ରାଜ୍ୟରେ ଆଉ ୬୮୧ କରୋନା ଆକ୍ରାନ୍ତ ସୁସ୍ଥ: କଟକରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨ା୮(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୬୮୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥଙ୍କ ମଧ୍ୟରେ କଟକରୁ ସର୍ବାଧିକ ୯୧ ଜଣ ସୁସ୍ଥ ହୋଇଥିବା ବେଳେ ଗଜପତିରୁ ୮୮, କୋରାପୁଟରୁ ୬୬, ଖୋର୍ଦ୍ଧାରୁ ୬୧, ରାୟଗଡାରୁ ୫୭, ଗଂଜାମରୁ ୪୩, ସୁନ୍ଦରଗଡ଼ରୁ ୩୨, ନୟାଗଡ଼ରୁ ୩୦, ସୋନପୁରରୁ ୨୫, କନ୍ଧମାଳରୁ ୨୦, ଢେଙ୍କାନାଳରୁ ୧୮, କେନ୍ଦୁଝରରୁ ୧୮, ଭଦ୍ରକରୁ ୧୬, ସମ୍ବଲପୁରରୁ ୧୫, ଜଗତସିଂହପୁରରୁ ୧୪, ଯାଜପୁରରୁ ୧୪, ଦେବଗଡ଼ରୁ ୧୩, ବଲାଙ୍ଗୀରରୁ ୬ ଜଣ , କେନ୍ଦ୍ରାପଡାରୁ ୪ ଜଣ, ବୌଦ୍ଧରୁ ଜଣେ ସୁସ୍ଥ ହୋଇଛନ୍ତି। ସେହିପରି ମୟୂରଭଞ୍ଜ ଓ ପୁରୀରୁ ୧୦ ଜଣ ଲେଖାଏ ସୁସ୍ଥ ହୋଇଥିବାବେଳେ ଝାରସୁଗୁଡା ଓ କଳାହାଣ୍ଡିରୁ ୭ ଜଣ ଲେଖାଏ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ ହିନ୍ଦୁ ଯୁବକଙ୍କୁ ଜୀଅନ୍ତା ପୋଡ଼ି ହତ୍ୟା ନେଇ ବଜରଙ୍ଗ ଦଳର ପ୍ରତିବାଦ

ଜି.ଉଦୟଗିରି,୨୭।୧୨(ଚିନ୍ମୟ କୁମାର ସେଠୀ): ବାଂଲାଦେଶର ଢାକାଠାରେ ୧୮ ଡିସେମ୍ବରରେ ଇସଲାମ କଟରବାଦୀମାନେ ବାଂଲାଦେଶର ହିନ୍ଦୁ ଯୁବକ ଦୀପୁ ଦାସଙ୍କୁ ନିର୍ମମ ଭାବେ ମାରି ଜୀଅନ୍ତା ଅବସ୍ଥାରେ...

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri