କଟକ ସହରରୁ ୯୨ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୧୦।୧୦-କଟକ ସହରରୁ ଶନିବାର ମୋଟ ୯୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୫୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୦ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ମହାନଦୀ ବିହାରରୁ ୫, କ୍ୟାଣ୍ଟନମେଣ୍ଟ ରୋଡରୁ ୩, ଚାଉଳିଆଗଞ୍ଜରୁ ୩, ସିଡିଓ ସେକ୍ଟର ୮ରୁ ୨, ତୁଳସୀପୁରରୁ ୨, ନୟାବଜାରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ୪୦ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଜଗତପୁରରୁ ୫, ଗୋପାଳପୁରରୁ ୩, ସିଡିଏ ସେକ୍ଟର-୬ରୁ ୩, ବିଡାନାସୀରୁ ୨, ପାତ୍ରସାହିରୁ ୨, ଗୋପାଳ ସାହିରୁ ୨, ଯୋବ୍ରାରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’

ଗୁଆହାଟି,୨୬।୭: NEET ପେପର୍‌ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ…

ୟୁକ୍ରେନରେ ପୁଣି ଭାରତୀୟ ଜାହାଜ ଉପରେ ଆକ୍ରମଣ; ୨ କ୍ରୁ ସଦସ୍ୟ ନିଖୋଜ

କ୍ୱିଭ,୨୬।୭: ୟୁକ୍ରେନର ଓଡେସା ବନ୍ଦରରେ ରବିବାର (ଜୁଲାଇ ୨୬) ଦିନ ଚାରି ଜଣ ଭାରତୀୟ ନାଗରିକଙ୍କୁ ନେଇ ଯାଉଥିବା ଏକ ବାଣିଜ୍ୟ ଜାହାଜ ଉପରେ ଆକ୍ରମଣ ହୋଇଥିଲା।…

ହରିହର ଯୋର ଡ୍ୟାମରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ୪ଟି ଗେଟ୍‌ ଦେଇ ପାଣି ଛଡ଼ାଗଲା

ଅମରପାଲି, ୨୬/୭ (ପୀତାମ୍ବର ସାହୁ): ଗତକାଲି ରାତିସାରା ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତରେ ଅବସ୍ଥିତ ହରିହର ଯୋର ମଧ୍ୟମ…

୨୦୨୮ କର୍ନାଟକ ବିଧାନସଭା ନିର୍ବାଚନ, ବହୁ ପୂର୍ବରୁ ବଡ଼ ଘୋଷଣା କଲେ ସିଦ୍ଧରାମୈୟା

ବେଙ୍ଗାଲୁରୁ,୨୬।୭: କର୍ନାଟକ ରାଜନୀତିକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ କଂଗ୍ରେସ ଦଳର ଜଣେ ଦୃଢ଼ ନେତା ସିଦ୍ଧରାମୈୟା ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri