ଭୁବନେଶ୍ୱରରେ ଆଉ ୮୯ ପଜିଟିଭ୍‌

ଭୁବନେଶ୍ୱର,୩।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ସୋମବାର ଆଉ ୮୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୮୯ ଚିହ୍ନଟଙ୍କ ମଧ୍ୟରେ ୬୫ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୨୪ ଲୋକାଲ କଣ୍ଟାକ୍ଟ କେସ। ଆଇଗିଣିଆ ଆଳୁ ଗଦିରୁ ଆଉ ୧୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ରିଜର୍ଭ ପୋଲିସ କଲୋନୀରୁ ୭, ଗୌତମନଗର ବସ୍ତିରୁ ୫, ରସୁଲଗଡ ଜିଜିପି କଲୋନୀରୁ ୩, ଶୈଳଶ୍ରୀବିହାରରୁ ୪ ଜଣ, ବରଗଡ ନୂଆସାହିରୁ ୪, ଜାଗମରାରୁ ୩, ବିଜେବି ନଗରରୁ ୨ ଜଣ ଚିହ୍ନଟ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିମଗ(ବିଏମ୍‌ସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri