ଆଜି ପବିତ୍ର ଅକ୍ଷୟ ତୃତୀୟା: ଓୟୁଏଟି ପରିସରରେ ଅଖିମୁଠି ଅନୁକୂଳ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହ ଅବସରରେ ମାଟି ମା’କୁ ପୂଜା କରି ଚଷା ପୁଅ ଅଖିମୁଠି ଅନୁକୂଳ କରିଥାଏ । କ୍ଷେତରେ ବିହନ ବୁଣିବା ସହ ଭଲ ଅମଳ ପାଇଁ ମାଟି ମାଆକୁ ପୂଜା କରାଯାଏ । ବିଶ୍ୱାସ ରହିଛି ,ଏହି ଦିନ ଜମିରେ ବିହନ ମୁଠାଏ ପକେଇ ପୂଜା କରି ଚାଷ ଆରମ୍ଭ କଲେ ଭଲ ଚାଷ ହୋଇଥାଏ । ଯାହାକୁ ବିଶ୍ୱାସ କରି ଅଖିମୁଠି ଅନୁକୂଳ କରାଯାଏ । ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓୟୁଏଟି ପରିସରରେ ଅଖିମୁଠି ଅନୁକୂଳ କରିବାର କାର୍ଯ୍ୟକ୍ରମ ରହିଛି। ଏଥିରେ ମୁଖ୍ୟମନ୍ତ୍ରୀ ଯୋଗଦେଇ କୃଷିର ବିକାଶ ଓ କୃଷକଙ୍କ ଆର୍ଥିକ ମେରୁଦଣ୍ଡକୁ ମଜଭୁତ କରିବା ପାଇଁ ପ୍ରୟାସ ଜାରି ରଖିବେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri