କଟକରୁ ୮୫ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ, ୧୨।୮-କଟକ ସହରରୁ ବୁଧବାର ୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଣ୍ଟେନମେଣ୍ଟ ଜୋନରୁ ୨୪ ଜଣ, କ୍ୱାରାଣ୍ଟାଇନରୁ ୪୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଲୋକାଲ କଣ୍ଟାକ୍ଟ କେସ ୨୧ ରହିଛି। ୮୫ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କେବଳ ଜାଲୁଆ ସାହିରୁ ୨୪ ଚିହ୍ନଟ ହୋଇଛନ୍ତି। ସେହିଭଳି ହରିପୁରରୁ ଆଉ ୯ ଜଣ, ମୁକାମେଶ୍ୱରରୁ ୪, ସିଡିଏ ସେର-୭ରୁ ୩, ବକ୍ସି ବଜାରରୁ ଜଣେ, ମଙ୍ଗଳାବାଗରୁ ଜଣେ, ଗୋପାଳ ସାହି ରାଣୀହାଟରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇରେ ଉଦାହରଣ ପାଲଟିଲେ ଡାକ୍ତର ଦମ୍ପତି

ବରଗଡ଼ ଅଫିସ,୧ା୯: ଗୁରୁବାର ମହାନ କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ବର୍ତ୍ତମାନ ଚଳଚଞ୍ଚଳ ସମଗ୍ର ପଶ୍ଚିମ ଓଡ଼ିଶା। ପୂର୍ବରୁ ସମଲେଶ୍ବରୀଙ୍କ ପୀଠରେ ପଣ୍ଡିତମାନଙ୍କ ଦ୍ବାରା...

ମନ୍ତ୍ରୀପଦ ପାଇଁ ଯୋଗ୍ୟତା ମାପକାଠି

ଭୁବନେଶ୍ୱର,୨୬।୫(ବ୍ୟୁରୋ): ସାଧାରଣ ନିର୍ବାଚନ ଫଳ ଆସିବା ପରେ କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରର ରୂପରେଖକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

ଆଜି ସଚିବାଳୟ ସେବା ସଂଘ ନିର୍ବାଚନ

ଭୁବନେଶ୍ୱର,୧୨ା୪(ବ୍ୟୁରୋ):୩ ବର୍ଷ ପରେ ଓଡ଼ିଶା ସଚିବାଳୟ ସେବା ସଂଘର ମୋଟ ୯ ପଦବୀ ନିର୍ବାଚନ ମଙ୍ଗଳବାର ଅନୁଷ୍ଠିତ ହେବ। ୟୁନିଟ୍‌-୩ସ୍ଥିତ ଖାରବେଳ ନଗରରେ ଥିବା ସଂଘ...

ପୁରୀ ଭୋଟ ଗଣତିରେ ବିଳମ୍ବ

ପୁରୀ ଅଫିସ.୨୩।୫: ପ୍ରଶାସନିକ ଅବହେଳା ପାଇଁ ପୁରୀରେ ଭୋଟ ଗଣତି ବିଳମ୍ବ ହୋଇଛି। ବାତ୍ୟାରେ ଇଭିଏମ ଏବଂ ଭିଭିପାଟର ସୁରକ୍ଷା ପାଇଁ ଷ୍ଟ୍ରଙ୍ଗ ରୁମରେ ଏକ...

ବରଗଡ଼ରେ ଅଲୋଡ଼ା ଶିଶୁକନ୍ୟା: ପ୍ଲାଷ୍ଟିକ୍‌ ଅଖାରେ ବନ୍ଧା ହୋଇଥିବା ଅବସ୍ଥାରେ ଡ୍ରେନ୍‌ରୁ ଉଦ୍ଧାର

ବରଗଡ ଅଫିସ/ପଦ୍ମପୁର,୧୪।୧୨- ପୁଣି ଅଲୋଡ଼ା ହୋଇଛି ଶିଶୁକନ୍ୟା। ବରଗଡ଼ ଜିଲା ପଦ୍ମପୁର ୱାର୍ଡ ନଂ -୬ ଶାସ୍ତ୍ରୀଛକ ନିକଟ ସାହିର ଏକ ଡ୍ରେନ୍‌ ଭିତରୁ ଶନିବାର...

ଗଞ୍ଜାମ ଜିଲାରୁ କନ୍ଧମାଳକୁ ଅବାଧ ପ୍ରବେଶ କରୁଛନ୍ତି ମାଛ ବେପାରୀ

ରାଇକିଆ,୨୧।୭(ଡି.ଏନ୍‌.ଏ.): ଗଞ୍ଜାମରୁ କନ୍ଧମାଳ ଜିଲାକୁ ଆସିବା ପାଇଁ କଟକଣା ଜାରି କରାଯାଇଛି । ଗଞ୍ଜାମ ଜିଲାରେ କରୋନାସ୍ଥିତି ସଙ୍ଗୀନ ଥିବାରୁ ଜିଲାବାସୀଙ୍କୁ ଜରୁରୀ କାରଣ ନ...

ଜରିମାନାରେ ଜାଲିଆତି

କଟକ ଅଫିସ,୩।୧୦: ଜରିମାନା ଆଦାୟରେ ଜାଲିଆତି ହେଉଛି। ପୋଲିସ ଯେତିକି ଟଙ୍କାର ଚାଲାଣ କାଟୁଛି, ସରକାରଙ୍କ ନିକଟରେ ଏହାଠୁ କମ୍‌ ରାଶି ଦର୍ଶାଯାଉଛି। ଏଭଳି ଏକ...

ଭଦ୍ରକରେ ୩ କରୋନା ପଜିଟିଭ୍‌ ଚିହ୍ନଟ, ୧୮୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୧୮ା୬: ଭଦ୍ରକ ଜିଲାରେ ଗୁରୁବାର ଆଉ ୩ ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧ରେ ପହଞ୍ଚିଛି। ଏହି...

Advertisement
Archives

Model This Week