ଆରୋଗ୍ୟ ହେଲେ ୭୩୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୬ ା୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୭୩୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୭୦, ମୟୂରଭଞ୍ଜରୁ ୫୩, ଅନୁଗୋଳରୁ ୪୪, ଜଗତସିଂହପୁରରୁ ୪୦, କଟକରୁ ୩୯, ନବରଙ୍ଗପୁରରୁ ୩୭, ନୂଆପଡାରୁ ୩୬, ଝାଡସୁଗୁଡାରୁ ୩୩, କେନ୍ଦୁଝରରୁ ୩୨, ପୁରୀରୁ ୩୨, ବଲାଙ୍ଗୀରରୁ ୩୦, କେନ୍ଦ୍ରାପଡାରୁ ୩୦, ଢେଙ୍କାନାଳରୁ ୨୦, ଗଞ୍ଜାମରୁ ୧୬, ଭଦ୍ରକରୁ ୧୫, କଳାହାଣ୍ଡିରୁ ୧୫, ବରଗଡରୁ ୧୪, ଯାଜପୁରରୁ ୧୪, ସମ୍ବଲପୁରରୁ ୧୪, ବାଲେଶ୍ୱରରୁ ୧୩, କୋରାପୁଟରୁ ୧୧, ମାଲକାନଗିରିରୁ ୯, ରାୟଗଡାରୁ ୭, ସୋନପୁରରୁ ୭, ନୟାଗଡରୁ ୬, ଦେଓଗଡରୁ ୪ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଗଜପତି, କଳାହାଣ୍ଡିରୁ ୪ ଜଣ ଲେଖାଏଁ, ବୌଦ୍ଧରୁ ୨, ଷ୍ଟେଟପୁଲରୁ ୧୩ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭…

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?