ଆଜି ସୁଆଣ୍ଡୋ ଆସିବେ ମୁଖ୍ୟମନ୍ତ୍ରୀ

ସାକ୍ଷୀଗୋପାଳ,୨୩।୨(ଡି.ଏନ୍‌.ଏ./ସ୍ବ.ପ୍ର.): ସେବା ଓ ତ୍ୟାଗର ମୂର୍ତ୍ତିମନ୍ତ ପ୍ରତୀକ ଓଡ଼ିଆ ଜାତିର ଚିରନମସ୍ୟ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଗ୍ରାମକୁ ଐତିହ୍ୟ ଗ୍ରାମର ମାନ୍ୟତା ଦେଇ ରାଜ୍ୟ ସରକାରଙ୍କ ପକ୍ଷରୁ ୨୫ କୋଟି ଟଙ୍କା ବ୍ୟୟରେ ଉନ୍ନୟନ କରାଯାଇଛି। ଗୁରୁବାର ଏହା ଜନମାନସ ପାଇଁ ଲୋକାର୍ପଣ କରାଯିବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଜାତୀୟ ସ୍ମୃତିପୀଠକୁ ଉଦ୍‌ଘାଟନ କରିବାକୁ ଆସିବେ। ଏଥିଲାଗି ଜିଲା ପ୍ରଶାସନ ଓ ସତ୍ୟବାଦୀ ଥାନା ପକ୍ଷରୁ ସମସ୍ତ ପ୍ରକାରର ପ୍ରସ୍ତୁତି ସରିଯାଇଛି। ଭୁବନେଶ୍ବରରେ ହେଲିକ୍ୟାପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ସୁଆଣ୍ଡୋରେ ପହଞ୍ଚି ପ୍ରଥମେ ପ୍ରମୋଦ ଉଦ୍ୟାନରେ ସ୍ଥାନିତ କରାଯାଇଥିବା ୧୫ଫୁଟ ଉଚ୍ଚତା ବିଶିଷ୍ଟ ଗୋପବନ୍ଧୁଙ୍କ ପୂର୍ଣାବୟବ ପ୍ରତିମୂର୍ତ୍ତି ଅନାବରଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ। ନବର୍ନିମିତ ଉତ୍କଳମଣିଙ୍କ ସଂଗ୍ରହାଳୟ ଲୋକାର୍ପଣ କରିବା ପରେ ପୁନରୁଦ୍ଧାର କରାଯାଇ ସଂରକ୍ଷିତ କରାଯାଇଥିବା ଷଠିଘର ଓ ଗ୍ରାମର ଆରାଧ୍ୟ ଠାକୁର ଶ୍ରୀ ଲୋକେଶ୍ୱର ଦେବଙ୍କ ମନ୍ଦିର ପରିଦର୍ଶନ କରିବେ। ପରେ ମୁଖ୍ୟମନ୍ତ୍ରୀ ସେଠାରେ ଏକ ଜନସମାଶେରେ ଅଭିଭାଷଣ ପ୍ରଦାନ କରିବେ। ଜନ ସମାବେଶକୁ ଲକ୍ଷ୍ୟ କରି ବ୍ୟାପକ ପ୍ରସ୍ତୁତି ମଧ୍ୟରେ ଆଇନଶୃଙ୍ଖଳା, ସୁରକ୍ଷା, ଗମନାଗମନ, ପାର୍କିଂ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ପଛରୁ ଧକ୍କା ଦେଲା ବୋଲେରୋ: ମା’ଙ୍କ ଜୀବନ ଗଲା, ପୁଅ ଗୁରୁତର

ପାଟଣା,୨୮ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଉଖୁଣ୍ଡା ରାସ୍ତାର ବାଉଁଶୁଳି ହନୁମାନ ଛକ ନିକଟରେ ଶନିବାର ରାତିରେ ଦୁର୍ଘଟଣାରେ ମା’ଙ୍କର ମୃତ୍ୟୁ ହୋଇଥିବା...

ତପ୍ତପାଣି ଘାଟିରେ ଓଲଟିଲା ନଳକୂପ ଖନନ ଗାଡି, ୧୨ ଶ୍ରମିକ ଆହତ

ଗଞ୍ଜାମ,୨୮।୪: ଗଞ୍ଜାମ ଜିଲା ତପ୍ତପାଣି ଘାଟିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ନଳକୂପ ଖନନ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡିବାରୁ ୧୨ ଜଣ...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ଅରିନ୍ଦମ୍‌ଙ୍କୁ ଗ୍ରହଣ କରିପାରୁନାହାନ୍ତି ଦଳୀୟ କର୍ମୀ

ସାଲେପୁର,୨୮।୪(ଅରବିନ୍ଦ ଭୂୟାଁ)ବହୁ କଳ୍ପନାଜଳ୍ପନା ପରେ ଶେଷରେ ସାଲେପୁର ବିଧାନସଭା ଆସନର ଭାଜପା ପ୍ରାର୍ଥୀଭାବେ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ତଥା କଟକର ଯୁବନେତା ଅରିନ୍ଦମ ରାୟଙ୍କ ନାମ...

ଏଥର ଯୋଡ଼ା ପଦ୍ମ ଫୁଟିବ: ଜଗଦ୍ଦେବ

ଖୋର୍ଦ୍ଧା,୨୮ା୪(ପ୍ରଭାତ ପାଣିଗ୍ରାହୀ)ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଶନିବାର ବିଧାନସଭା ଆସନ ପାଇଁ ଅଷ୍ଟମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ୩ ଆସନ ମଧ୍ୟରୁ...

ମହାନଦୀକୁ ନେଇ ଭାଜପା-ବିଜେଡି ଦୋଷ ଲଦାଲଦି

ସମ୍ବଲପୁର,୨୮ା୪ (ଭବାନୀ ଶଙ୍କର ଭୋଇ/ପ୍ରମୋଦ ବହିଦାର)ଗ୍ରୀଷ୍ମଋତୁର ସୂର୍ଯ୍ୟ ତାପଠୁଁ ବଳିଗଲାଣି ସମ୍ବଲପୁରର ରାଜନୈତିକ ତାତି। ପ୍ରମୁଖ ରାଜନୈତିକ ଦଳ ବିଜେଡି ଓ ଭାଜପା ମଧ୍ୟରେ ଆରୋପ-ପ୍ରତ୍ୟାରୋପ...

ଚମ୍ପୁଆରୁ ମୁରଲୀ, ଫକୀରମୋହନ ତେଲକୋଇରୁ ଭାଜପା ବିଧାୟକ ପ୍ରାର୍ଥୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ)ଦୀର୍ଘଦିନ ଧରି ଘୋଷଣା ହୋଇପାରୁ ନ ଥିବା ଚମ୍ପୁଆ ଓ ତେଲକୋଇ ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଶନିବାର ପ୍ରାର୍ଥୀଙ୍କ ନାମ ଘୋଷଣା କରିିଛି।...

ଟୁକୁନୀଙ୍କ ମନ୍ତବ୍ୟକୁ ନେଇ ପଦ୍ମପୁରରେ ଝଡ଼

ପଦ୍ମପୁର, ୨୮ା୪(ପ୍ରଦୀପ୍ତ ଦାଶ)ବଲାଙ୍ଗୀର ଜିଲା ଟିଟିଲାଗଡ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟକ ପ୍ରାର୍ଥତ୍ନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri