ଭୁବନେଶ୍ୱରରୁ ଆଜି ପୁଣି ୭୦ କରୋନା ପଜିିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୭୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୦ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୫୦ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୯୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୯୭୭୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୨୮୭୬୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୮୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଛାଡ଼ିଲେ ପର୍ଯ୍ୟଟକ

ପୁରୀ ଅଫିସ,୧୯।୩: ପୁରୀ ସହରରେ କଡ଼ାକଡ଼ି ହୋଇଛି କରୋନା କଟକଣା। ଶ୍ରୀମନ୍ଦିର ହେଉ କି ହୋଟେଲ, ବେଳାଭୂମି ସବୁଠି ଦେଖିବାକୁ ମିଳୁଛି କରୋନା ପ୍ରଭାବ। ସହରରେ...

ନିଜ ରାଜ୍ୟକୁ ଯିବେ ୟୁପିର ୧୫ଶହ ପ୍ରବାସୀ: ୨୦ରେ ସମ୍ବଲପୁରରୁ ବାହାରିବ ସ୍ବତନ୍ତ୍ର ଟ୍ରେନ୍‌

ସମ୍ବଲପୁର, ୧୮।୫ (ବ୍ୟୁରୋ): ସମ୍ବଲପୁର ଷ୍ଟେଶନରୁ ଆସନ୍ତା ୨୦ ତାରିଖ ଏକ ସ୍ବତନ୍ତ୍ର ଟ୍ରେନ୍‌ ଉତ୍ତରପ୍ରଦେଶ ଯିବାକୁ ସ୍ଥିର କରାଯାଇଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜିଲା...

ଥରିଲା ବାଲେଶ୍ୱର

ବାଲେଶ୍ୱର ଅଫିସ, ୨୫।୧୨: ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାରେ ଶୁକ୍ରବାର ଅପରାହ୍ନରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରର...

ଚଳିତବର୍ଷ ପ୍ରଦର୍ଶନୀ ପଡିଆରେ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ

ଭୁବନେଶ୍ୱର,୨୯।୭(ବ୍ୟୁରୋ)-ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏପରିସ୍ଥଳେ ରାଜ୍ୟ ସରକାର ଚଳିତବର୍ଷ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସକୁ ମହାତ୍ମା ଗାନ୍ଧି ମାର୍ଗ ପରିବର୍ତ୍ତେ...

ଅମାନିଆ ହେଉଛନ୍ତି ଫୁଡ୍‌ ଡେଲିଭରି ବୟ

ବ୍ରହ୍ମପୁର ଅଫିସ୍‌,୨୫ା୪: କରୋନା ମହାମାରୀର ଦ୍ୱିତୀୟ ଲହରକୁ ରୋକିବାକୁ ନେଇ ସହରାଞ୍ଚଳରେ ହୋଇଥିବା ସପ୍ତାହାନ୍ତ ଶଟ୍‌ଡାଉନ ରବିବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ଦ୍ୱିତୀୟ ଦିନରେ ମହାନଗରରେ...

କନ୍ଦାଉଛି କରୋନା

ନୂଆଦିଲ୍ଲୀ,୧୧ା୪: ଦିନକୁ ଦିନ ଭାରତରେ କରୋନା ଭୂତାଣୁ ଭୟଙ୍କର ରୂପ ଧାରଣ କରିବାରେ ଲାଗିଛି। ଶୁକ୍ରବାର ମୃତ୍ୟୁସଂଖ୍ୟା ୨୪୬କୁ ବୃଦ୍ଧି ପାଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା...

ଝାରସୁଗୁଡ଼ା ପୌରାଞ୍ଚଳରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ଼ ବଣ୍ଟନ କଲେ ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୧୯।୧୧: ପୌରାଞ୍ଚଳ ସରବାହାଲଠାରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ଼ ବଣ୍ଟନ କରିଛନ୍ତି। ପୌରାଞ୍ଚଳର କେହି ଜଣେ ମଧ୍ୟ ବିଜୁ...

ମହାରାଷ୍ଟ୍ରରେ ସଙ୍କଟ, ମେଘାଳୟରେ ଆରମ୍ଭ

ନୂଆଦିଲ୍ଲୀ,୧୫।୪: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୧ ହଜାର ଟପିଲାଣି। ଦେଶରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି...

Advertisement
Archives

Model This Week