Posted inଖେଳ

ଆଜି ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଏକଦବିସୀୟ,ସିରିଜ ସମାନ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇବ ଟିମ୍‌ ଇଣ୍ଡିଆ…

ରାଞ୍ଚି,୯।୧୦ : ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜର ଦ୍ୱିତୀୟ ମ୍ୟାଚ ରବିବାର ରାଞ୍ଚିରେ ଖେଳାଯିବ। ଟିମ ଇଣ୍ଡିଆ ସିରିଜ ସମାନ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇବ। ଲକ୍ଷ୍ନୌରେ ପ୍ରଥମ ଏକଦିବସୀୟ ଜିତିବା ପରେ ଦକ୍ଷିଣ ଆଫ୍ରିକା ୧-୦ରେ ଅଗ୍ରଣୀ ରହିଛି। ଯଦି ଭାରତୀୟ ଦଳ ରାଞ୍ଚିରେ ହାରିଯାଏ, ତେବେ ଏହା ଦକ୍ଷିଣ ଆଫ୍ରିକା ବିପକ୍ଷରେ କ୍ରମାଗତ ଦ୍ୱିତୀୟ ସିରିଜ ହରାଇବ।

ଏହାପୂର୍ବରୁ ୨୦୧୫ ରେ ଦକ୍ଷିଣ ଆଫ୍ରିକା ଭାରତୀୟ ମାଟିରେ ପାଞ୍ଚ ମ୍ୟାଚ ବିଶିଷ୍ଟ ସିରିଜ ୩-୨ ଜିତିଥିଲା । ଭାରତ ଏବଂ ଦକ୍ଷିଣ ଆଫ୍ରିକା ଏପର୍ଯ୍ୟନ୍ତ ୧୨ ଟି ଏକଦିବସୀୟ ସିରିଜ ଖେଳିଛନ୍ତି। ସେଥିମଧ୍ୟରୁ ଭାରତ ଚାରିଟି ଜିତିଥିବାବେଳେ ଦକ୍ଷିଣ ଆଫ୍ରିକା ୬ଟି ସିରିଜ ଜିତିଛି। ଗୋଟିଏ ସିରିଜ ଡ୍ରରେ ଶେଷ ହୋଇଥିଲା ଏବଂ ଗୋଟିଏର ଫଳାଫଳ ନଥିଲା । ଚଳିତ ବର୍ଷ ଭାରତ ଦକ୍ଷିଣ ଆଫ୍ରିକାରେ ଏକଦିବସୀୟ ସିରିଜ ମଧ୍ୟ ୦-୩ ରେ ହରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପୁଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ବଦଳିଲା କ୍ରିକେଟ ମ୍ୟାଚର ସ୍ଥାନ, ଏଥିପାଇଁ ଦାୟୀ ରହିବ କି ପାକିସ୍ତାନ ରାଜନୀତି? ଜାଣନ୍ତୁ…

ଇସଲାମାବାଦ,୧୨।୧୦: ପାକିସ୍ତାନର ରାଜନୈତିକ ସଙ୍କଟର ପ୍ରଭାବ ବର୍ତ୍ତମାନ କ୍ରିକେଟ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ଖୈବର ପଖତୁନଖୱା ଅଞ୍ଚଳରେ ପାକିସ୍ତାନ ସରକାରଙ୍କ ଦ୍ୱାରା ନିକଟରେ ଜରୁରୀକାଳୀନ…

‘ମୋ ବାପା ସବୁକିଛି ସମ୍ଭାଳି ନେବେ’: ଧନୀ ଯୁବକଙ୍କ ଅହଂକାରୀ ଆଚରଣ; ମା’ ଜନ୍ମଦିନରେ ଉପହାର ଦେଇଥିବା କାର ଚଢାଇ ୩ ଛାତ୍ର ମୃତ

କୋଚି,୧୨।୧୦: କେରଳର ନେଦୁମ୍ବାସେରୀରେ ତିନିଜଣ ଛାତ୍ରୀଛାତ୍ରଙ୍କ ଜୀବନ ନେଇଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣା ପରେ ଅହଂକାର ଓ ଅବହେଳାର ଏକ ଚାଞ୍ଚଲ୍ୟକର ଚିତ୍ର ସାମ୍ନାକୁ ଆସିଛି।…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

ଭାରତ ବିପକ୍ଷ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷିତ, ଦଳକୁ ଫେରିଲେ ଏହି ଖେଳାଳି ଜାଣନ୍ତୁ…

ଓ୍ବେଲିଂଟନ,୧୨ା୧୦: ଆସନ୍ତା ୨୨ ତାରିଖରୁ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ଦିନିକିଆ କ୍ରିକେଟ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ଫିନ ଆଲେନ, ଲୋକି…

ଗୃହ ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି; ଜନ୍ତରମନ୍ତରରେ ହେବନି ବିକ୍ଷୋଭ ପ୍ରଦର୍ଶନ, ଏହି ୩ ନୂଆ ସ୍ଥାନ….

ନୂଆଦିଲ୍ଲୀ,୧୨।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ ଜାରି ରହିଥିବା ବେଳେ ଦିଲ୍ଲୀରେ ଧାରଣା ଓ ବିରୋଧ ପ୍ରଦର୍ଶନ ପାଇଁ ନିର୍ଦ୍ଧାରିତ ସ୍ଥାନକୁ…

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…

୨୫୨ ଟଙ୍କା ମହଙ୍ଗା ହେଲା LPG ଗ୍ୟାସ, ଜାଣନ୍ତୁ କେତେ ରହିଛି ଦାମ୍

ଢାକା,୧୨।୧୦: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଏବେ ଘରୋଇ LPG ଗ୍ୟାସ୍‌ର ଦାମ୍‌କୁ ନେଇ ଉପଭୋକ୍ତା ଚିନ୍ତାରେ ରହିଛନ୍ତି । ଗ୍ୟାସ୍‌ର ଯୋଗାଣ ହ୍ରାସ ପାଇଥିବାରୁ ବଜାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?