ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ଅଫିସ,୮।୬: ଜ୍ୟେଷ୍ଠ ଶୁକ୍ଳ ଅଷ୍ଟମୀ ତିଥିରେ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏ ନେଇ ଅପରାହ୍ନରେ ୪ ଘଣ୍ଟା ପାଇଁ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ।
ତେବେ ଏହି ସ୍ବତନ୍ତ୍ର ନୀତି ପାଇଁ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦିତୀୟ ଭୋଗମଣ୍ଡପ ନୀତି ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଏହି ଗୁପ୍ତ ସେବା କରିବେ। ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଁଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର ହୋଇ ବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ। ବନକଲାଗି ସରିବା ପରେ ପୁନର୍ବାର ଦର୍ଶନ ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଛୁରାମାଡ଼ ଘଟଣା: ଗିରଫ ହେଲେ ଅଭିଯୁକ୍ତ

ନିରାକାରପୁର,୧୫ା୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ରାମେଶ୍ୱର ଛକଠାରେ ଗତ ୨ ତାରିଖରେ ରାମେଶ୍ୱର ଗ୍ରାମର ମହେଶ୍ୱର ସାହୁ ନାମକ ଯୁବକଙ୍କୁ ଖଜୁରୀପଡ଼ା ଗ୍ରାମର...

୫୦ ବର୍ଷ ପରେ ସ୍ବପ୍ନ ହେବ ସାକାର

ଭବାନୀପାଟଣା,୧୬।୨(ସ୍ବ.ପ୍ର.): ଦୀର୍ଘ ୫୦ ବର୍ଷ ପରେ ସ୍ବପ୍ନ ହେବ ପୂରଣ। ଶେଷରେ କନାଗାଁ ତେଲ ନଦୀ ଉପରେ ନିର୍ମାଣ ହେବାକୁ ଯାଉଛି ଏକ ପୋଲ। ଅଞ୍ଚଳବାସୀ...

ଆଦିବାସୀ ଚିତ୍ରକଳାର ସ୍ବାତନ୍ତ୍ର୍ୟ ରହିଛି

ସୋନପୁର,୧୯।୨(ନି.ପ୍ର.) – ସୁବର୍ଣ୍ଣପୁରରେ ପ୍ରଥମ ଥର ପାଇଁ ଆୟୋଜିତ ହୋଇଥିବା ଆଦିବାସୀ ଚିତ୍ରଶିଳ୍ପୀ ଶିବିର ଓ କଳାକୃତି ଚର୍ଚ୍ଚା କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ଓଡିଶା ଲଳିତ...

ଲକ୍‌ଡାଉନ: ସହରର ବିଭିନ୍ନ ସାହି ମୁଖ୍ୟରାସ୍ତାକୁ ସିଲ୍‌ କଲା ପ୍ରଶାସନ

ବ୍ରହ୍ମପୁର ଅଫିସ, ୨୮।୩: କରୋନା(କୋଭିଡ-୧୯) ସଂକ୍ରମଣକୁ ରୋକିବା ପାଇଁ ଜାରି ହୋଇଥିବା ଲକ୍‌ ଡାଉନକୁ ସଫଳ କରିବାକୁ ଶନିବାରଠାରୁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ କଠୋର...

ଆବର୍ଜନା ପରିଚାଳନା କେନ୍ଦ୍ରରେ ନିଆଁ

କେନ୍ଦୁଝର,୧୨ା୩(ସ୍ବ.ପ୍ର.): କେନ୍ଦୁଝର ପୁରୁଣା ସହର ବସ୍‌ଷ୍ଟାଣ୍ଡ ନିକଟ ନିଜିଗଡ଼ରେ ଥିବା ମଇଳା ଆବର୍ଜନା ପରିଚାଳନା କେନ୍ଦ୍ର (ଏମ୍‌ସିସି-୨)ରେ ଶନିବାର ସକାଳୁ ହଠାତ୍‌ ନିଆଁ ଲାଗିଯିବାରୁ ଚାରିଆଡ଼େ...

ଲକ୍‌ଡାଉନ୍‌ ଫାଇଦା ଉଠାଉଛନ୍ତି ବେପାରୀ: ନିତ୍ୟ ଆବଶ୍ୟକ ଜିନିଷ ଚଢ଼ା ଦରରେ ବିକ୍ରି

ଗଞ୍ଜାମ,୭।୫(ଡି.ଏନ୍‌.ଏ.): କରୋନା ଦ୍ୱିତୀୟ ଲହର ମୁକାବିଲା ନିମନ୍ତେ ମେ ୫ ରୁ ୧୯ ପର୍ଯ୍ୟନ୍ତ ରାଜ୍ୟରେ ଲକଡାଉନ୍‌ ଘୋଷଣା କରିଛନ୍ତି ସରକାରl ଏହି ଲକ୍‌ଡାଉନ୍‌ ର...

କନ୍ଧମାଳରେ ଲାଗୁ ହେଲା ୧୪୪ ଧାରା

ଫୁଲବାଣୀ ଅଫିସ, ୧୮ା୩ – ପ୍ରାଣଘାତୀ କରୋନା ଭୂତାଣୁ ଚାରିଆଡ଼େ ଆତଙ୍କ ଖେଳାଇଛି। ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଥିବା ବେଳେ...

ଦୁର୍ନୀତି ଆଁରେ ଧାନ, ଚାଉଳ ସଂଗ୍ରହ ପ୍ରକ୍ରିୟା

ଯାଜପୁର ଅଫିସ,୨୫ା୪: ଯାଜପୁର ଜିଲା ଯୋଗାଣ ବିଭାଗ ଉଭୟ ଖେଳାଳି ଓ ରେଫରୀ ସାଜି ଧାନ ସଂଗ୍ରହରେ ଦୁର୍ନୀତିକୁ ପ୍ରଶ୍ରୟ ଦେଉଛନ୍ତି। ନବନିର୍ମାଣ କୃଷକ ସଂଗଠନ...

Advertisement
Archives

Model This Week