ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୬୫ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ତଳମୁହାଁ ହେଉଛି। ରାଜ୍ୟରେ ଗୁରୁବାର ୫୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ। ଆକ୍ରାନ୍ତଙ୍କ ମଧ୍ୟରୁ ୩୦୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୧୭ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୩୩ ହଜାର ୮୦୯ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୪୯ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୨, ବାଲେଶ୍ୱରରୁ ୧୭, ବରଗଡ଼ରୁ ୩, ଭଦ୍ରକରୁ ୩, ବଲାଙ୍ଗୀରରୁ ୪, ବୌଦ୍ଧରୁ ୧, କଟକରୁ ୬୦, ଢେଙ୍କାନାଳରୁ ୨, ଗଞ୍ଜାମରୁ ୩, ଜଗତ୍‌ସିଂହପୁରରୁ ୧୫, ଯାଜପୁରରୁ ୯, ଝାରସୁଗୁଡ଼ାରୁ ୨ ଆକ୍ରାନ୍ତ ଅଛନ୍ତି। ସେହିପରି କଳାହାଣ୍ଡିରୁ ୩, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୧୪, କେନ୍ଦୁଝରରୁ ୪, କୋରାପୁଟରୁ ୬, ମୟୂରଭଞ୍ଜରୁ ୨୧, ନୟାଗଡ଼ରୁ ୯, ପୁରୀରୁ ୧୩, ରାୟଗଡ଼ା ୧, ସମ୍ବଲପୁରରୁ ୯, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ୬୧ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri