ରାଜ୍ୟରେ ଆଉ ୮୦୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୪।୭(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୮୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୫୩୦ ଜଣ ସୁସ୍ଥ ହୋଇଥିବାବେଳେ ରାୟଗଡାରୁ ୬୧, କଟକରୁ ୩୫, ମାଲକାନଗିରିରୁ୩୦, ଗଜପତିରୁ ୨୨,ବାଲେଶ୍ୱରରୁ ୧୯, ଖୋର୍ଦ୍ଧାରୁ ୧୯, ବରଗଡରୁ ୧୮ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଭଦ୍ରକରୁ୧୮, ବୌଦ୍ଧରୁ ୮, ଝାରସୁଗୁଡା, ଜଗତସିଂହପୁର, କେନ୍ଦ୍ରାପଡା ଓ କେନ୍ଦୁଝରରୁ ୭ ଜଣ ଲେଖାଏ, ସମ୍ବଲପୁରରୁ ୫, ନବରଙ୍ଗପୁରରୁ୪, ସୁନ୍ଦରଗଡରୁ ୩, ଅନୁଗୋଳ, ଯାଜପୁର ଏବଂ ପୁରୀରୁ୨ଜଣ ଲେଖାଏ, କୋରାପୁଟ ଓ ନୟାଗଡରୁ ଜଣେ ଲେଖାଏ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୧୫୨୦୦ରେ ପହଞ୍ଚିଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିଡ୍‌ନୀ ସୁସ୍ଥ ରଖିବାକୁ ହେଲେ ଆପଣାନ୍ତୁ ଏହି ଉପାୟ…

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି କିଡ୍‌ନୀ। ଏହା ସୁସ୍ଥ ରହିବା ନିହାତି ଦରକାର। ତେବେ ଏଥିଲାଗି କେତୋଟି ସରଳ ଉପାୟ ରହିଛି। ଆସନ୍ତୁ ସେ…

OSEPAର ବଡ଼ ଘୋଷଣା: ଏହି ଦିନ ହେବ ସମେଟିଭ-୧ ପରୀକ୍ଷା

ଭୁବନେଶ୍ୱର,୩୧।୮: OSEPA ପକ୍ଷରୁ ଛାତ୍ରୀଛାତ୍ରମାନଙ୍କ ପାଇଁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦିଆଯାଇଛି। ସେପ୍ଟେମ୍ବର ଚତୁର୍ଥ ସପ୍ତାହରେ ଛାତ୍ରୀଛାତ୍ରମାନଙ୍କ ସମେଟିଭ ଆସେସମେଣ୍ଟ-୧ ପରୀକ୍ଷା ହେବ ବୋଲି ଘୋଷଣା…

ଝିଅର ଫି’ ପାଇଁ ଖାଲି ପାଦରେ ଦୌଡ଼ିଲେ ମା’, ମାରାଥନ୍‌ରେ ଜିତିଲେ ୩ ହଜାର ଟଙ୍କା

ମୁମ୍ବାଇ,୩୧।୮: ଝିଅମାନଙ୍କ ପାଠପଢ଼ା ପାଇଁ ଜଣେ ମା’ଙ୍କ ସଂଘର୍ଷ ଏବେ ସମସ୍ତଙ୍କ ପାଇଁ ପ୍ରେରଣା ପାଲଟିଛି। ଝିଅଙ୍କ ଫି’ ଟଙ୍କା ଯୋଗାଡ଼ କରିବା ପାଇଁ ଖାଲି ପାଦରେ…

୭୫ ବର୍ଷର ସୁବର୍ଣ୍ଣପୁର ପୌରପାଳିକା: ଏବେ ବି ବିକାଶଠୁ ବହୁ ଦୂରରେ…

ସୋନପୁର,୩୧।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ପୌରପାଳିକା ଓଡ଼ିଶାର ଅନ୍ୟତମ ପୁରାତନ ପୌରପାଳିକା। ୧୯୫୦ ମସିହାରେ ବ୍ରିଟିଶ ଶାସନ ସମୟରେ ସୋନପୁର ରାଜ୍ୟରେ ପୌରପାଳିକା ସ୍ଥାପନ ହୋଇଥିଲା। ସ୍ବାଧୀନତା ପରେ…

ଧାନ ବିକ୍ରି ପଞ୍ଜୀକରଣ ପାଇଁ ପାକ୍ସରେ ଚାଷୀଙ୍କ ଭିଡ଼

ଅମରପାଲି,୩୧ା୮(ପୀତାମ୍ବର ସାହୁ): ଚାଷ ଓ ଚାଷୀଙ୍କ ଜିଲା ସୁବର୍ଣ୍ଣପୁର। ଜିଲାର ଅଧିକାଂଶ ଧାନ ଚାଷ କରନ୍ତି। ଚଳିତ ଖରିଫ ଋତୁରେ ଧାନ ବିକ୍ରି ପାଇଁ ସୁବର୍ଣ୍ଣପୁର ଜିଲା…

ବିଜେଡିର ବଡ଼ ଚେତାବନୀ: MMDR ପ୍ରତ୍ୟାହାର ନ ହେଲେ ଧାରଣା

ଭୁବନେଶ୍ୱର,୩୧।୮:ଖଣି ଏବଂ ଖଣିଜ (ବିକାଶ ଏବଂ ନିୟନ୍ତ୍ରଣ) ସଂଶୋଧନ ଆଇନ, ୨୦୨୬(MMDR) ପ୍ରତ୍ୟାହାର ନ ହେବା ଯାଏ ରାଜଭବନ ଆଗରେ ଧାରଣା ଦିଆଯିବ ବୋଲି ସୋମବାର ଅନୁଷ୍ଠିତ…

ନେପାଳ ବନ୍ୟାରେ ଭାସିଗଲା କୋଟି କୋଟି ଟଙ୍କା ଗଚ୍ଛିତ ଥିବା ବ୍ୟାଙ୍କ, ୩୫ କର୍ମଚାରୀ ନିଖୋଜ, ଏବେ ବଢୁଛି ଲୁଟ୍‌ ମାମଲା

କାଠମାଣ୍ଡୁ,୩୧।୮: ପାର୍ବତ୍ୟ ଦେଶ ନେପାଳରେ, ପ୍ରକୃତିର ଭୟଙ୍କର ଶକ୍ତି କେବଳ ଦୈନନ୍ଦିନ ଜୀବନକୁ ନୁହେଁ ବରଂ ସମଗ୍ର ଅର୍ଥନୈତିକ ବ୍ୟବସ୍ଥାକୁ ଦୋହଲାଇ ଦେଇଛି। ଭୋଟେ କୋଶି ନଦୀରେ…

Video: ନେପାଳ ବନ୍ୟା ପରେ ମିଳିଲା କୋଟି କୋଟି ଟଙ୍କାର ସୁନା; ୮ ଘଣ୍ଟାର ଅପରେଶନରେ ବିପୁଳ ସମ୍ପତ୍ତି ଉଦ୍ଧାର

କାଠମାଣ୍ଡୁ,୩୧।୮: ଭୋଟେ କୋଶି ନଦୀରେ ଭୟଙ୍କର ବନ୍ୟା ନେପାଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ବନ୍ୟାରେ ଏପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା 903 ରେ ପହଞ୍ଚିଛି। ନୁୱାକୋଟ ଜିଲାର ତ୍ରିଶୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri