ସୁସ୍ଥ ହେଲେ ଆଉ ୭୭୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୧।୭(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୭୭୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୨୧୨ ଜଣ ଅଛନ୍ତି। ସେହିପରି କଟକରୁ ୧୧୬, ଖୋର୍ଦ୍ଧାରୁ ୮୧, କେନ୍ଦୁଝରରୁ ୬୮, କୋରାପୁଟରୁ ୪୧, ରାୟଗ ୩୧, ଗଜପତିରୁ ୨୭, ସୁନ୍ଦରଗଡରୁ ୨୪, ଯାଜପୁରରୁ ୨୧, କଳାହାଣ୍ଡିରୁ ୨୦, ନବରଙ୍ଗପୁରରୁ ୧୯, ମୟୂରଭଞ୍ଜରୁ ୧୮, କନ୍ଧମାଳରୁ ୧୪, ମାଲକାନଗିରିରୁ ୧୨, ସମ୍ବଲପୁରରୁ ୧୧, ଭଦ୍ରକରୁ ୧୦, କେନ୍ଦ୍ରାପଡାରୁ ୧୦, ପୁରୀରୁ ୧୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ବରଗଡରୁ ୬, ବଲାଙ୍ଗିରିରୁ ୫, ବାଲେଶ୍ୱରରୁ ୪, ବୌଦ୍ଧରୁ ୩, ଜଗତସିଂହପୁରରୁ ୩, ଝାରସୁଗୁଡାରୁ ୩, ଅନୁଗୋଳ, ନୟାଗଡା ଓ ସୋନପୁର ଜିଲାରୁ ଜଣେ ଲେଖାଏ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ୨୦୫୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪୦ ବର୍ଷ ବୟସରେ ମା’ ହେବେ ଏହି ଅଭିନେତ୍ରୀ: ପ୍ରଶଂସକଙ୍କୁ ଦେଲେ ଗୁଡ୍‌ନ୍ୟୁଜ୍‌

ଟିଭି ତଥା ଚଳଚ୍ଚିତ୍ର ଅଭିନେତ୍ରୀ କାଶ୍ମୀରା ଇରାନୀ ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ୪୦ ବର୍ଷ ବୟସରେ ପ୍ରଶଂସକଙ୍କ ଏହି ଖୁସି ଖବର ଶେୟାର କରିଛନ୍ତି କାଶ୍ମୀରା।…

ସ୍ତ୍ରୀଙ୍କୁ ଶାବଳରେ ପିଟି ହତ୍ୟା, ସ୍ୱାମୀଙ୍କୁ ଆଜୀବନ

ଵ୍ରହ୍ମପୁର,୩୧।୮(ସୁବାସ ଚନ୍ଦ୍ର ପାଢ଼ୀ): ୨୦୨୪ ମସିହାରେ ସଦର ଥାନା ଅନ୍ତର୍ଗତ ରୋହିଗାଁ’ରେ ନିଜ ସ୍ତ୍ରୀ’ଙ୍କୁ ତାଙ୍କ ସ୍ୱାମୀ ହତ୍ୟା କରିଥିଲେ । ଜିଲା ଦୌରା ଜଜ ଅଶାନ୍ତ…

ସରକାରୀ ବସ୍‌ରେ ଖୋଲାମେଲାରେ ଯାତାୟାତ କରୁଛନ୍ତି ଯାତ୍ରୀ: ଅଭିଯୋଗ ଆଣିଲେ ଯୁବ ସମାଜସେବୀ

ଦାରିଙ୍ଗବାଡି, ୩୧।୮(ଅରୁଣ ସାହୁ):ଗଞ୍ଜାମର ବ୍ରହ୍ମପୁରରୁ କନ୍ଧମାଳ ଜିଲା ବାଲିଗୁଡାକୁ ଦାରିଙ୍ଗବାଡି ଦେଇ ସରକାରୀ ବସ ଚଳାଚଳ କରୁଛି। ଏହି ଯାତ୍ରୀବାହୀ ବସର ଡୋର ଗ୍ଲାସଟି ଭାଙ୍ଗି ଯାଇଥିବାରୁ…

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…

ଟିଚ୍‌ କନ୍ଧମାଳ: ଲାଲ ବାହାଦୁର ବିଦ୍ୟାପୀଠରେ ପାଠ ପଢ଼ାଇଲେ ବିଡିଓ ପ୍ରୀତିରଞ୍ଜନ, ସିଆଙ୍ଗବାଲିରେ ଉପଜିଲାପାଳ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ରେ ଶିକ୍ଷାର ବିକାଶ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବୃଦ୍ଧି ଉଦ୍ଦେଶ୍ୟରେ ଜିଲାର ବିଭିନ୍ନ ବିଭାଗର…

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…

ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟା ମାମଲା; ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ସର୍ତ୍ତମୂଳକ ଜାମିନ

କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡରେ ଫସିଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଅଶ୍ଵସ୍ତି ମିଳିଛି । ଆଜି ବିକ୍ରମ ପଣ୍ଡାଙ୍କ ଜାମିନ…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ବର୍ଷା ଜାରି, ଘନ କୁହୁଡ଼ି ସାଙ୍ଗକୁ କୋହଲା ପବନ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ବର୍ଷା ଲାଗିରହିଛି। ଦିନରାତି ଝିପିଝିପି ବର୍ଷା ହେଉଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri