କଟକରୁ ୮୫ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ, ୧୨।୮-କଟକ ସହରରୁ ବୁଧବାର ୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଣ୍ଟେନମେଣ୍ଟ ଜୋନରୁ ୨୪ ଜଣ, କ୍ୱାରାଣ୍ଟାଇନରୁ ୪୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଲୋକାଲ କଣ୍ଟାକ୍ଟ କେସ ୨୧ ରହିଛି। ୮୫ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କେବଳ ଜାଲୁଆ ସାହିରୁ ୨୪ ଚିହ୍ନଟ ହୋଇଛନ୍ତି। ସେହିଭଳି ହରିପୁରରୁ ଆଉ ୯ ଜଣ, ମୁକାମେଶ୍ୱରରୁ ୪, ସିଡିଏ ସେର-୭ରୁ ୩, ବକ୍ସି ବଜାରରୁ ଜଣେ, ମଙ୍ଗଳାବାଗରୁ ଜଣେ, ଗୋପାଳ ସାହି ରାଣୀହାଟରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି କଲେଜରେ ଦିଆଯିବ ଟିକା

ଭୁବନେଶ୍ୱର,୧୪।୭(ବ୍ୟୁରୋ): କଲେଜରେ ଦିଆଯିବ ଟିକା। ରାଜ୍ୟରେ କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଗୁରୁବାର ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ଇଂଜିନିୟରିଂ କଲେଜ, ହଷ୍ଟେଲ ଏବଂ...

ସିନେମା ହଲ୍‌, ଜିମ୍‌ରେ କରୋନା ପ୍ରଭାବ

କଟକ ଅଫିସ,୧୪।୩: କରୋନା ଭୂତାଣୁ ସଂକ୍ରମଣର ଭୟ ଏବେ ସମଗ୍ର ବିଶ୍ୱକୁ ଚିନ୍ତିତ କରିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଶୁକ୍ରବାର ଜନସାଧାରଣଙ୍କ ସୁରକ୍ଷାକୁ ଦୃଷ୍ଟିରେ...

ନେତାଜୀ ଜୟନ୍ତୀରେ ଥାଇଲାଣ୍ଡରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ଓଡ଼ିଆ ପୁଅ ସତ୍ୟ

ବ୍ୟାଙ୍କକ୍‌/ଭୁବନେଶ୍ୱର,୨୩ା୧(ବ୍ୟୁରୋ): ସ୍ବାଧୀନତା ସଂଗ୍ରାମର କର୍ଣ୍ଣଧାର, ମହାନ ଦେଶପ୍ରେମୀ, ତେଜସ୍ବୀ ଜନନାୟକ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ଓଡ଼ିଶା ମାଟିର ପୁଅ ସତ୍ୟ ସୂତାର ଥାଇଲାଣ୍ଡରେ...

୨୧ଶହ ବିଦ୍ୟାଳୟରେ ଜଣେ ଲେଖାଏ ଶିକ୍ଷକ

ଭୁବନେଶ୍ୱର, ୨୧।୭(ବ୍ୟୁରୋ): ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଥିବା ସରକାର କହୁଛନ୍ତି। ଏପରି କି ବିଦ୍ୟାଳୟକୁ ରୂପାନ୍ତରଣ କାର୍ଯ୍ୟକ୍ରମରେ ସାମିଲ କରାଯାଇ ଉନ୍ନତ ଏବଂ ଶୈକ୍ଷିକ...

ଥାନାରେ ଯୁବକଙ୍କ ଆତ୍ମହତ୍ୟା

ଗୋପାଳପୁର,୩ା୫: ଗଞ୍ଜାମ ଜିଲା ଗୋଳନ୍ଥରା ଥାନାରେ ଜଣେ ଯୁବକ ସୋମବାର ରାତି ପ୍ରାୟ ୮ଟାରେ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଗୋଳନ୍ଥରା ଥାନା ଅଧୀନ ରଙ୍ଗିପୁର...

ହାଓ୍ବଡା-ବଡ଼ବିଲ ଜନଶତାବ୍ଦୀ ଟ୍ରେନ୍‌ ଉପରକୁ ପଥରମାଡ଼

ବଡ଼ବିଲ,୨ା୭(ଦେବପ୍ରିୟ ରଣା): ହାଓ୍ବଡ଼ା-ବଡ଼ବିଲ ଜନଶତାବ୍ଦୀ ଟ୍ରେନ୍‌ ଉପରକୁ ପଥର ମାଡ଼ ହୋଇଛି। ଫଳରେ ବଗିର କାଚ ଭାଙ୍ଗି ଯାଇଥିବା ଜଣାପଡିଛି। ରବିବାର ଅପରାହ୍ନରେ ଝାଡ଼ଖଣ୍ଡ ରାଜ୍ୟ...

ପଶ୍ଚିମ ଓଡ଼ିଶାରେ ନୂଆଁଖାଇ: ମା’ ସମଲେଇ, ଶିଖରବାସିନୀଙ୍କ ପାଖେ ନବାନ୍ନ ଲାଗି

ସୁନ୍ଦରଗଡ଼,୩।୯(ଡି.ଏନ୍‌.ଏ): ସୁନ୍ଦରଗଡ଼ର ପୁରପଲ୍ଲୀରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଆନନ୍ଦ ଉଲ୍ଲାସ ମଧ୍ୟରେ ପାଳିତ ହୋଇଛି । ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇ ଓ ରାଜପରିବାରର...

ସେଣ୍ଟ୍ରାଲ ଦିଲ୍ଲୀର ଜିଲାପାଳଙ୍କ ଡ୍ରାଇଭର କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୧।୫: ଦିଲ୍ଲୀରେ କରୋନା ଭାଇରସ୍‌ ସଂକ୍ରମଣ ତୀବ୍ରଗତିରେ ବଢ଼ିବାରେ ଲାଗିଛି। ଏଠାରେ ଏପର୍ଯ୍ୟନ୍ତ ୩୫୦୦ରୁ ଊର୍ଦ୍ଧ୍ୱ ଲୋକ ସଂକ୍ରମିତ ହୋଇସାରିଲେଣି। ଏହିକ୍ରମରେ ସେଣ୍ଟ୍ରାଲ ଦିଲ୍ଲୀର ଜିଲାପାଳ...

Advertisement
Archives

Model This Week