ଆଜି କଟକରୁ ୬୩ ପଜିଟିଭ ଚିହ୍ନଟ

କଟକ ଅଫିସ, ୧୪।୮- କଟକ ସହରରୁ ଶୁକ୍ରବାର ୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନରୁ ୩୦ ଜଣ, କଣ୍ଟେନମେଣ୍ଟ ଜୋନରୁ ୧୩ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୨୦ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ମାଲଗୋଦାମ ନିକଟ ଜାଲୁଆ ସାହିରୁ ଚିହ୍ନଟ ହୋଇଥିବା ୧୩ ଜଣ ପଜିଟିଭଙ୍କ ମଧ୍ୟରୁ ୪ ଜଣ ପୁରୁଷ ଓ ୯ ଜଣ ମହିଳା ଅଛନ୍ତି। ସେହିପରି ଜଗତପୁରରୁ ଜଣେ, ରାଜବଗିଚାରୁ ଜଣେ, ବକ୍ସି ବଜାରରୁ ଜଣେ, ଚାଉଳିଆଗଞ୍ଜରୁ ଜଣେ, ନିମସାହିରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୩ ଜଣ କୋଭିଡ ଯୋଦ୍ଧା ମଧ୍ୟ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସିଏମସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ସିଲ୍‌ ହେଲା ୫ ସିନେମା ହଲ୍‌

ପାରଳାଖେମୁଣ୍ଡ/ରାୟଗଡ଼ା ଅଫିସି,୯।୪: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ବନ୍ଦ ହୋଇଛି ୫ଟି ସିନେମା ହଲ୍‌। କରୋନା ଗାଇଡ୍‌ଲାଇନ ଉଲ୍ଲଂଘନ ଅଭିଯୋଗରେ ପ୍ରଶାସନ ପକ୍ଷରୁ ପାରଳାଖେମୁଣ୍ଡି...

କରୋନା ସଂକ୍ରମଣ ଭୟ: ବାଲେଶ୍ୱର ଭୋଗରାଇରୁ ଆସିଥିବା ଲୋକଙ୍କୁ ନେଇ ଘାଟିକିଆରେ ଉତ୍ତେଜନା

ଭୁବନେଶ୍ୱର,୨୩।୪(ବ୍ୟୁରୋ): କିଛି ଦିନ ବ୍ୟବଧାନ ପରେ ପୁଣି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲାରେ...

ଅଧ୍ୟକ୍ଷ ପଦ ହାତେଇଲେ ଯତୀନ୍ଦ୍ର, ଦୁଇ ପ୍ରାର୍ଥୀଙ୍କ କ୍ରସିଂଭୋଟ୍‌କୁ ନେଇ ଜୋର୍‌ଦାର ଚର୍ଚ୍ଚା

ଲୋଇସିଂହା,୧୩ା୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦବୀକୁ ଲାଗି ରହିଥିବା ଦ୍ୱନ୍ଦ୍ୱ ଓ କଳ୍ପନାଜଳ୍ପନା ଶନିବାର ଅନ୍ତ ଘଟିଛି। ଏମ୍‌ପି କଳିକେଶ ନାରାୟଣ...

କୋର୍ଟରେ ଆତ୍ମସମର୍ପଣ କଲେ ବ୍ରାଉନ୍‌ସୁଗାର ବ୍ୟବସାୟୀ, ନିରାଶ ହୋଇ ଫେରିଲେ ଏସ୍‌ଟିଏଫ୍‌ ଟିମ୍‌

ଖୋର୍ଦ୍ଧା ଅଫିସ, ୯।୭: ଖୋର୍ଦ୍ଧା ଜିଲାର ଜଣେ ବ୍ରାଉନ୍‌ସୁଗାର ବ୍ୟବସାୟୀ ଶୁଭ୍ରାଂଶୁ ପରିଡ଼ା ଓରଫ ଛୋଟା(୪୫) ମଙ୍ଗଳବାର ମଧ୍ୟାହ୍ନରେ ଖୋର୍ଦ୍ଧା କୋର୍ଟରେ ଆତ୍ମସମର୍ପଣ କରିବାକୁ ଯାଇଥିଲେ।...

ଡଟ୍‌ ଫେଷ୍ଟରେ ମିଳିବ ୧୬ ଦେଶର ଖାଦ୍ୟ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ହକି ବିଶ୍ୱକପ୍‌କୁ ନେଇ ରାଜଧାନୀରେ ଉତ୍ସାହ ବଢ଼ିବାରେ ଲାଗିଛି। ଏହି ଅବସରରେ ଆସନ୍ତା ୧୫ରୁ ୨୯ ତାରିଖ ପର୍ଯ୍ୟନ୍ତ ପ୍ରଦର୍ଶନୀ ପଡ଼ିଆରେ ହେବାକୁ ଥିବା...

ମାର୍କେଟ ବିଲ୍ଡିଂରେ ଆତଙ୍କ: ଯାହାକୁ ଦେଖିଲେ ପିଟିଲେ କଳାମୁଖା ପିନ୍ଧା ଦୁର୍ବୃତ୍ତ

ଭୁବନେଶ୍ୱର, ୧୧ା୧(ବ୍ୟୁରୋ): ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା। ପ୍ରାୟ ୭୦ ଦୁର୍ବୃତ୍ତ ମୁହଁରେ କଳାମୁଖା ପିନ୍ଧି ଖଣ୍ଡା, ଭୁଜାଲି, ଠେଙ୍ଗା ଧରି ପଶିଆସିଥିଲେ ଜନଗହଳିପୂର୍ଣ୍ଣ ଭୁବନେଶ୍ୱର...

ଦାରୁଠେଙ୍ଗ ଡମ୍ପିଂୟାର୍ଡ ବିବାଦ, ପୁଣି ହେବ ଆଲୋଚନା: ଲିଖିତ ପ୍ରତିଶ୍ରୁତି ଦେଲେ ଡମ୍ପିଂୟାର୍ଡ ଖୋଲିବ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ବାରମ୍ବାର ଆଲୋଚନା, ବୈଠକ ହେବା ସତ୍ତ୍ୱେ ଦାରୁଠେଙ୍ଗ ଡମ୍ପିଂୟାର୍ଡ ସମସ୍ୟାର ସମାଧାନ ହୋଇପାରୁନି। ବିଏମ୍‌ସି ମୁଖ୍ୟାଳୟରେ ଗତ ୬ତାରିଖର ବୈଠକ ପରେ ଗୁରୁବାର ଆୟୋଜିତ...

କଳାହାଣ୍ଡିରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି: କେନ୍ଦ୍ର, ରାଜ୍ୟସରକାରଙ୍କ ସମସ୍ତ ଅଫିସ୍‌, ବ୍ୟାଙ୍କ ବନ୍ଦ

ଭବାନୀପାଟଣା,୧।୧୦(ଡି.ଏନ.ଏ.) କଳାହାଣ୍ଡି ଜିଲାରେ ସ୍ଥାୟୀ ହାଇକୋର୍ଟ ପ୍ରତିଷ୍ଠା ଦାବି ନେଇ ଚାଲିଥିବା ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି । କଳାହାଣ୍ଡି ଜିଲା ଓକିଲ ସଂଘର ଆହ୍ବାନକ୍ରମେ...

Advertisement
Archives

Model This Week