ରାଜ୍ୟରେ ସୁସ୍ଥ ହେଲେ ୯୦୫ କରୋନା ଆକ୍ରାନ୍ତ: ସୁନ୍ଦରଗଡ ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୯୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୯୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କେନ୍ଦୁଝରରୁ ୬୦, କଟକରୁ ୫୯, ମୟୂରଭଞ୍ଜରୁ ୪୯, ଖୋର୍ଦ୍ଧାରୁ ୪୮, ଜଗତସିଂହପୁରରୁ ୪୩, ସମ୍ବଲପୁରରୁ ୪୩, କଳାହାଣ୍ଡିରୁ ୪୧, ନୂଆପଡାରୁ ୪୦, ଅନୁଗୋଳରୁ ୩୯, ଯାଜପୁରରୁ ୩୯, କେନ୍ଦ୍ରାପଡାରୁ ୩୯, ପୁରୀରୁ ୩୯, ବୌଦ୍ଧରୁ ୩୨, ବାଲେଶ୍ୱରରୁ ୨୭, ବରଗଡରୁ ୨୭, ବଲାଙ୍ଗୀରରୁ ୨୬, ନୟାଗଡରୁ ୨୨, ଝାଡସୁଗୁଡାରୁ ୨୦, ଗଞ୍ଜାମରୁ ୧୭, ନବରଙ୍ଗପୁରରୁ ୧୪, ମାଲକାନଗିରିରୁ ୧୨, ଢେଙ୍କାନାଳରୁ ୧୧, ଭଦ୍ରକରୁ ୧୦, କୋରାପୁଟରୁ ୧୦, କନ୍ଧମାଳରୁ ୯, ସୋନପୁରରୁ ୭ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଦେବଗଡରୁ ୪, ଗଜପତିରୁ ୪, ରାୟଗଡାରୁ ୨, ଷ୍ଟେଟପୁଲରୁ ୨୦ ଜଣ ସୁସ୍ଥ ହୋଇଛନ୍ତି।
ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଆରୋଗ୍ୟ ହେଲେ ଆଉ ୨୭୭୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୨୭୭୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୦୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ନୂଆପଡାରୁ ୧୮୯, କଟକରୁ ୧୮୩,...

ଗୋପାଳ ସାହିରେ ଉତ୍କଟ ଜଳ ସଙ୍କଟ: ବଇଣ୍ଡା-ଆଠମଲ୍ଲିକ ରାସ୍ତା ଅବରୋଧ

ବଇଣ୍ଡା,୧।୬(ଡି.ଏନ.ଏ.): କିଶୋରନଗର ବ୍ଲକ ଗାଁ ବଇଣ୍ଡା ପଞ୍ଚାୟତଠାରୁ ୧୦୦ ମିଟର ଦୂରରେ ଥିବା ଗୋପାଳ ସାହିରେ ଉତ୍କଟ ଜଳସଙ୍କଟ ଦେଖାଦେଇଛି। ଲୋକେ ପାନୀୟଜଳ ପାଇଁ ସମସ୍ୟା...

ମଧ୍ୟାହ୍ନଭୋଜନ ଡାଲମାରେ ବାହାରିଲା ବିଛା: ବିଇଓଙ୍କୁ ଭେଟିଲେ ଉତ୍ତ୍ୟକ୍ତ ଅଭିଭାବକ

ହିଞ୍ଜିଳିକାଟୁ,୭ା୧(ଡି.ଏନ୍‌.ଏ.)- ହିଞ୍ଜିଳିକାଟୁ ବ୍ଲକ ସାରୁ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୋମବାର ସ୍କୁଲ ଛାତ୍ରୀଛାତ୍ରଙ୍କୁ ଦିଆଯାଇଥିବା ଖାଦ୍ୟରେ ବିଛା ବାହାରଥିବା ଅଭିଯୋଗ ହୋଇଛି। ସ୍କୁଲର ଜଣେ...

ବମ୍ବେ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୮ା୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ହାଇଦ୍ରାବାଦରୁ ସ୍ବତନ୍ତ୍ର ଏୟାରକ୍ରାଫ୍ଟ ଯୋଗେ ବମ୍ବେ ଗସ୍ତ କରିଛନ୍ତି। ସେ ବୁଧବାର ଓଡିଶା ଫେରିବାର କାର୍ଯ୍ୟକ୍ରମ ରହିଛି। ମଙ୍ଗଳବାର...

କରୋନା ମୁକାବିଲା ନେଇ ଫୋନ୍‌ ମାଧ୍ୟମରେ ମୁଖ୍ୟମନ୍ତ୍ରୀ-ପ୍ରଧାନମନ୍ତ୍ରୀଙ୍କ ଆଲୋଚନା: ରଥଯାତ୍ରା ନେଇ ବି ହେଲା ଆଲୋଚନା

ଭୁବନେଶ୍ୱର, ୨୪।୪(ବ୍ୟୁରୋ): କରୋନା ସ୍ଥିତିକୁ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଆଲୋଚନା ହୋଇଛି। ଉଭୟ ଫୋନ୍‌ ମାଧ୍ୟମରେ...

୯ଯୋଡ଼ା ସ୍ବତନ୍ତ୍ର ଟ୍ରେନ୍‌ର ଅଣସଂରକ୍ଷିତ ଟିକେଟରେ ଯାତ୍ରାକୁ ଅନୁମତି

ଭୁବନେଶ୍ୱର,୩୧।୧୦: ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ୯ଯୋଡ଼ା ସ୍ବତନ୍ତ୍ର ଟ୍ରେନ୍‌ର ଅଣସଂରକ୍ଷିତ ବଗିରେ ଅଣସଂରକ୍ଷିତ ଟିକେଟ୍‌ ଦ୍ୱାରା ଯାତ୍ରୀ ଯାତ୍ରା କରିପାରିବେ ବୋଲି ରେଳପଥ ପକ୍ଷରୁ...

ପ୍ରତିଶ୍ରୁତି ପୂରଣ କଲାନି ଏସ୍‌ଆର୍‌ ଷ୍ଟିଲ୍‌ କମ୍ପାନୀ, ଅନଶନରେ ବସିଲେ ବଡକାଳୀମାଟି ଗ୍ରାମବାସୀ

ଚମ୍ପୁଆ ୧୮ା୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡର ଦୁବୁନାଠାରେ ଥିବା ଏସ୍‌ଆର୍‌ ଷ୍ଟିଲ୍‌ କମ୍ପାନୀ ଦେଇଥିବା ପ୍ରତିଶ୍ରୁତି ପୂରଣ ନ କରିବାରୁ ବଡକାଳୀମାଟି ଗ୍ରାମବାସୀ ଚମ୍ପୁଆ ଉପଜିଲାପାଳ...

ସରିଲା ନିର୍ବାଚନ ପ୍ରଚାର: ଶେଷଦିନରେ କମ୍ପିଲା ଗାଁଠୁ ସହର

ଢେଙ୍କାନାଳ ଅଫିସ, ୨୨।୪: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ରବିବାର ଶେଷ ହୋଇଛି ପ୍ରଚାର। ଅନ୍ତିମ ଦିବସରେ ପ୍ରମୁଖ ରାଜନୈତିକ ଦଳ ମଇଦାନରେ ଶକ୍ତି ପ୍ରଦର୍ଶନ କରିଛନ୍ତି।...

Advertisement
Archives

Model This Week