Posted inUncategorized

କଟକରୁ ଆଉ ୬୪ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୬।୮-କଟକ ସହରରୁ ଗୁରୁବାର ଆଉ ୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୦ ଜଣ କ୍ୱାରାଣ୍ଟାଇନରୁ ଥିବାବେଳେ ୧୦ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମଣ। ସେହିପରି ସ୍ଥାନୀୟ ମାଲଗୋଦାମ ବେହେରା ସାହି କଣ୍ଟେନମେଣ୍ଟ ଜୋନରୁ ୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଣ୍ଟେନମେଣ୍ଟ ଜୋନରୁ ଚିହ୍ନଟ ହୋଇଥିବା ଲୋକଙ୍କ ମଧ୍ୟରୁ ୧୭ ଜଣ ପୁରୁଷ ହୋଇଥିବାବେଳେ ୭ ଜଣ ମହିଳା। ଏ ନେଇ ସିଏମସି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ରେଡ୍‌କ୍ରସ୍‌ କମିଟି ସହ ମ୍ୟାନ୍‌ମାର ପୂର୍ବତନ ନେତ୍ରୀ ସୁ ଚୀଙ୍କ ବୈଠକ

ବ୍ୟାଙ୍କକ୍‌,୪ା୮: ୨୦୨୧ର ସେନା ବିଦ୍ରୋହ ବଳରେ କ୍ଷମତାଚ୍ୟୁତ ହୋଇଥିବା ମ୍ୟାନ୍‌ମାରର ପୂର୍ବତନ ନେତ୍ରୀ ଅଙ୍ଗ୍‌ ସାନ୍‌ ସୁ ଚୀ ସୋମବାର ରାଜଧାନୀ ବ୍ୟାଙ୍କକ୍‌ରେ ରେଡ୍‌କ୍ରସ ଅନ୍ତର୍ଜାତୀୟ କମିଟି…

ଦୁର୍ବଳ ହେଉଛି ମୌସୁମୀ ବାୟୁ; ୩୫ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା, ଆଗକୁ ହେବ….

ଭୁବନେଶ୍ୱର,୪।୮(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ମୌସୁମୀ ନିମ୍ନ ଚାପ ରେଖା ତା’ର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ରହୁଥିବାରୁ ଉପକୂଳ ଓଡ଼ିଶା…

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

ଭାଜପା ହାରିବାର ୫ ବଡ଼ କାରଣ, ଜାଣନ୍ତୁ…

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନରେ ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆସିସାରିଛି ଏବଂ ଏଠାରେ ୩୦ ବର୍ଷର ରେକର୍ଡ ଭାଙ୍ଗିଯାଇଛି। ଜନ ସୁରାଜ ପାର୍ଟିର ସଂସ୍ଥାପକ ତଥା…

ପିକେଙ୍କ ବିଜୟଠୁ ଭାଜପାର ପରାଜୟ କାହିଁକି ଚର୍ଚ୍ଚାରେ? ବାଙ୍କୀପୁର ଫଳାଫଳର ପ୍ରଭାବ ପଡ଼ିବ ଦିଲ୍ଲୀ ଗାଦି ଉପରେ!

ପାଟନା,୩।୮: ବାଙ୍କୀପୁରରେ ପ୍ରଶାନ୍ତ କିଶୋରଙ୍କ ବିଜୟ ରାଜନୀତିରେ ଏକ ନୂଆ କୌତୂହଳ ସୃଷ୍ଟି କରିଛି। ଆଜି ସକାଳ ପର୍ଯ୍ୟନ୍ତ ଯେଉଁ ବାଙ୍କୀପୁର ବିଧାନସଭା ଆସନକୁ ଭାଜପାର ଦୁର୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri