ପୁରୀ,୧୬ା୨: ଆଜି ପବିତ୍ର ମାଘ ସପ୍ତମୀ। ଏହି ଅବସରରେ କୋଣାର୍କ ଚନ୍ଦ୍ରଭାଗାରେ ଲକ୍ଷାଧିକ ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି। ଏନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ସୁରକ୍ଷା ପାଇଁ ବ୍ୟାପକ ପୋଲିସ ଫୋର୍ସ ମଧ୍ୟ ମୁତୟନ କରାଯାଇଛି।
ପୁରୀ,୧୬ା୨: ଆଜି ପବିତ୍ର ମାଘ ସପ୍ତମୀ। ଏହି ଅବସରରେ କୋଣାର୍କ ଚନ୍ଦ୍ରଭାଗାରେ ଲକ୍ଷାଧିକ ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି। ଏନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ସୁରକ୍ଷା ପାଇଁ ବ୍ୟାପକ ପୋଲିସ ଫୋର୍ସ ମଧ୍ୟ ମୁତୟନ କରାଯାଇଛି।
ଭଦୋଦରା,୨୯ା୧- ଚଳିତ ଓମେନ୍ସ ପ୍ରିମିୟର ଲିଗ୍ (ଡବ୍ଲ୍ୟୁପିଏଲ୍)ରେ ଗୁରୁବାର ଖେଳାଯାଇଥିବା ଲିଗ୍ ମ୍ୟାଚ୍ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍ସିବି) ଅତି ସହଜରେ ୮ ଉଇକେଟରେ ୟୁପି ଓ୍ବାରିଅର୍ସକୁ…
ଜୟପୁର, ୨୯।୧(ପବନ ପାଣିଗ୍ରାହୀ): ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ତାଙ୍କୁ ଗର୍ଭବତୀ ଓ ପରେ ପ୍ରତାରଣା କରିବା ଅଭିଯୋଗରେ ଜୟପୁର ମହିଳା ପୋଲିସ ଜଣେ ଯୁବକଙ୍କୁ ଗିରଫ…
ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ…
ରାୟଗଡ଼ା,୨୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ ଅନ୍ତର୍ଗତ ବାରିଝୋଲା ଗ୍ରାମସ୍ଥିତ ପଦ୍ମାବତୀ ହରିକୁପା ପାହାଡ଼ରୁ ଚାଲିଛି ମୋରମ ଖନନ। ତେବେ ମୋରମ ଖନନ ଯୋଗୁ…
ପୁରୀ,୨୯ା୧(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କର ଉତ୍ତରଦ୍ୱାର ନିକଟ ପରିକ୍ରମା…
ଭୁବନେଶ୍ୱର,୨୯।୧: ଓଡ଼ିଶାର ଅର୍ଥନୈତିକ ପ୍ରଗତି କ୍ଷେତ୍ରରେ ଏକ ବଡ଼ ସଫଳତା ଦେଖିବାକୁ ମିଳିଛି। ୨୦୨୪-୨୫ ଆର୍ଥିକ ବର୍ଷରେ ରାଜ୍ୟର ମୁଣ୍ଡପିଛା ନିଟ୍ ଘରୋଇ ଉତ୍ପାଦ ୧,୬୮,୯୬୬ ଟଙ୍କାରେ…
ଭୁବନେଶ୍ୱର,୨୯।୧: ଗୁରୁବାର ଲୋକସେବା ଭାବନାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ବିଶ୍ବବ୍ୟାଙ୍କ ଅଧ୍ୟକ୍ଷ ଅଜ୍ଞ ବାଙ୍ଗା। ଓଡ଼ିଶାର ବିକାଶ ଧାରାକୁ ଆହୁରି ଗତିଶୀଳ କରିବା ଉପରେ…
ସୁନ୍ଦରଗଡ,୨୯ା୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ର ଭିଜିଲାନ୍ସ କୋର୍ଟ ଗୁରୁବାର ଏକ ଲାଞ୍ଚ ମାମଲାର ରାୟ ପ୍ରକାଶ କରିଛି। ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍ ଲାଞ୍ଚ ମାମଲାର ଶୁଣାଣି…