CORONAVIRUS UPDATE: ଆଜି ରେକର୍ଡ ସଂଖ୍ୟକ ୭୫୫ କରୋନା ପଜିଟିଭ୍‌ ଚିହ୍ନଟ: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୯୫୬ରେ ପହଞ୍ଚିଲା

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଶୁକ୍ରବାର ରେକର୍ଡ ସଂଖ୍ୟକ ୭୫୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୯୫୬ରେ ପହଞ୍ଚତ୍ଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ସୂଚନାରୁ ଜଣାପଡ଼ିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୦୮ କ୍ୱାରାଣ୍ଟାଇନ୍‌ରୁ ଏବଂ ୨୪୭ ଜଣ ସ୍ଥାନୀୟ ସଂକ୍ରମଣ।
ଏମାନଙ୍କ ମଧ୍ୟରୁ ଅନୁଗୋଳରୁ ୩, ବାଲେଶ୍ୱର ୯, ବରଗଡ଼ ୧, ଭଦ୍ରକ ୨, ବଲାଙ୍ଗୀର ୧୨, କଟକ ୫୫, ଦେଓଗଡ଼ ୪, ଢେଙ୍କାନାଳ ୪, ଗଜପତି ୩୦, ଗଞ୍ଜାମ ୩୨୦, ଜଗତସିଂହପୁର ୫, ଯାଜପୁର ୮୬, କନ୍ଧମାଳ ୨, କେନ୍ଦ୍ରାପଡ଼ା ୫, କେନ୍ଦୁଝର ୩୨, ଖୋର୍ଦ୍ଧା ୫୯, କୋରାପୁଟ ୫, ମାଲକାନଗିରି ୧୮, ମୟୂରଭଞ୍ଜ ୧୨, ନୟାଗଡ଼ ୧୬, ପୁରୀ ୧୧, ସମ୍ବଲପୁର୨ ଏବଂ ସୁନ୍ଦରଗଡ଼ରୁ ୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୧, ୯୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭,୪୦୭ ସୁସ୍ଥ ହୋଇଛନ୍ତି। ୪,୪୭୬ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଉଠିଲା ପ୍ରଶ୍ନ? ଲକ୍ଷ୍ମଣଙ୍କ ବିଦାୟ, ଗମ୍ଭୀରଙ୍କ ଆଗମନରେ ବଦଳିଯିବ କି ପରିସ୍ଥିତି? ଜାଣନ୍ତୁ…

ନୂଆଦିଲ୍ଲୀ,୫।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚରେ କ’ଣ ବୈଭବ ସୂର୍ଯ୍ୟବଂଶୀ ଖେଳିବେ? ଏହି ପ୍ରଶ୍ନ ନିଶ୍ଚିତ ଭାବରେ ତାଙ୍କର ସମସ୍ତ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଓଡ଼ିଶାରେ ତିନି ବର୍ଷ ଯାଏ ଖୋଲିବନି ନୂଆ ମଦ ଦୋକାନ

ଭୁବନେଶ୍ବର,୫।୧୦: ଭୁବନେଶ୍ୱରରେ ‘ଜୀବନ ଜିନ୍ଦାବାଦ-୨.୦’ର ଶୁଭାରମ୍ଭ ହୋଇଛି । ଏହି ଅବସରରେ ରାଜ୍ୟରୁ ନିଶା ମୂଳପୋଛ ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଆଗାମୀ ୩…

ଶୋଇଥିଲେ ବର୍ଷକର ଶିଶୁ; ଘରେ ପଶି ମୁହଁକୁ ଝୁଣିଦେଲା କୁକୁର, ତାପରେ….

ନବରଙ୍ଗପୁର,୫।୧୦(ସଦାଶିବ ପ୍ରହରାଜ): ଘରେ ଶୋଇଥିବା ବେଳେ ବର୍ଷକର ଶିଶୁପୁତ୍ରକୁ ଝୁଣିଦେଲା ବୁଲାକୁକୁର । ମୃତ୍ୟୁ ସହ ସଂଗ୍ରାମ କରୁଛି ଶିଶୁଟି। ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ କୋଡ଼ିଙ୍ଗା…

ଏଇ ଭାରତରେ

ରାଜସ୍ଥାନର ଜୟପୁର ସହରର ବସ୍ତିଗୁଡ଼ିକରେଅନେକ ପିଲା ଅଧାରୁ ପାଠ ଛାଡ଼ି ଶିଶୁ ଶ୍ରମିକ ଭାବେ କାମ କରୁଛନ୍ତି। ଏହିସବୁ ପିଲାଙ୍କ ପାଇଁ ଶିକ୍ଷାର ଆବଶ୍ୟକତାକୁ ଉପଲବ୍ଧି କରି…

ଅଦୃଶ୍ୟ ପ୍ରାଚୀର

ତଳ ମହଲାରେ ଜଣେ। ଉପର ମହଲାରେ ଆଉ ଜଣେ ଭାଇ। ମାଆ ମରିଯିବା ପରେ ଗୋଟେ ଘର ଦି’ ଭାଗ ହୋଇଗଲା। ସାମାନ୍ୟ ସମ୍ପତ୍ତି ଭାଗବଣ୍ଟା ଲାଗି…

ସେମିକଣ୍ଡକ୍ଟର ପ୍ରକଳ୍ପ ଓ ମରୁଭୂମିର ଚିତ୍ର

ପ୍ରତିବର୍ଷ ଜାତିସଂଘ ତରଫରୁ ଆଦିବାସୀ ଅଧିକାର ଦିବସ ଅଗଷ୍ଟ ୯ରେ ପାଳିତ ହୋଇଥାଏ। ୧୯୪୨ ମସିହାର ଏହି ଦିନରେ ମହାତ୍ମା ଗାନ୍ଧୀ କର ବା ମର ଡାକରା…

ପ୍ରତିଦ୍ୱନ୍ଦ୍ୱିତା ବଢୁ

ଭାରତବର୍ଷରେ ସରକାରୀ ସଂସ୍ଥାଗୁଡ଼ିକର ଲକ୍ଷ୍ୟ ଲୋକକଲ୍ୟାଣ ପାଇଁ ରହିବା କଥା। କିନ୍ତୁ ସରକାରୀ ନୀତି ଉତ୍ତମ ନ ରହିବାରୁ ବହୁ ସଂସ୍ଥା କ୍ଷତିରେ ଚାଲିଥାଏ। ୧୯୯୧ରେ ଉଦାରୀକରଣ,…

Asian Games 2026: ଖେଳାଳିଙ୍କ ପ୍ରଦର୍ଶନକୁ ନେଇ ପ୍ରଧାନମନ୍ତ୍ରୀ ମୋଦି କହିଲେ, ‘ଆପଣମାନେ ଦେଶକୁ…’

ନୂଆଦିଲ୍ଲୀ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଏସୀୟ କ୍ରୀଡ଼ା ୨୦୨୬’ (Asian Games 2026) ରେ ଭାରତୀୟ ଦଳର ପ୍ରଦର୍ଶନ ପାଇଁ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଦୃଢ଼ ସଂକଳ୍ପ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?