ପୁରୀ,୨୪। ୬(ଅଜିତ ମହାନ୍ତି): ଜନ୍ମବେଦୀରେ ତିନି ଠାକୁର। ଭାଇ ଓ ଭଉଣୀଙ୍କୁ ସାଙ୍ଗରେ ନେଇ ୯ ଦିନାତ୍ମକ ଯାତ୍ରାରେ ଯାଇଛନ୍ତି ମହାପ୍ରଭୁ। ଏପଟେ ମହାଲଷ୍ମୀ ଅଭିମାନ କରିଛନ୍ତି ଜଗତର ନାଥ ଜଗନ୍ନାଥଙ୍କ ଉପରେ। ଏଣୁ ମହାଲକ୍ଷ୍ମୀଙ୍କ ରୋଷର ଶିକାର ହେବେ ନନ୍ଦିଘୋଷ । ଶନିବାର ହେରାପଞ୍ଚମୀ ଅବସରରେ ସେବକ ଓ ଦାସୀଙ୍କ ଗହଣରେ ଶ୍ରୀମନ୍ଦିରରୁ ଆସି ମହାଲକ୍ଷ୍ମୀ ଶରଧାବାଲିରେ ବିଜେ କରିବେ।
ପରେ ଗୁଣ୍ଡିଚାଘର ସମ୍ମୁଖରେ ଦଣ୍ଡାୟମାନ ନନ୍ଦିଘୋଷ ରଥ ଭାଙ୍ଗିବେ ଲକ୍ଷ୍ମୀ ଠାକୁରାଣୀ । ଏହାପରେ ଜଗମୋହନରେ ଠାକୁରାଣୀ ବିଜେ ହୋଇ ଠାକୁରଙ୍କ ଆଜ୍ଞାମାଳ ଲାଗି ହେବେ । ପରେ ହେରାଗୌରୀ ସାହି ହୋଇ ଠାକୁରାଣୀ ଶ୍ରୀମନ୍ଦିରକୁ ବାହଡ଼ିବେ ।
Posted inHome Left, ଆମ ଜିଲା ଖବର, ପୁରୀ View All
ଅପେକ୍ଷାର ଅନ୍ତ! ରୟାଲ ଏନ୍ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍ ବାଇକ୍, ଜବରଦସ୍ତ ଫିଚର ସହ ମୂଲ୍ୟ…
ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…
ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍
ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…
ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!
ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…
ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ
ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…
ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍
କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…
ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ
ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…
କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…
ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…
‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ
ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…
Archives

