ରାଜ୍ୟରେ ଆଉ ୬୮୧ କରୋନା ଆକ୍ରାନ୍ତ ସୁସ୍ଥ: କଟକରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨ା୮(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୬୮୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥଙ୍କ ମଧ୍ୟରେ କଟକରୁ ସର୍ବାଧିକ ୯୧ ଜଣ ସୁସ୍ଥ ହୋଇଥିବା ବେଳେ ଗଜପତିରୁ ୮୮, କୋରାପୁଟରୁ ୬୬, ଖୋର୍ଦ୍ଧାରୁ ୬୧, ରାୟଗଡାରୁ ୫୭, ଗଂଜାମରୁ ୪୩, ସୁନ୍ଦରଗଡ଼ରୁ ୩୨, ନୟାଗଡ଼ରୁ ୩୦, ସୋନପୁରରୁ ୨୫, କନ୍ଧମାଳରୁ ୨୦, ଢେଙ୍କାନାଳରୁ ୧୮, କେନ୍ଦୁଝରରୁ ୧୮, ଭଦ୍ରକରୁ ୧୬, ସମ୍ବଲପୁରରୁ ୧୫, ଜଗତସିଂହପୁରରୁ ୧୪, ଯାଜପୁରରୁ ୧୪, ଦେବଗଡ଼ରୁ ୧୩, ବଲାଙ୍ଗୀରରୁ ୬ ଜଣ , କେନ୍ଦ୍ରାପଡାରୁ ୪ ଜଣ, ବୌଦ୍ଧରୁ ଜଣେ ସୁସ୍ଥ ହୋଇଛନ୍ତି। ସେହିପରି ମୟୂରଭଞ୍ଜ ଓ ପୁରୀରୁ ୧୦ ଜଣ ଲେଖାଏ ସୁସ୍ଥ ହୋଇଥିବାବେଳେ ଝାରସୁଗୁଡା ଓ କଳାହାଣ୍ଡିରୁ ୭ ଜଣ ଲେଖାଏ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଜ୍ଜ୍ୱଳା ଯୋଜନା ହିତାଧିକାରୀଙ୍କୁ ବଡ଼ ଝଟ୍‌କା: କମିଲା ସବ୍‌ସିଡି, ଜାଣନ୍ତୁ ଏବେ କେତେ ମିଳିବ…

ନୂଆଦିଲ୍ଲୀ,୮।୬: ଉଜ୍ଜଳା ହିତାଧିକାରୀଙ୍କୁ ବଡ଼ ଝଟ୍‌କା। ସବ୍‌ସିଡି ସିଲିଣ୍ଡର ସଂଖ୍ୟା ୯ରୁ ୪କୁ ଖସିଲା। ଏହାର ଅର୍ଥ ହେଉଛି ଉଜ୍ଜ୍ୱଳା ଯୋଜନା ଅଧୀନରେ ଆସୁଥିବା ପରିବାରଗୁଡ଼ିକୁ ବର୍ଷକୁ…

ସାଧୁଙ୍କୁ ମାରିଥିଲା କଲରାପତରିଆ ବାଘ: ଶିମିଳିପାଳ ଇତିହାସରେ ପ୍ରଥମ

ବାରିପଦା,୮।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଜାତୀୟ ଉଦ୍ୟାନ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନ ଅନ୍ତର୍ଗତ କୁମୁଦାବଡ଼ି ନିକଟରେ ଜଙ୍ଗଲରୁ ମିଳିଥିବା ଖଣ୍ଡବିଖଣ୍ଡିତ ମୃଦଦେହ ଅଂଶ ସମ୍ବନ୍ଧରେ…

କାଳବୈଶାଖୀ ତାଣ୍ଡବ: ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ

ଦିଗପହଣ୍ଡି,୮।୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ରେ ସୋମବାର ଅପରାହ୍ନ ପ୍ରାୟ ୪ଟାରୁ ସାଢ଼େ ୫ ଟା ଯାଏ କାଳବୈଶାଖୀର ତାଣ୍ଡବ ପ୍ରଭାବରେ…

ରଜକ ସମାଜ ନୂତନ କର୍ମକର୍ତ୍ତା ଚୟନ: ରାଧାମୋହନ-କହ୍ନେଇଙ୍କୁ ବଡ଼ ଦାୟିତ୍ୱ

ଭଞ୍ଜନଗର,୮।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଯୋଗୀମାରୀ ଠାରେ ରଜକ ସମାଜ ଉପରଅଣଗିରୀ ମୁଠାର ବାର୍ଷିକ ବୈଠକ ଓ ନୂତନ କର୍ମକର୍ତ୍ତା ଚୟନ ସୋମବାର ଅନୁଷ୍ଠିତ ହୋଇଯାଇଛି।…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍‌ରୁ ମିଳିଲା ଏତେ ପରିମାଣର… ଦେଖିକି ଭିଜିଲାନ୍ସ ତାଜୁବ

ବାଲିଗୁଡା, ୮।୬:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ସହକାରୀ ନିର୍ବାହୀ ଯନ୍ତ୍ରୀ ବେକୁଣ୍ଠ ନାଥ ବେହେରାଙ୍କ ପଞ୍ଚମ ଲକରକୁ ଓଡ଼ିଶା…

ଯାତ୍ରୀବାହୀ ବସ୍ ସହ ଟ୍ରେଲର ମୁହାଁମୁହିଁ ଧକ୍କା, ଅନେକ ଯାତ୍ରୀ ଗୁରୁତର

ପାଟଣା, ୮।୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ବାଉଁଶୁଳି–ଉଖୁଣ୍ଡା ରାସ୍ତାର ଭଅଁରପୁର ନିକଟରେ ସୋମବାର ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଛି। ‘ସାହୁ’ ନାମକ ଏକ…

ମମତାଙ୍କୁ ୪୨୦ ଭୋଲ୍ଟର ଝଟ୍‌କା: ୨୦ ଏମ୍‌ପି ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୬: ତୃଣମୂଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀଙ୍କୁ ଏକ ବଡ଼ ଝଟକା ଲାଗିଛି। ଦଳର ୨୦ ଜଣ ଏମ୍‌ପି ଏନଡିଏରେ ଯୋଗଦେବାକୁ ଇଚ୍ଛା ପ୍ରକାଶ କରି ଲୋକସଭା…

ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ଦୁର୍ଘଟଣା: ୮ ଜଣ ଶ୍ରମିକଙ୍କ ମୃତ୍ୟୁ, ଅନେକ ଆହତ

ବିଶାଖାପଟନମ୍‌,୮।୬: ଆନ୍ଧ୍ରପ୍ରଦେଶର ବିଶାଖାପଟନମ୍‌ରେ ସୋମବାର ଏକ ଷ୍ଟିଲ ପ୍ଲାଣ୍ଟରେ ଦୁଃଖଦ ଦୁର୍ଘଟଣା ଘଟିଛି। ପ୍ଲାଣ୍ଟର ଷ୍ଟିଲ ମେଲ୍‌ଟିଙ୍ଗ୍‌ ସେକ୍ସନରେ କାମ କରୁଥିବା ଶ୍ରମିକଙ୍କ ଉପରେ ହଠାତ୍‌ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri