ଭୁବନେଶ୍ୱରରୁ ଆଜି ୮୭ ପଜିଟିଭ୍‌ ଚିହ୍ନଟ : ଲୋକାଲ କେସ ୬୮

ଭୁବନେଶ୍ୱର,୩୦।୧୦(ଡି.ଏନ.ଏ.)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୬୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନା ଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୯୦୭୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୭୩୧୭ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୬୮ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୧୫୭୦ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲାକ୍‌ ଫଙ୍ଗସ୍‌: ହରିଆଣାରେ ୪୦ରୁ ଊର୍ଦ୍ଧ୍ୱ ରୋଗୀ ଚିହ୍ନଟ

ଚଣ୍ଡିଗଡ଼,୧୩।୫: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ତାଣ୍ଡବ ରଚୁଥିବା ବେଳେ ଏବେ ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ସମସ୍ତଙ୍କ ନିଦ ହଜାଇ ଦେଇଛି। ଦେଶର ଅନ୍ୟ ରାଜ୍ୟ...

୩୮ ଡିଗ୍ରୀ ଉପରେ ୫ ସହର

ଭୁବନେଶ୍ୱର, ୧୪।୩(ବ୍ୟୁରୋ):ରାଜ୍ୟରେ ଉପରମୁହଁା ରହିଛି ପାରଦ। ସୋମବାର ୫ଟି ସହରରେ ତାପମାତ୍ରା ୩୮ ଡିଗ୍ରୀ ଟପିଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ସମ୍ବଲପୁରରେ ସର୍ବାଧିକ...

ଓସିଏସ୍‌ ପରୀକ୍ଷାଫଳ ପ୍ରକାଶ: କୃତକାର୍ଯ୍ୟ ହେଲେ ୭୮୫ ପରୀକ୍ଷାର୍ଥୀ

କଟକ ଅଫିସ,୯ା୯- ଓଡ଼ିଶା ସିଭିଲ ସର୍ଭିସ(ଓସିଏସ୍‌)-୨୦୨୦ର ଲିଖିତ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ୭୮୫ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ବେଳେ ସେମାନଙ୍କ...

ସୁସ୍ଥ ହେଲେ ୬୧ ଆକ୍ରାନ୍ତ

ଭୁବନେଶ୍ୱର,୨୧।୩ : ରାଜ୍ୟରେ ରବିବାର ୫୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟ ଲାଭ କରିଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୧୨୪ରେ...

ବଦଳିବ ପୁରୀର ରୂପରେଖ: ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ କାନ୍ଥ କାହାଣୀ

ପୁରୀ ଅଫିସ,୨।୮:  ବିଶ୍ୱ ଐତିହ୍ୟ ସହର ହେବ ପୁରୀ। ବଦଳିବ ଏହାର ରୂପରେଖ। ଭିତ୍ତିଭୂମିର ବିକାଶ ସାଙ୍ଗକୁ ଯାତ୍ରୀ ଏବଂ ପର୍ଯ୍ୟଟକଙ୍କୁ ମିଳିବ ଅତ୍ୟାଧୁନିକ ସେବା...

ଦୁର୍ଦ୍ଦଶାରେ କଂସା ପିତ୍ତଳ କାରିଗର

ଖୋର୍ଦ୍ଧା ଅଫିସ,୨୧।୫: ଲକ୍‌ଡାଉନ ଓ ଶଟ୍‌ଡାଉନ ମଧ୍ୟରେ କଂସାପିତ୍ତଳ କାରିଗରଙ୍କ ଜୀବିକା ପ୍ରଭାବିତ ହୋଇଛି। ବିକ୍ରିବଟା ବନ୍ଦ ଥିବାବେଳେ କଞ୍ଚାମାଲ ଅଭାବରୁ କାମ ଧିମେଇଛି। ଫଳରେ...

ଭାରତରେ ଓମିକ୍ରନ୍‌ ଜାନୁୟାରୀରେ ଶୀର୍ଷ ଛୁଇଁବ, ବିଶେଷଜ୍ଞଙ୍କ ଆଶଙ୍କା…

ଓ୍ବାଶିଂଟନ, ୫।୧ : ଭାରତରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ସଂକ୍ରମଣ ଜାନୁୟାରୀରେ ଶୀର୍ଷ ଛୁଇଁବ। ଇନଷ୍ଟିଚ୍ୟୁଟ ଫର୍‌ ହେଲଥ ମେଟ୍ରିକ୍ସ ଆଣ୍ଡ ଇଭାଲୂ୍ୟଏଶନ...

ବଢୁଛି ବଜ୍ରପାତ ବିପତ୍ତ

ଢେଙ୍କାନାଳ ଅଫିସ, ୧୨।୬ ଶିଳ୍ପସମୃଦ୍ଧ ଢେଙ୍କାନାଳ ଜିଲାରେ ବଜ୍ରପାତ ବିପତ୍ତି ବଢ଼ିବାରେ ଲାଗିଛି। ଜିଲାରେ ଗତ ୩ ବର୍ଷ ମଧ୍ୟରେ ଚଡ଼କ ୪୮ ଜଣଙ୍କ ଜୀବନ...

Advertisement
Archives

Model This Week