Odisha Elections 2024

ଆଜି କନ୍ଧମାଳ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୯।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କନ୍ଧମାଳ ଜିଲା ଗସ୍ତରେ ଯିବେ। ସେଠାରେ ମୁଖ୍ୟମନ୍ତ୍ରୀ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନ ପ୍ରାୟ ୧୨ଟାରେ ମୁଖ୍ୟମନ୍ତ୍ରୀ କନ୍ଧମାଳ ଷ୍ଟାଡିୟମରେ ପହଞ୍ଚିବେ ଏବଂ ସେଠାରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେବେ। ସଭାରେ କନ୍ଧମାଳ ଏମପି ପ୍ରାର୍ଥୀଙ୍କ ସହ ସଂସଦୀୟ କ୍ଷେତ୍ରର ୭ଟି ବିଧାନସଭା ପ୍ରାର୍ଥୀଙ୍କ ପାଇଁ ନବୀନ ଭୋଟ ଭିକ୍ଷା କରିବେ। ଏଥିସହ ସାଧାରଣ ଜନତାଙ୍କୁ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।

ସେହିପରି ୧୧ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କନ୍ଧମାଳ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ସେ କନ୍ଧମାଳରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ କଲେ ମନ୍ତ୍ରୀ ରୀତା ସାହୁ

ବରପାଲି,୨୦ା୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ମତଦାତାଙ୍କ ଲମ୍ବା...

”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୦।୫: ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ...

ଭୋଟ୍‌ ଦେଲେ ମନ୍ତ୍ରୀ ଟୁକୁନି ସାହୁ

ଟିଟିଲାଗଡ଼,୨୦ା୫(ଶରତ ମିଶ୍ର): ବଲାଙ୍ଗୀର ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି...

ଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟରେ ମତଦାନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋଟରଙ୍କୁ ନିବେଦନ କରିଛନ୍ତି। ସେ ଲୋକମାନଙ୍କୁ ନିବେଦନ କରି କହିଛନ୍ତି,...

ଭୋଟ୍‌ ଦେଲେ ଅର୍ଥମନ୍ତ୍ରୀ

ଭଞ୍ଜନଗର,୨୦ା୫(ବାବୁଲା ପ୍ରଧାନ): ଅର୍ଥମନ୍ତ୍ରୀ ତଥା ଭଞ୍ଜନଗର ବିଧାୟକ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ସୋମବାର ନିଜ ଗ୍ରାମ ଅଗଝୋଳରେ ମତଦାନ ସାବ୍ୟସ୍ତ କରିଛନ୍ତି। ବିକ୍ରମ ସପ୍ତମଥର...

ମହାନଦୀ ପ୍ରସଙ୍ଗରେ ଭାଜପାକୁ ଟାର୍ଗେଟ କଲେ ପାଣ୍ଡିଆନ

ଭୁବନେଶ୍ୱର,୨୦।୫: ପୁଣି ଭିଡିଓ ଜାରି କରି ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ଏଥିରେ ସେ ମହାନଦୀକୁ ପ୍ରସଙ୍ଗ କରି...

ସସ୍ତ୍ରୀକ ଭୋଟ୍‌ ଦେଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାଶ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି...

ଧାଡ଼ିରେ ଠିଆ ହୋଇ ମତଦାନ କଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବାଧାଡ଼ି ଲାଗିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri