ରାଜ୍ୟରେ ଆଉ ୮୬୪ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୬।୭(ବ୍ୟୁରୋ)-ରାଜ୍ୟରେ ରବିବାର ପୁଣି ୮୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୪୩୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ରାୟଗଡାରୁ ୧୩୭, ବରଗଡରୁ ୩୧, ଖୋର୍ଦ୍ଧାରୁ ୨୮, କଟକରୁ ୨୬, କେନ୍ଦୁଝରରୁ ୨୬, ଭଦ୍ରକରୁ ୨୩, ମୟୂରଭଞ୍ଜରୁ ୨୨, ଯାଜପୁର ୧୯, କନ୍ଧମାଳରୁ ୧୫ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଗଜପତି ଓ ସମ୍ବଲପୁରରୁ ୧୪ ଜଣ ଲେଖାଏ, ଜଗତସିଂହପୁରରୁ ୧୨, ଢେଙ୍କାନାଳ ଓ ସୁନ୍ଦରଗଡରୁ ୧୦ ଜଣ ଲେଖାଏ, ନୟାଗଡରୁ ୭, ବାଲେଶ୍ୱର, କେନ୍ଦ୍ରାପଡା ଓ ମାଲକାନଗିରିରୁ ୬ ଜଣ ଲେଖାଏ, ଝାରସୁଗୁଡା ଓ କୋରାପୁଟରୁ ୫ ଜଣ ଲେଖାଏ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୧୬୭୯୨ରେ ପହଞ୍ଚିଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୪ା୩(ବ୍ୟୁରୋ)-ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ଶୁକ୍ରବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି...

୩୦ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଓ୍ବାଶିଂଟନ/ରୋମ୍‌/ଲଣ୍ଡନ,୨୮ା୪: ପ୍ରାଣଘାତୀ କରୋନାରେ ୨୧୦ ଦେଶରେ ମୋଟ ୨.୦୮ ଲକ୍ଷରୁ ଅଧିକ ଲୋକ ପ୍ରାଣ ହରାଇଲେଣି। ସଂକ୍ରମିତଙ୍କ ସଂଖ୍ୟା ୩୦ ଲକ୍ଷ ଟପିଥିବା ବେଳେ ଆମେରିକା,...

ଗୋଟିଏ ପରିବାରର ୪ଜଣଙ୍କୁ ହତ୍ୟା, ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

ବରଗଡ଼ ଅଫିସ,୨୩।୫: ବରଗଡ଼ ଜିଲା ଭଟଲି ଥାନା ଅଧୀନ ଝିକିଝିକି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଗୋଟିଏ ପରିବାରର ୪ଜଣଙ୍କୁ...

ବର୍ଷକରେ ୨୫ କୋଟିର ବ୍ରାଉନ୍‌ସୁଗାର ଜବତ

ଭୁବନେଶ୍ୱର,୧।୧(ବ୍ୟୁରୋ):କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ)କୁ ୨୦୨୦ରେ ଅନେକ ସଫଳତା ମିଳିଛି। ବାଘଛାଲଠାରୁ ଆରମ୍ଭ କରି ବଜ୍ରକାପ୍ତା ଚାଲାଣ ଓ ବନ୍ଧୁକ ବେପାରୀଙ୍କୁ ଧରିବାରେ ସଫଳ ହୋଇଛି...

କରୋନାର ମୃତ୍ୟୁ ତାଣ୍ଡବ: ଘଣ୍ଟାଏରେ ନେଉଛି ୨୪୭ ଜଣଙ୍କ ଜୀବନ

ଓ୍ବାଶିଂଟନ, ୫।୮: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। କରୋନାର ମୃତ୍ୟୁ ତାଣ୍ଡବ ଥମିବାର ନାଁ ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ...

ଲକ୍‌ ଡାଉନ ନିୟମକୁ ଉଲ୍ଲଂଘନ: ୧୯ ଜଣଙ୍କ ନାଁରେ ମାମଲା

ପୁରୀ ଅଫିସ,୨୬ା୩: କରୋନା ମୁକାବିଲା ନେଇ ସମଗ୍ର ଦେଶରେ ଲକ୍‌ ଡାଉନ ଘୋଷଣା ହୋଇଛି। ହେଲେ ଏହି ସମୟରେ କେତେକ ଲୋକଙ୍କର କୌଣସି କାମ ନ...

ସ୍ବଦେଶୀ ବାର୍ତ୍ତା ଦେଉଛି ଖଦି ମହୋତ୍ସବ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଖଦୀ ଏକ ବସ୍ତ୍ର ନୁହେଁ, ବିଚାର। ଖଦୀ କହିଲେ ଆମେ ସେହି ପୁରୁଣା କିଛି ବସ୍ତ୍ରକୁ ଭାବିନେଉ। କିନ୍ତୁ ଖଦିରେ ବି ସ୍ବଦେଶୀ ସହ ଫ୍ୟାଶନର...

୭୦ ପ୍ରତିଶତ ସିଲାବସରେ ପରୀକ୍ଷା ଦେବେ ଅସନ୍ତୁଷ୍ଟ

ଭୁବନେଶ୍ବର,୨।୭: ମାର୍କକୁ ନେଇ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ଏବଂ ଅଭିଭାବକଙ୍କୁ ଶାନ୍ତ କରିବା ପାଇଁ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଶୁକ୍ରବାର ପୁଣି ମାଟ୍ରିକ ପରୀକ୍ଷା...

Advertisement
Archives

Model This Week