ଆଜି ଶ୍ରୀମନ୍ଦିରରେ ହରିଶୟନ ଏକାଦଶୀ ନୀତି

ପୁରୀ,୨୯।୭(ଅଜିତ ମହାନ୍ତି): ଶ୍ରୀମନ୍ଦିରରେ ଶନିବାର ହରିଶୟନ ଏକାଦଶୀ ନୀତି ଅନୁଷ୍ଠିତ ହେବ । ଏହି ବିଧି ଅନୁଯାୟୀ, ତିନି ଜଣ ପୂଜାପଣ୍ଡା ସାମନ୍ତ ଶୟନ ଠାକୁର ତିନି ମୂର୍ତ୍ତି ସୁବର୍ଣ୍ଣ ପ୍ରତିମାଙ୍କୁ ଆଣନ୍ତି । ଶ୍ରୀବଳଭଦ୍ରଙ୍କ ସ୍ଥାନରେ ବାସୁଦେବ, ଦେବୀ ସୁଭଦ୍ରାଙ୍କ ସ୍ଥାନରେ ଭୁବନେଶ୍ୱରୀ ଓ ଶ୍ରୀଜଗନ୍ନାଥଙ୍କ ସ୍ଥାନରେ ଶ୍ରୀନାରାୟଣ(ଶୟନଠାକୁର) ଙ୍କୁ ବିଜେ ହୋଇଥାନ୍ତି । ସେଠାରେ ସ୍ବତନ୍ତ୍ର ନୀତି ଅନୁଷ୍ଠିତ ହୁଏ । ଏହାପରେ ଶୟନ ଠାକୁରଙ୍କୁ ହାତରେ ବିଜେ କରାଇ ପୂଜାପଣ୍ଡା ସାମନ୍ତମାନେ ଭଣ୍ଡାର ଦୁଆରେ ପହଞ୍ଚନ୍ତି । ସେଠାରେ ବିଧି ମୁତାବକ ଶୟନ ନୀତି ଅନୁଷ୍ଠିତ ହେବ । ଏହାର ପରଦିନ ଅର୍ଥାତ ରବିବାର ଶ୍ରୀମନ୍ଦିର ଗରୁ ଶୟନ ନୀତି ହେବାର ବିଧି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ମା’ ରାମଚଣ୍ଡୀ ମହୋତ୍ସବର ଦ୍ୱିତୀୟ ସଂଧ୍ୟା: ଦର୍ଶକଙ୍କ ମନ ମୋହିଲା ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍‌ର ନୃତ୍ୟ 

ଗଞ୍ଜାମ, ୭।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମ ନିକଟରେ ତିନିଦିନ ଧରି ହେବାକୁ ଥିବା ମାଁ ରାମଚଣ୍ଡୀ ମହୋତ୍ସବର ଶୁକ୍ରବାର ଶୁଭାରମ୍ଭ…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ରଙ୍ଗାରଙ୍ଗ ଉଦ୍‌ଘାଟନୀରେ ଟି୨୦ ବିଶ୍ୱକପ୍‌ ଆରମ୍ଭ

ମୁମ୍ବାଇ, ୭ା୨: ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ଶନିବାର ସନ୍ଧ୍ୟାରେ ଓ୍ବାଙ୍ଖ୍‌ଡେ ଷ୍ଟାଡିୟମରେ ଏକ ରଙ୍ଗାରଙ୍ଗ ଉଦ୍‌ଘାଟନୀ ଉତ୍ସବ ସହ ଆରମ୍ଭ ହୋଇଛି। ଭାରତ ଓ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri