ଭୁବନେଶ୍ୱରରୁ ଆଜି ୬୯ କରୋନା ପଜିଟିଭ ଚିହ୍ନଟ: ସୁସ୍ଥ ହେଲେ ୧୮୦

ଭୁବନେଶ୍ୱର,୩।୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୬୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୪ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୫୫ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୧୮୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୯୨୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୮୧୩୮ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୭୦ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୧୦୫୦ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୩,୫୩୨ ପିଲାଙ୍କୁ ମିିଳିନି ବହି

ଜଗତ୍‌ସିଂହପୁର ଅଫିସ, ୧୦ା୬: ରାଜ୍ୟ ସରକାର ଶିକ୍ଷା ଉପରେ ପ୍ରାଧାନ୍ୟ ଦେଇ ଉଚ୍ଚ ବିଦ୍ୟାଳୟ ରୂପାନ୍ତରଣ ମାଧ୍ୟମରେ ପ୍ରଚୁର ଅର୍ଥ ବ୍ୟୟ କରୁଛନ୍ତି। ଖାଲି ଶିକ୍ଷକ...

ନିଷିଦ୍ଧାଞ୍ଚଳରେ ମାଛ ମାରି ଫସିଲେ: ୪ ଟ୍ରଲର ଜବତ, ୩୦ ଅଟକ

କୋଣାର୍କ,୩୧ା୧(ଡି.ଏନ୍‌.ଏ.): ପୁରୀ ଅସ୍ତରଙ୍ଗ ସମୁଦ୍ରର ନିଷିଦ୍ଧାଞ୍ଚଳରେ ବେଆଇନ ମାଛ ମାରୁଥିବାରୁ ୪ ଟ୍ରଲର ଜବତ କରାଯାଇଥିବା ବେଳେ ୩୦ କର୍ମଚାରୀ ଅଟକ ରହିଛନ୍ତି। ପାରାଦୀପ ଅଞ୍ଚଳର...

ଟ୍ରେନ୍‌ ଚେନ୍‌ ଟାଣି ଓହ୍ଲାଇଲେ ୩୫୦ପ୍ରବାସୀ:କଣ୍ଟାବାଞ୍ଜି ରେଳ ଷ୍ଟେଶନରୁ ଚମ୍ପଟ୍‌ ମାରିଲେ ୪୫

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି, ୨୬ା୫ (ଡି.ଏନ୍‌.ଏ.) ଗୁଜରାଟର ଗାନ୍ଧୀଧାମରୁ କଟକର ନିର୍ଗୁଣ୍ଡି ଅଭିମୁଖେ ଯାଉଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ର ଚେନ୍‌ ଟାଣି ୩୫୦ ପ୍ରବାସୀ ସୋମବାର ବଲାଙ୍ଗୀର...

ଲୁଣା କରାଣ୍ଡିଆ ଦ୍ୱୀପାଞ୍ଚଳରେ ତଟବନ୍ଧ ନାହିଁ

କେନ୍ଦ୍ରାପଡ଼ା ଅଫିସ,୭ା୨: ଲୁଣା କରାଣ୍ଡିଆରେ ୫ ପଞ୍ଚାୟତର ୧୩ ଗାଁ ଅଛି। ନଦୀ ତଟକ୍ଷୟ ଯୋଗୁ ଉପରୋକ୍ତ ଗ୍ରାମକୁ ବନ୍ୟାଜଳ ମାଡ଼ି ଆସୁଛି। ନଦୀବନ୍ଧରେ ପଥର...

ରାଜ୍ୟରେ ଅଢ଼େଇ ଲକ୍ଷ ଟପିଲା ଆରୋଗ୍ୟ ସଂଖ୍ୟା

ଭୁବନେଶ୍ୱର, ୨୦।୧୦: ଓଡ଼ିଶାରେ କରୋନାରୁ ଆରୋଗ୍ୟ ହୋଇଥିବା ଲୋକ ସଂଖ୍ୟା ଅଢ଼େଇ ଲକ୍ଷ ଅତିକ୍ରମ କରିଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ପିଲାଙ୍କ ପରୀକ୍ଷା, ବିଦ୍ୟୁତ୍‌ କାଟନି: ବିରୋଧୀ

ଭୁବନେଶ୍ୱର,୧୫-୧(ବ୍ୟୁରୋ):ବିଦ୍ୟୁତ୍‌ ବିଲ୍‌ ବକେୟା ରଖିଥିବା ଗ୍ରାହକଙ୍କ ଘର ଆସନ୍ତା ୧୬ତାରିଖରୁ ଅନ୍ଧାର ହେବ। ଏନେଇ ସେସୁ ପକ୍ଷରୁ କଡ଼ାକଡ଼ି ସୂଚନା ଦିଆଯାଇଛି। ବିରୋଧୀ ଦଳଗୁଡ଼ିକ ସେସୁର...

ଅମ୍ଳଜାନ ସ୍ତର କମିବା ଯୋଗୁ ଅଧିକାଂଶ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହେଉଛି: ଗଞ୍ଜାମ ଜିଲାପାଳ

ବ୍ରହ୍ମପୁର ଅଫିସ, ୧।୮: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗଞ୍ଜାମରେ ସବୁ ପ୍ରବେଶ, ପ୍ରସ୍ଥାନ ପଥ ବନ୍ଦ ରହିବ। ଗ୍ରାମାଞ୍ଚଳରୁ ସହରାଞ୍ଚଳକୁ ପ୍ରବେଶ ଉପରେ କଟକଣା...

ରାଜଧାନୀରେ ୨ ଛୁଆଙ୍କୁ ହତ୍ୟା ପରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର,୨୮।୩: ଚନ୍ଦକା ଥାନା ଅଧୀନ ମେଣ୍ଢାଶାଳ ବିଞ୍ଝଗିରିରେ ରବିବାର ଏକ ଅଭାବନୀୟ ଘଟଣା ଘଟିିଛି। ୩ ଛୁଆଙ୍କୁ ବିଷ ପିଆଇ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ ରାଜଧାନୀବାସୀଙ୍କୁ...

Advertisement
Archives

Model This Week