ଆଜି ଅକ୍ଷୟତୃତୀୟା

ଭୁବନେଶ୍ୱର,୧୦ା୫: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଘରୋଇ ବଜାରର ଅଳଙ୍କାର ପ୍ରତିଷ୍ଠାନଗୁଡ଼ିକ ପକ୍ଷରୁ ‘ଅକ୍ଷୟ ତୃତୀୟା ମହୋତ୍ସବ’ର ଆୟୋଜନ କରାଯାଇଛି। ଅକ୍ଷୟ ତୃତୀୟା ଉପଲକ୍ଷେ ଅଳଙ୍କାର ପ୍ରତିଷ୍ଠାନଗୁଡ଼ିକ ପକ୍ଷରୁ ଆକର୍ଷଣୀୟ ଅଫର ଓ ରିହାତି ସାଙ୍ଗକୁ ଉପହାର ଓ ଲକି ଡ୍ର’ର ବ୍ୟବସ୍ଥା ମଧ୍ୟ ହୋଇଛି। ବିଶେଷକରି ଶୁକ୍ରବାର ଚଳିତ ବର୍ଷର ଅକ୍ଷୟ ତୃତୀୟା ସାରା ରାଜ୍ୟରେ ପାଳନ କରାଯାଉଛି।

ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନଗୁଡିକର ସୂଚନା ଅନୁଯାୟୀ ଶୁକ୍ରବାର ଘରୋଇ ବଜାରର ସୁନା ଦର ୨୪ କ୍ୟାରେଟ ପ୍ରତି ୧୦ଗ୍ରାମ ପିଛା ୭୨,୨୭୦ ଟଙ୍କା ଥିଲାବେଳେ ୨୨ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୬୬,୨୫୦ ଟଙ୍କାରେ କାରବାର ହେଉଛି। ଘରୋଇ ବଜାରରେ କ୍ରମାଗତ ଭାବେ ଦର ପରିବର୍ତ୍ତନ ହେଉଥିଲାବେଳେ ଗତ କିଛି ସପ୍ତାହ ହେବ ସୁନା ଓ ରୁପା ଦର ହ୍ରାସ ପାଉଛି। ଏପରିକି ହୀରା ଓ ମୂଲ୍ୟବାନ୍‌ ଅଳଙ୍କାର ଏବଂ ରତ୍ନପଥର ମୂଲ୍ୟରେ ମଧ୍ୟ ସୁଧାର ଆସିଛି। ଫଳରେ ଅକ୍ଷୟ ତୃତୀୟା କାରବାର ପାଇଁ ଉଭୟ ଗ୍ରାହକ ଓ ବ୍ୟବସାୟୀଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପର ମାଟିତଳେ କେତେ ତେଲ ଥାଏ? କେବଳ ଏତିକି ଦିନ ପାଇଁ ରୁହେ ଷ୍ଟକ୍‌…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ, ଏକ ବିଶ୍ୱ ଶକ୍ତି ସଙ୍କଟ ଦେଖାଦେଉଛି। ଏହି ଅସ୍ଥିରତାର ପ୍ରଭାବ ଘରୋଇ ସ୍ତରରେ ମଧ୍ୟ ଅନୁଭୂତ ହେଉଛି, ବିଶେଷକରି ଗ୍ୟାସ ଯୋଗାଣ…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

ଇସ୍ରାଏଲକୁ ସାଂଘାତିକ ଧମକ ଦେଲା ପାକିସ୍ତାନ, ନେତାନ୍ୟାହୁଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ କରି କହିଲା…

ଇସଲାମବାଦ,୨୮।୩: ଇରାନର ରାଜଧାନୀ ତେହେରାନରେ ପାକିସ୍ତାନୀ ଦୂତାବାସ ନିକଟରେ ଇସ୍ରାଏଲୀ-ଆମେରିକୀୟ ଆକ୍ରମଣର ରିପୋର୍ଟ ପରେ, ଇସଲାମାବାଦ ଇସ୍ରାଏଲକୁ ଏକ କଡ଼ା ଚେତାବନୀ ଦେଇଛି। ପାକିସ୍ତାନ କହିଛି ଯେ…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri