Posted inରାଜ୍ୟ

ରାଜ୍ୟରେ ସୁସ୍ଥ ହେଲେ ଆଉ ୬୬୦ କରୋନା ଆକ୍ରାନ୍ତ: ମୟୂରଭଞ୍ଜ ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨।୧୨(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୬୬୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ମୟୂରଭଞ୍ଜ ଜିଲାରୁ ସର୍ବାଧିକ ୫୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୫୫, ଖୋର୍ଦ୍ଧାରୁ ୫୪, ସୁନ୍ଦରଗଡରୁ ୪୬, ବଲାଙ୍ଗୀରରୁ ୪୨, ଜଗତସିଂହପୁରରୁ ୩୯, ବାଲେଶ୍ୱରରୁ ୩୮, କଟକରୁ ୩୮, କେନ୍ଦୁଝରରୁ ୩୭, ଝାରସୁଗୁଡାରୁ ୨୮, କେନ୍ଦ୍ରାପଡାରୁ ୨୬, ନୂଆପଡାରୁ ୨୬, ପୁରୀରୁ ୨୩, ସମ୍ବଲପୁରରୁ ୨୩, ବରଗଡରୁ ୧୭, ଯାଜପୁରରୁ ୧୭, ଢେଙ୍କାନାଳରୁ ୧୬, ଭଦ୍ରକରୁ ୧୫, କଳାହାଣ୍ଡିରୁ ୧୧, ମାଲକାନଗିରିରୁ ୮, ନବରଙ୍ଗପୁରରୁ ୮, ଦେବଗଡରୁ ୪, ଗଞ୍ଜାମରୁ ୪, କୋରାପୁଟରୁ ୪, ରାୟଗଡାରୁ ୪, କନ୍ଧମାଳରୁ ୩, ନୟାଗଡରୁ ୩, ଗଜପତିରୁ ୨ ଓ ସୋନପୁରରୁ ୨ ଜଣ କରୋନା ସଂକ୍ରମିତ ଆରୋଗ୍ୟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୭ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟର ୭ ଜିଲାରେ ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ଏବଂ ୭ଟି ପିଏସ୍‌ଏ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।...

ହୋଲିକୁ ଫିକାକଲା କରୋନା

ଭୁବନେଶ୍ୱର,୧୨ା୩(ବ୍ୟୁରୋ): କରୋନା ଭୟରେ ଏଥର ଫିକା ପଡ଼ିଥିଲା ହୋଲି। ତେବେ ଓଡ଼ିଶାରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତ ଚିହ୍ନଟ ହୋଇ ନ ଥିବାରୁ ଲୋକେ ଧୁମ୍‌ଧାମରେ ରଙ୍ଗ...

ଛାଡ଼ ପାଇବେ ୩୨ ବିଚାରାଧୀନ କଏଦୀ

କେନ୍ଦୁଝର, ୬।୪ (ସ୍ବ.ପ୍ର.): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ୭ ବର୍ଷରୁ କମ ଦଣ୍ଡ ଭୋଗୁଥିବା କଏଦୀମାନଙ୍କୁ ଜାମିନ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି।...

ଲକ୍ ଡାଉନକୁ ବେଖାତିର, ପରମ୍ପରା ଆଳରେ ବନ୍ୟଜନ୍ତୁ ଶିକାର

ବୈପାରିଗୁଡ଼ା,୫।୪(ଡି଼.ଏନ୍.ଏ.): କରୋନାକୁ ନେଇ ଚାରିଆଡ଼େ ଆତଙ୍କିତ ପରିସ୍ଥିତି। ସବୁଠି ଲକ୍ ଡାଉନ୍। ବାହାରକୁ ନ ଆସିବାକୁ ପୋଲିସ ଡାକବାଜି ଯନ୍ତ୍ରରେ ପ୍ରଚାର କରୁଛି। ଗୋଷ୍ଠୀଗତ ଭାବେ...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ପ୍ରତି ପଞ୍ଚାୟତରେ ହେବ ‘କୋଭିଡ୍‌ କେୟାର ହୋମ୍‌’; ପ୍ରାଥମିକ ଲକ୍ଷଣ ଥିବା ବ୍ୟକ୍ତିଙ୍କୁ ରଖାଯିବ

ଭୁବନେଶ୍ୱର,୧୭।୬(ବ୍ୟୁରୋ): କରୋନା ମୁକାବିଲା ନେଇ ପରବର୍ତ୍ତୀ ରଣକୌଶଳ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଘୋଷଣା କରିଛନ୍ତି। ସେ କହିଛନ୍ତି, ରାଜ୍ୟର ପ୍ରତି ପଞ୍ଚାୟତରେ କୋଭିଡ କେୟାର...

ଆଜି ରାଜ୍ୟରୁ ୬୭୧ ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୧୮ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୬୭୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୧,୪୫୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ଶ୍ରୀବଳଦେବଜୀଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା ଅଫିସ,୧୮।୬: କେନ୍ଦ୍ରାପଡା ଜିଲା ତୁଳସୀ କ୍ଷେତ୍ରାଧିପତି ଶ୍ରୀ ବଳଦେବଜୀଉଙ୍କୁ ସୋମବାର ସ୍ନାନ ମଣ୍ଡପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦର୍ଶନ କରିଛନ୍ତି। ଶ୍ରୀଜୀଉଙ୍କ ଦର୍ଶନ ପରେ...

କଟକ ଗସ୍ତରେ ମୁଖ୍ୟମନ୍ତ୍ରୀ; ବିଜୁ ସ୍ବାସ୍ଥ୍ୟସ୍ମାର୍ଟ ହେଲ୍‌ଥ କାର୍ଡର ହେବ ଶୁଭାରମ୍ଭ

କଟକ ଅଫିସ, ୧୩।୧୨: ରାଜ୍ୟରେ ବିଜୁ ସ୍ବାସ୍ଥ୍ୟସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର କାର୍ଯ୍ୟକ୍ରମ ଜାରି ରହିଛି। ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଗଞ୍ଜାମ ଜିଲାରେ...

Advertisement
Archives

Model This Week