କଟକ ସହରରୁ ଆଜି ୬୪ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୧୯।୧୦- କଟକ ସହରରୁ ଆଜି ମୋଟ ୬୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୩୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୫ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ଏଯାବତ କଟକରେ ୧୪,୧୬୬ଜଣ କରୋନା ସଂକ୍ରମିତ ହୋଇଥିବାବେଳେ ୧୩,୨୨୨ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଏହି ମହାମାରୀରେ ୬୫ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ୮୭୯ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

ସରିଲା ଯୁକ୍ତ ୨ ପରୀକ୍ଷା: ୪୫ ଦିନ ଭିତରେ ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୨୮ା୩: ଶନିବାର ସରିଛି ସିଏଚ୍‌ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri