ଆଜି ଅକ୍ଷୟ ତୃତୀୟା: ଅକ୍ଷିମୁଠି ଅନୁକୂଳ କଲେ ଚଷାପୁଅ

ଭୁବନେଶ୍ୱର, ୩।୫(ବ୍ୟୁରୋ): ମଙ୍ଗଳବାର ପବିତ୍ର ଅକ୍ଷୟ ତୃତୀୟା । ଚଷା ପୁଅ ଅକ୍ଷିମୁଠି ଭାବେ ଏହି ଦିନକୁ ପାଳନ କରିଥାନ୍ତି। ଏହି ଦିନରେ ଚାଷୀ କ୍ଷେତରେ ରିତିନିତୀ ଅନୁସାରେ ପୂଜା କରି ଅନୁକୂଳ କରିଥାନ୍ତିି।
ଏହି ଦିନରେ ଚାଷୀ କ୍ଷେତରେ ବିହନ ପକାଇ ଚାଷ କାର୍ଯ୍ୟ ଆରମ୍ଭ କରେ । ଆଜିର ଦିନରେ ଅକ୍ଷିମୁଠି ଅନୁକୂଳ କଲେ ଚାଷ ଭଲ ହୋଇଥାଏ ବୋଲି ଲୋକ ବିଶ୍ୱାସ ରହିଛିି । ଏହି ଶୁଭ ଅବସରରେ ପୁରୀରେ ଚନ୍ଦନଯାତ୍ରା ଅନୁଷ୍ଠିତ ହେବା ସହ ରଥ କାଠ ଅନୁକୂଳ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…

କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?