ରାଜ୍ୟରେ ସୁସ୍ଥ ହେଲେ ୯୦୮ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୭ ା୧୧(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୯୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୬୫, କଟକରୁ ୬୩, ମୟୂରଭଞ୍ଜରୁ ୫୬, ସୁନ୍ଦରଗଡରୁ ୫୪, ଝାରସୁଗୁଡାରୁ ୫୧, କେନ୍ଦୁଝରରୁ ୫୧, ବାଲେଶ୍ୱରରୁ ୪୯, ଯାଜପୁରରୁ ୪୨, ବଲାଙ୍ଗୀରରୁ ୪୦, କେନ୍ଦ୍ରାପଡାରୁ ୩୯, ଜଗତସିଂହପୁରରୁ ୩୬, କଳାହାଣ୍ଡିରୁ ୩୬, ନୂଆପଡାରୁ ୩୨, ପୁରୀରୁ ୩୧, ବରଗଡରୁ ୨୬, ସମ୍ବଲପୁରରୁ ୨୪, ଭଦ୍ରକରୁ ୧୭, କନ୍ଧମାଳରୁ ୧୨, କୋରାପୁଟରୁ ୧୨, ନବରଙ୍ଗପୁରରୁ ୧୨, ଢେଙ୍କାନାଳରୁ ୧୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଗଞ୍ଜାମରୁ ୧୦, ମାଲକାନଗିରିରୁ ୧୦, ସୋନପୁରରୁ ୭, ବୌଦ୍ଧରୁ ୬, ଗଜପତିରୁ ୪, ନୟାଗଡରୁ ୩, ଦେବଗଡରୁ ୨, ରାୟଗଡାରୁ ୨ ଏବଂ ଷ୍ଟେଟପୁଲରୁ ୨୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଦ୍ବନ୍ଦ୍ବରେ ଜିତିଲେ ଦେବାଶିଷ ସାମନ୍ତରାୟ, ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଦରକାର ପଡ଼ିଲାନି ଭୋଟିଂ

ଭୁବନେଶ୍ବର,୧୧।୬: ରାଜ୍ୟ ସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ଦେବାଶିଷ ସାମନ୍ତରାୟ । ରାଜ୍ୟ ସଭା ଉପନିର୍ବାଚନରେ ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଉପନିର୍ବାଚନ ଭୋଟିଂ ଦରକାର ପଡ଼ିଲାନି ।…

ଗର୍ଜିଲା ଭାରତ! ହର୍ମୁଜରେ ଭାରତୀୟ ଜାହାଜ ଉପରେ ଆକ୍ରମଣ ପରେ ଆମେରିକାକୁ ଏମିତି କହିଲା…

ନୂଆଦିଲ୍ଲୀ,୧୧।୬: ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ, ଗତ କିଛି ଦିନ ଧରି ଓମାନ ଉପକୂଳରେ ଭାରତୀୟ ନାବିକମାନଙ୍କୁ ନେଇଯାଉଥିବା ଜାହାଜଗୁଡ଼ିକୁ ଟାର୍ଗେଟ କରାଯାଇଛି। ଭାରତର ବୈଦେଶିକ ମନ୍ତ୍ରଣାଳୟ (MEA)…

ଦଳୀୟ କନ୍ଦଳ ମଝିରେ ମମତାଙ୍କୁ ଶତ୍ରୁଘ୍ନ ସିହ୍ନାଙ୍କ ସମର୍ଥନ! ବଡ଼ ପ୍ରତିଜ୍ଞା କରି କହିଲେ…

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ଶତ୍ରୁଘ୍ନ ସିହ୍ନା ଦଳଠୁ ଅଲଗା ହେବା ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି । ଗୁରୁବାର ସେ କହିଛନ୍ତି ଯେ ମମତା…

ନାବାଳିକା ଗର୍ଭଧାରଣ ଘଟଣାରେ ପୋଲିସର ବଡ଼ ଆକ୍ସନ! ଯୁବକ ଗିରଫ

ବଞ୍ଚୋ,୧୧।୬(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲାର ସୋସୋ ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକା ଗର୍ଭବତୀ ହେବା ଘଟଣାରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି…

କଂଗ୍ରେସରେ ବିଲୟ ହେବାକୁ ଯାଉଛି କି ଟିଏମସି? ଘଣ୍ଟା ଘଣ୍ଟା ବୈଠକ ପରେ କ’ଣ ନିଆଗଲା ନିଷ୍ପତ୍ତି ଜାଣନ୍ତୁ

କୋଲକାତା,୧୧।୬: ଦିଲ୍ଲୀରେ କଂଗ୍ରେସ ଦଳର ଏକ ପ୍ରମୁଖ ବୈଠକ ଶେଷ ହୋଇଛି; ରାହୁଲ ଗାନ୍ଧୀଙ୍କ ସମେତ ଅନେକ ବରିଷ୍ଠ ନେତା ଏଥିରେ ଉପସ୍ଥିତ ଥିଲେ। ବୈଠକ ସମୟରେ…

କୁଆଡେ ଗଲା ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟାର ରହସ୍ୟମୟ ରିପୋର୍ଟ? ବଡ଼ ବୟାନ ଦେଲେ ତଦନ୍ତ କମିଶନ ଅଧ୍ୟକ୍ଷ

କଟକ,୧୧।୬(ପ୍ରଭୁକଲ୍ୟାଣ ପାଲ): ବହୁ ଚର୍ଚ୍ଚିତ କନ୍ଧମାଳ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟା ଘଟଣାର ତଦନ୍ତ କମିଶନ ରିପୋର୍ଟ ଗାଏବ ହେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ତଦନ୍ତ…

ବଙ୍ଗ ରାଜନୀତିରେ ହଇଚଇ! ମମତାଙ୍କୁ ବଡ଼ ଝଟ୍‌କା, ପୁତୁରା ଅଭିଷେକଙ୍କ ପାଇଁ ଦଳ ଛାଡ଼ିବେ କି କଲ୍ୟାଣ?

କୋଲକାତା,୧୧।୬: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମସି)କୁ ଝଟକା ପରେ ଝଟକା ଲାଗୁଛି । ମମତାଙ୍କ ନିକଟତମ ବିଶ୍ୱାସୀମାନଙ୍କ ମଧ୍ୟରୁ ଜଣେ କୁହାଯାଉଥିବା କଲ୍ୟାଣ ବାନାର୍ଜୀ ଏବେ…

ପୋଲିସ ଅଧିକାରୀ ହେବେ ସାଇ ପଲ୍ଲବୀ: ବଢୁଛି କ୍ରେଜ୍‌

ଅଭିନେତ୍ରୀ ସାଇ ପଲ୍ଲବୀ ଆଗାମୀ ଫିଲ୍ମ ‘ରାମାୟଣ’ ପାଇଁ ବେଶ୍‌ ପରିଶ୍ରମ କରୁଛନ୍ତି। ନିଜର ସର୍ବାଧିକ ସମୟ ଏହି ଫିଲ୍ମ ପାଇଁ ଉତ୍ସର୍ଗ କରିଛନ୍ତି। ଫିଲ୍ମର ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri