର ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଚଢ଼ାଉ କରି ଜଣେ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି।...

ଓଡ୍ରାଫ୍‌, ଏନ୍‌ଡିଆର୍‌ଏଫ୍‌ର ଆଉ ୫୪ କରୋନା ପଜିଟିଭ୍‌

ଭୁବନେଶ୍ୱର,୧୧ା୬(ବ୍ୟୁରୋ): ଓଡ୍ରାଫ୍‌ ଓ ଏନ୍‌ଡିଆର୍‌ଏଫ୍‌ ଟିମ୍‌ର ଆଉ ୫୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗୁରୁବାର ଚିହ୍ନଟ ହୋଇଥିବା ୧୩୬ ଆକ୍ରାନ୍ତଙ୍କ ମଧ୍ୟରେ ଏହି ଯବାନମାନେ...

ଦସ୍ତାବିଜ ଦେବ ନାଗରିକତ୍ୱର ପ୍ରମାଣ

ଭୁବନେଶ୍ୱର, ୫।୯ (ବ୍ୟୁରୋ): ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ପ୍ରସ୍ତୁତ ଆସାମର ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)ର ଚୂଡ଼ାନ୍ତ ତାଲିକା ୩୧ ଅଗଷ୍ଟ ୨୦୧୯ରେ ପ୍ରକାଶ ପାଇଛି। ଏଥିରେ...

ଚିନ୍ତା ବଢ଼ାଇଲାଣି କଟକ ବେହେରା ସାହି: ଆଉ ୫୭ ପଜିଟିଭ ଚିହ୍ନଟ

କଟକ ଅଫିସ, ୩।୮: କଟକ ସହରରୁ ସୋମବାର ୮୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୭୯ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୮...

Advertisement


Archives

Model This Week