ରାଜ୍ୟରେ ଆଉ ୭୨୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୫।୭(ବ୍ୟୁରୋ)-ରାଜ୍ୟରେ ଶନିବାର ପୁଣି ୭୨୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୩୯୧ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୪୯, କଟକରୁ ୪୩, ବାଲେଶ୍ୱରରୁ ୩୩, ଯାଜପୁରରୁ ୩୨, ଗଜପତିରୁ ୨୩, ମୟୂରଭଂଜରୁ ୧୯, ଅନୁଗୋଳରୁ ୧୮, ଜଗତସିଂହପୁର ଓ ନୟାଗଡରୁ ୧୭ ଜଣ ଲେଖାଏ, ସମ୍ବଲପୁରରୁ ୧୧, ମାଲକାନଗିରିରୁ ୧୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ବରଗଡ, ଢେଙ୍କାନାଳ, କେନ୍ଦ୍ରାପଡା, ପୁରୀ ଓ ସୁନ୍ଦରଗଡରୁ ୭ ଜଣ ଲେଖାଏ, ବଲାଙ୍ଗୀର, ଝାରସୁଗୁଡା ଓ ସୋନପୁରରୁ ୫ ଜଣ ଲେଖାଏ, ଭଦ୍ରକ ଓ ନବରଙ୍ଗପୁରରୁ ୪ ଜଣ ଲେଖାଏ, କୋରାପୁଟରୁ ୩ ଜଣ, ବୌଦ୍ଧ ଓ କେନ୍ଦୁଝରରୁ ୨ ଜଣ ଲେଖାଏ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୧୫୯୨୮ରେ ପହଞ୍ଚିଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୌଦ୍ଧ ବିଧାୟକଙ୍କ ନାଁରେ ଗିରଫ ପରୱାନା

ହରଭଙ୍ଗା,୨୭ା୯(ନରେନ୍ଦ୍ର କୁମାର ସାହୁ): ୨୦୨୪ରେ ଅନୁଷ୍ଠିତ ୧୭ତମ ବିଧାନସଭା ନିର୍ୱାଚନ ସମୟରେ ବର୍ତ୍ତମାନର ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?