ଆଜି ରାଜ୍ୟରେ ପୁଣି ୧୫୪୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୧୫୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୮୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୫୪ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୮୫ ହଜାର ୪୮୨ରେ ପହଞ୍ଚିଛି। ବୁଧବାର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୦୮ ଜଣ ଥିବା ଜଣାପଡିଛି। ସେହିପରି କଟକ ୯୯, ମୟୁରଭଞ୍ଜ ୯୧, ବରଗଡ ୪୧, ଭଦ୍ରକ ୯, ବାଲେଶ୍ୱର ୯୨, ବଲାଙ୍ଗୀର-୬୭,ବୌଦ୍ଧ-୩, ଯାଜପୁର ୨୨, ରାୟଗଡାରୁ ୧୦, ନବରଙ୍ଗପୁର ୪୩, କେନ୍ଦ୍ରାପଡା ୬୨, କୋରାପୁଟ ୨୬, ଜଗତସିଂହପୁର ୭୮, ଢେଙ୍କାନାଳରୁ ୨୪, ଝାରସୁଗୁଡା ୪୨, ଅନୁଗୋଳ ୧୦୦, ନୂଆପଡା ୫୧, ସମ୍ବଲପୁର ୩୨, ସୁନ୍ଦରଗଡ ୧୧୧, ସୋନପୁର ୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…

ଭୁବନେଶ୍ୱର,୧୦ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁଏଇର ପର୍ଯ୍ୟଟନ ମନ୍ତ୍ରୀ ତଥା ଅନ୍ତର୍ଜାତୀୟ ବିନିଯୋଗ ପରିଷଦର ଅଧ୍ୟକ୍ଷ ଅବ୍‌ଦୁଲ୍ଲା ବିନ ତୌକ ଅଲ ମାରିଙ୍କ ସହ ବୈଠକ…

ପାକିସ୍ତାନକୁ ଧୂଳି ଚଟେଇଲା ଭାରତ: ଏସିଆ କପ୍‌ରେ ଏକପାଖିଆ ବିଜୟ

ନୂଆଦିଲ୍ଲୀ,୧୦।୯: କ୍ରିକେଟ୍‌ରେ ସଫଳତା ପରେ ଭାରତର ଝିଅମାନେ ଏବେ ହକିରେ ମଧ୍ୟ ପାକିସ୍ତାନକୁ ସମ୍ପୂର୍ଣ୍ଣ ଭାବେ ପରାସ୍ତ କରିଛନ୍ତି। ମଙ୍ଗୋଲିଆରେ ଚାଲିଥିବା ମହିଳା ଜୁନିୟର ଏସିଆ କପ୍‌ରେ…

WHOରୁ ଇସ୍ତଫା ଦେଲେ ଶେଖ୍‌ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…

ଢାକା,୧୦ା୯: ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ଝିଅ ସାଇମା ଓ୍ବାଜେଦ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (WHO)ର ଦକ୍ଷିଣ-ପୂର୍ବ ଏସିଆ କ୍ଷେତ୍ରୀୟ ନିର୍ଦ୍ଦେଶକ ପଦରୁ ଇସ୍ତଫା ଦେଇଛନ୍ତି।…

ଓଡ଼ିଶା, ଆଇଏଚ୍‌ସି, ଆଦାନୀ ମଧ୍ୟରେ ୧୪ ନୂଆ ପ୍ରକଳ୍ପ ପାଇଁ ଏମ୍‌ଓୟୁ

ଭୁବନେଶ୍ୱର, ୧୦।୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ଦ୍ୱିତୀୟ ଦିନରେ ଓଡ଼ିଶା ବୈଦେଶିକ ନିବେଶ କ୍ଷେତ୍ରରେ ଏକ ବିରାଟ ସଫଳତା ହାସଲ କରିଛି।…

ସଂଗଠନରେ ବଡ଼ ଅଦଳବଦଳ: ୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା: ଓଡ଼ିଶାର ଏହି ନେତାଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୦।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନକୁ ଆହୁରି ସୁଦୃଢ଼ କରିବା ପାଇଁ ୭ଟି ମୋର୍ଚ୍ଚାର ପ୍ରଭାରୀଙ୍କ ନାମ ଘୋଷଣା କରିଛି। ଏଥିରେ ଓଡ଼ିଶାର ବରିଷ୍ଠ ନେତା…

ତ୍ରୁଟିପୂର୍ଣ୍ଣ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱ

ଖୋର୍ଦ୍ଧା,୧୦ା୯(ପ୍ରଭାତ ପାଣିଗ୍ରାହୀ): ଏମ୍‌ଏସ୍‌ଏମ୍‌ଇ ବିଭାଗର କମିଶନର-କମ୍‌-ସଚିବ ତଥା ଇଲେକ୍ଟୋରାଲ ରୋଲ ପର୍ଯ୍ୟବେକ୍ଷକ ରଶ୍ମିତା ପଣ୍ଡା, ଖୋର୍ଦ୍ଧା ଜିଲାକୁ ଦ୍ୱିତୀୟ ଥର ଗସ୍ତରେ ଆସି ଏସ୍‌ଆଇଆର ସମ୍ପର୍କିତ କାର୍ଯ୍ୟର…

ସରକାରଙ୍କ ବଡ ଘୋଷଣା: ପ୍ରତ୍ୟେକ ମହିଳାଙ୍କୁ ମିଳିବ ୧ ଲକ୍ଷ ଟଙ୍କା

ଲକ୍ଷ୍ନୌ,୧୦।୯: ଉତ୍ତର ପ୍ରଦେଶରେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବହୁତ କମ ସମୟ ବାକି ଅଛି। ଫଳସ୍ବରୂପ ଭାଜପା ସମେତ ବିଭିନ୍ନ ରାଜନୈତିକ ଦଳ ନିଜର ପ୍ରସ୍ତୁତିକୁ…

ବାଇକ୍‌ରେ ମଦ ଲଦି ଏ ଦୋକାନରୁ ସେ ଦୋକାନକୁ ଚାଲାଣ

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଛି । ଯୁବକମାନେ ବାଇକ୍‌ରେ ଲଦି ମଦକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri