Posted inଖେଳ

ଭାରତୀୟ କ୍ରିକେଟ୍‌ ଇତିହାସରେ ଆଜି ଏକ ଖାସ୍‌ ଦିନ

ଭାରତୀୟ କ୍ରିକେଟ୍‌ ଇତିହାସରେ ଅନେକ ସ୍ମରଣୀୟ ଇତିହାସ ଅଛି। ସେଥିମଧ୍ୟରୁ ୩୧ ଅକ୍ଟୋବରରେ ମଧ୍ୟ ଏକ ଘଟଣା ଘଟିଥିଲା। ଭାରତୀୟ କ୍ରିକେଟ ଇତିହାସରେ ଏହି ଦିନଟି ଅତ୍ୟନ୍ତ ସ୍ବତନ୍ତ୍ର। ଠିକ ୩୪ବର୍ଷ ପୂର୍ବେ ଆଜି ପୂର୍ବତନ ଭାରତୀୟ କିମ୍ବଦନ୍ତୀ ଚେତନ ଶର୍ମା ବିଶ୍ୱକପ୍‌ର ପ୍ରଥମ ହ୍ୟାଟ୍ରିକ ହାସଲ କରିଥିଲେ। ୧୯୮୭ ମସିହାରେ ନାଗପୁରରେ ଅନୁଷ୍ଠିତ ବିଶ୍ୱକପର ଚେତନ ମହାନ ବୋଲିଂ ପ୍ରଦର୍ଶନ କରିଥିଲେ ଏବଂ ଲଗାତାର ବଲରେ ୩ ନ୍ୟୁଜିଲାଣ୍ଡର ୩ ଜଣ ବ୍ୟାଟ୍ସମ୍ୟାନଙ୍କୁ ଆଉଟ୍‌ କରିଥିଲେ। ଷଷ୍ଠ ଓଭରର ଶେଷ ତିନୋଟି ବଲରେ ଚେତନ ଶର୍ମା କେନ ରାଉଟରଫୋର୍ଡ, ଇଆନ ସ୍ମିଥ ଏବଂ ଇଭେନ ଚାଟଫିଲ୍ଡଙ୍କୁ ଆଉଟ୍‌ କରିଥିଲେ। ନାଗପୁରରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଭାରତ ନ୍ୟୁଜିଲାଣ୍ଡକୁ ୯ ଉଇକେଟରେ ପରାସ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସ୍ତ୍ରୀଙ୍କ ସହ ଫଟୋ ଶେୟାର କରି ହୃଦୟ ଛୁଆଁ କଥା କହିଲେ କୋହଲି

ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ କ୍ରିକେଟର ବିରାଟ କୋହଲିଙ୍କୁ ପାଓ୍ବାରଫୁଲ୍‌ କପଲ୍‌ ଆଖ୍ୟା ଦିଆଯାଇଛି। ଉଭୟ ପ୍ରାୟତଃ ପରସ୍ପର ପ୍ରତି ଥିବା ପ୍ରେମକୁ ପ୍ରକାଶ...

ଭାରତ ବିପକ୍ଷ ସିରିଜ ପୂର୍ବରୁ ଇଂଲଣ୍ଡକୁ ବଡ ଝଟ୍‌କା; ଅନିଶ୍ଚିତକାଳ ପାଇଁ କ୍ରିକେଟରୁ ବିରତି ନେଲେ…

ନୂଆଦିଲ୍ଲୀ,୩୧।୭: ଭାରତ-ଇଂଲଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ଟେଷ୍ଟ ସିରିଜର ଠିକ୍‌ ପୂର୍ବରୁ ଇଂଲଣ୍ଡ ଟିମ୍‌କୁ ଲାଗିଛି ବଡ଼ ଝଟ୍‌କା। ଇଂଲଣ୍ଡ ଟିମ୍‌ର ଷ୍ଟାର ଅଲରାଉଣ୍ଡର ବେନ...

ଆଇସିସି ଚେୟାରମ୍ୟାନ ନିର୍ବାଚନ: ସର୍ବସମ୍ମତ ପ୍ରାର୍ଥୀ ସପକ୍ଷରେ ବୋର୍ଡ

ନୂଆଦିଲ୍ଲୀ, ୧୧ା୮ (ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ବୋର୍ଡ ଅଫ୍‌ ଡାଇରେକ୍ଟର ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହାର ସଦସ୍ୟମାନେ ଶଶାଙ୍କ ମନୋହରଙ୍କ ସ୍ଥାନରେ...

ହାମିଲଟନଙ୍କ ୯୩ତମ ଫର୍ମୁଲା ଓ୍ବାନ ବିଜୟ

ଇମୋଲା (ଇାଟାଲୀ):ମର୍ସିଡିଜ୍‌ର ଲୁଇସ୍‌ ହାମିଲଟନ ରବିବାର ଇମିଲିଆ ରୋମାଗ୍ନା ଫର୍ମୁଲା ଓ୍ବାନ ମୋଟର ରେସ୍‌ ଗ୍ରାଁ ପ୍ରି ଜିତିଛନ୍ତି। ଫଳରେ ସବୁଠାରୁ ଅଧିକ ଫର୍ମୁଲା ଓ୍ବାନ...

ପ୍ରଥମ ମ୍ୟାଚ୍‌ ଖେଳୁଥିବାବେଳେ ଏହି କ୍ରିକେଟରଙ୍କ ଭାଙ୍ଗିଯାଇଥିଲା ୪ ଦାନ୍ତ

ଭାରତୀୟ ମହିଳା କ୍ରିକେଟରେ ଡାଏନା ଏଡୁଲଜୀ ଏକ ବଡ ନାମ। ଜଣେ ଖେଳାଳି ଭାବରେ,ଡାଏନା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇଛନ୍ତି। ଡାଏନା ୨୬ ଜାନୁଆରୀ ୧୯୫୬ରେ ଜନ୍ମଗ୍ରହଣ...

ଓସିଏ ଆନ୍ତଃ ଜିଲା ଟି୨୦ ଲିଗ୍‌ ୧୪ରୁ

ଭୁବନେଶ୍ୱର, ୧୦ା୧୨ (ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନ୍ତଃ ଜିଲା ସିନିୟର ପୁରୁଷ ଟି୨୦ ଲିଗ୍‌ ଚଳିତମାସ ୧୪ରୁ ଖେଳାଯିବ। ଏଥିରେ ୩୭ଟି...

ଟ୍ରେନିଂ ଆରମ୍ଭ କଲେ ଆଫଗାନ୍‌ କ୍ରିକେଟର

କାବୁଲ,୭।୬(ପି.ଟି.): ଆଫ୍‌ଗାନିସ୍ତାନର କେତେଜଣ ତାରକା କ୍ରିକେଟର ଟ୍ରେନିଂ ତଥା ଅଭ୍ୟାସ ଆରମ୍ଭ କରିଛନ୍ତି। ସ୍ଥାନୀୟ କାବୁଲ କ୍ରିକେଟ ଷ୍ଟାଡିୟମରେ ରସିଦ ଖାନ୍‌, ମହମ୍ମଦ ନବିଙ୍କ ସମେତ...

‘ବିରାଟ-ଅନୁଷ୍କାଙ୍କ ସନ୍ତାନ ଭବିଷ୍ୟତରେ ଅଷ୍ଟ୍ରେଲିଆ ପାଇଁ ଖେଳୁ’

ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ତଥା ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ଜାନୁଆରୀରେ ତପ୍ରଥମ ସନ୍ତାନ...

Advertisement
Archives

Model This Week