ରାଜ୍ୟରେ ସୁସ୍ଥ ହେଲେ ୮୦୨ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୮।୧୧।(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୮୦୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୮୦, କଟକରୁ ୭୦, ମୟୁରଭଞ୍ଜରୁ ୫୬, ଜଗତସିଂହପୁରରୁ ୫୧, ନୂଆପଡାରୁ ୪୯, ଅନୁଗୁଳରୁ ୪୩, କେନ୍ଦ୍ରାପଡାରୁ ୩୨, ବଲାଙ୍ଗୀରରୁ ୨୯, ପୁରୀରୁ ୨୭, କୋରାପୁଟରୁ ୨୬, ଯାଜପୁରରୁ ୨୫, କେନ୍ଦୁଝରରୁ ୨୨, ବରଗଡରୁ ୨୧, ଭଦ୍ରକରୁ ୨୦, କଳାହାଣ୍ଡିରୁ ୨୦, ସମ୍ବଲପୁରରୁ ୧୯, ବାଲେଶ୍ୱରରୁ ୧୫, ଝାରସୁଗୁଡାରୁ ୧୧, ମାଲକାନଗିରିରୁ ୧୧, ଗଞ୍ଜାମରୁ ୧୦ ସୁସ୍ଥ ହୋଇଛନ୍ତି। ସେହିପରି ନବରଙ୍ଗପୁରରୁ୧୦, ଢେଙ୍କାନାଳରୁ ୮, ନୟାଗଡରୁ ୭, କନ୍ଧମାଳରୁ ୬, ରାୟଗଡାରୁ ୩, ଦେବଗଡରୁ ୨, ଗଜପତିରୁ ୨ ଏବଂ ଷ୍ଟେଟପୁଲରୁ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୌରଚାଳିତ ଯନ୍ତ୍ରର ବ୍ୟବହାର ବଢ଼ୁଛି

ଭୁବନେଶ୍ୱର,୨୨।୮(ବ୍ୟୁରୋ): ସବୁଜ ଶକ୍ତି ବ୍ୟବହାର ବୃଦ୍ଧି କ୍ଷେତ୍ରରେ ଓଡ଼ିଶା ଅକ୍ଷୟ ଶକ୍ତି ବିକାଶ ସଂସ୍ଥା (ଓରେଡା) ଉଲ୍ଲେଖନୀୟ ସଫଳତା ହାସଲ କରିଛି। ଜୁଲାଇ ଶେଷ ସୁଦ୍ଧା...

ସିଲ୍‌ ହେଲା ୭ ମଦ ଦୋକାନ

ଭୁବନେଶ୍ୱର, ୩୦।୬ (ବ୍ୟୁରୋ):କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଦୋକାନ ଖୋଲି ମଦ ବିକ୍ରି ଉପରେ ଅଙ୍କୁଶ ଲଗାଇଛନ୍ତି ସରକାର। କେବଳ ଅନ୍‌ଲାଇନ୍‌ରେ ମଦ ଯୋଗାଣକୁ ଅନୁମତି...

ସେପ୍ଟେମ୍ବର ପୂର୍ବରୁ ଡିଏଲ୍‌-ଏଲ୍‌ଏଲ୍‌ ଆବେଦନ ମନା: ମନ୍ତ୍ରୀ

ଭୁବନେଶ୍ୱର,୧୩।୬(ବ୍ୟୁରୋ): ସେପ୍ଟେମ୍ବର ପୂର୍ବରୁ ଡ୍ରାଇଭିଂ ଲାଇସେନ୍ସ(ଡିଏଲ୍‌) ଓ ଲନର୍ସ ଲାଇସେନ୍ସ(ଏଲ୍‌ଏଲ୍‌)ପାଇଁ ଆବେଦନ କରି ହେବନାହିଁ। ଏହା କହିଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା। ପୁରୁଣା ଆବେଦନକାରୀଙ୍କୁ...

ନରସିଂହପୁରରେ ଦନ୍ତାକୁ ଗୁଳିମାଡ଼ ଘଟଣା: ହାଇକୋର୍ଟରେ ମାମଲା ରୁଜୁ

କଟକ ଅଫିସ,୯।୬: ନରସିଂହପୁରରେ ହାତୀକୁ ଗୁଳିମାଡ଼ ଘଟଣାକୁ ନେଇ ହାଇକୋର୍ଟରେ ମାମଲା ରୁଜୁ ହୋଇଛି । ଆଇନରେ ଶିକାରୀଙ୍କୁ କଠୋର ଦଣ୍ଡ ଦେବାର ବ୍ୟବସ୍ଥା ନ...

ଜଳଭଣ୍ଡାରରେ ଲୀନ ହେବ ଅଷ୍ଟାଦଶ ଶତାବ୍ଦୀର ମନ୍ଦିର

କେନ୍ଦୁଝର, ୧୩ା୯ (ସ୍ବ.ପ୍ର.)-କୁହାଯାଉଛି ଏହା ଅଷ୍ଟାଦଶ ଶତାବ୍ଦୀର ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କ ମନ୍ଦିର। ବିଚ୍ଛନ୍ନାଞ୍ଚଳ ଷଢେଇକଳା ଗଡଜାତ ଅଞ୍ଚଳର ସୁରମ୍ୟ ବଣପାହାଡ ପରିବେଷ୍ଟିତ ଅଞ୍ଚଳରେ ନିର୍ମିତ...

ଲିଙ୍ଗରାଜରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ଚମକୁଛି ଏକାମ୍ର କ୍ଷେତ୍ର । ଐତିହ୍ୟର ସଂରକ୍ଷଣ ସହ ଆଗେଇଛି ସୌନ୍ଦର୍ଯ୍ୟକରଣ । ଲିଙ୍ଗରାଜ ମନ୍ଦିର ନିକଟ ୬୬ ଏକର ଜମିରେ ଏକାମ୍ର ପ୍ରକଳ୍ପ...

୫ ଦିନ ବନ୍ଦ ରହିବ ଭୁବନେଶ୍ୱର ସବ-କଲେକ୍ଟର ଓ ତହସିଲ କାର୍ଯ୍ୟାଳୟ

ଭୁବନେଶ୍ୱର,୧୭।୯: ଭୁବନେଶ୍ୱର ସବ-କଲେକ୍ଟର ଓ ତହସିଲ କାର୍ଯ୍ୟାଳୟକୁ ୫ ଦିନ ପାଇଁ ବନ୍ଦ କରାଯାଇଛି। ଶୁକ୍ରବାରଠାରୁ ୨୧ ତାରିଖ ଯାଏ ଉଭୟ କାର୍ଯ୍ୟାଳୟ ବନ୍ଦ ରହିବ।...

କେନ୍ଦ୍ର ସାହିତ୍ୟ ଏକାଡେମୀର ପୁସ୍ତକ ବିକ୍ରୟ କେନ୍ଦ୍ର ଖୋଲିଲା

ଭୁବନେଶ୍ୱର, ୧୯।୨ (ବ୍ୟୁରୋ):କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଗୁରୁବାର ରାଜ୍ୟ ସଂଗ୍ରହାଳୟ ପରିସରରେ ପୁସ୍ତକ ବିକ୍ରୟ କେନ୍ଦ୍ର ଉଦ୍‌ଘାଟିତ ହୋଇଛି। ଏଠାରେ ଏକାଡେମୀର ସମସ୍ତ ପୁସ୍ତକ...

Advertisement
Archives

Model This Week