ଆଜି ରାଜ୍ୟରେ ପୁଣି ୨୪୭୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୨୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୪୬୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୦୦୮ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୬୨ ହଜାର ୦୧୧ରେ ପହଞ୍ଚିଛି। ଗୁରୁବାର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୬୮ଜଣ ଥିବା ଜଣାପଡିଛି। ସେହିପରି କଟକ ୧୮୬, ମୟୁରଭଞ୍ଜ ୧୩୪, ବରଗଡ ୬୯, ଭଦ୍ରକ ୬୭, ବାଲେଶ୍ୱର ୧୦୬, ବଲାଙ୍ଗୀର-୯୧,ବୌଦ୍ଧ-୭୦, ଯାଜପୁର ୭୨, ରାୟଗଡାରୁ ୩୧, ନବରଙ୍ଗପୁର ୫୮, କେନ୍ଦ୍ରାପଡା ୮୭, କୋରାପୁଟ ୩୨, ଜଗତସିଂହପୁର ୬୪, ଢେଙ୍କାନାଳରୁ ୫୦, ଝାରସୁଗୁଡା ୫୪, ଅନୁଗୋଳ ୧୭୦, ନୂଆପଡା ୮୫, ସମ୍ବଲପୁର ୫୪, ସୁନ୍ଦରଗଡ ୧୬୧, ସୋନପୁର ୫୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri