Posted inରାଜ୍ୟ

ରାଜ୍ୟରେ ସୁସ୍ଥ ହେଲେ ୬୪୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୪ା୧୨(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୬୪୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ମୟୂରଭଞ୍ଜ ଜିଲାରୁ ସର୍ବାଧିକ ୭୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୫୪, ବାଲେଶ୍ୱରରୁ ୫୩, ଖୋର୍ଦ୍ଧାରୁ ୫୦, କଟକରୁ ୪୮, ଅନୁଗାଳରୁ ୪୦, ବଲାଙ୍ଗୀରରୁ ୪୦, କଳାହାଣ୍ଡିରୁ ୩୨, ଜଗତସିଂହପୁରରୁ ୩୧, ପୁରୀରୁ ୨୮, ବରଗଡରୁ ୨୧, ଯାଜପୁରରୁ ୨୧, ନୂଆପଡାରୁ ୧୮, କେନ୍ଦୁଝରରୁ ୧୫, ଝାଡସୁଗୁଡାରୁ ୧୪, କେନ୍ଦ୍ରାପଡାରୁ ୧୩, ସମ୍ବଲପୁରରୁ ୯, ଗଞ୍ଜାମରୁ ୮, ଭଦ୍ରକରୁ ୭, କୋରାପୁଟରୁ ୭, ନବରଙ୍ଗପୁରରୁ ୭, ରାୟଗଡାରୁ ୭, ଢେଙ୍କାନାଳରୁ ୬, ସୋନପୁରରୁ ୬, ବୌଦ୍ଧରୁ ୫ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ମାଲକାନଗିରିରୁ ୫, ଗଜପତିରୁ ୪, କନ୍ଧମାଳରୁ ୪, ନୟାଗଡରୁ ୪, ଦେବଗଡରୁ ୩, ଷ୍ଟେଟପୁଲରୁ ୧୨ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡ଼ିଓକୁ ନେଇ ବିରୋଧି ଦେଲେଣି ପ୍ରତିକ୍ରିୟା, ସଞ୍ଜୟ ସିଂହଙ୍କ ପ୍ରଶ୍ନ କଲେ-‘ମୋ ମାଆ… ମାଆ ନୁହଁନ୍ତି’

ନୂଆଦିଲ୍ଲ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (ଜୁଲାଇ ୩୧) ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ସେ କହିଛନ୍ତି ଯେ NEET ପେପର ଲିକ ବିରୋଧରେ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ କି ଅନୁଚିତ୍‌ ଜାଣନ୍ତୁ…

ଘରେ ଚପଲ ପିନ୍ଧି ଚାଲିବା ଉଚିତ୍‌ ନା ଖାଲି ପାଦରେ ରହିବା ଭଲ ଏମିତି ପ୍ରଶ୍ନ ଅନେକଙ୍କ ମନରେ ଉଠିଥାଏ। କେତେକ ଲୋକ ବିଶ୍ୱାସ କରନ୍ତି, ଖାଲି…

ପ୍ରଧାନମନ୍ତ୍ରୀଙ୍କୁ ସନ୍ଦେହ କରିବାର କାରଣ ନାହିଁ: ସିଇସି ନିଯୁକ୍ତି ପ୍ରକ୍ରିୟାକୁ ନେଇ କେନ୍ଦ୍ରର ସଫେଇ

ନୂଆଦିଲ୍ଲୀ,୧ା୮:ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଓ ଅନ୍ୟ ନିର୍ବାଚନ କମିଶନରମାନଙ୍କ ନିଯୁକ୍ତି ପାଇଁ ଏକ ସ୍ବାଧୀନ ଓ ନିରପେକ୍ଷ ପ୍ରକ୍ରିୟା ଜରୁରୀ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଥିଲେ।…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

LPG ପରେ ଏବେ ପେଟ୍ରୋଲ-ଡିଜେଲକୁ ନେଇ ବଡ଼ ଖବର, ଜାରି ହେଲା ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୮: ଆଜିଠାରୁ ନୂତନ ମାସ ଅର୍ଥାତ୍‌ ଅଗଷ୍ଟ ୧, ୨୦୨୬ର ଶୁଭାରମ୍ଭ ହୋଇଯାଇଛି। ସକାଳୁ ସକାଳୁ ଯେଉଁଠାରେ କମର୍ସିଆଲ ଏଲପିଜି ସିଲିଣ୍ଡରର ଦର ହ୍ରାସ ପାଇଥିବାର ଖବର…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri