ଆଜି ଇମ୍ରାନଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଦିନ, ବିରୋଧୀଙ୍କୁ କରିବେ ସାମ୍ନା

ଇସଲାମାବାଦ,୨୫ା୩: ବିରୋଧୀଙ୍କ ଦ୍ୱାରା ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ପାଇଁ ଶୁକ୍ରବାର ପାକିସ୍ତାନରେ ଏକ ସ୍ବତନ୍ତ୍ର ଅଧିବେଶନ ଡକାଯାଇଛି। ଏହି ପ୍ରସଙ୍ଗରେ ଆଜି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।

ଏକ ରିପୋର୍ଟ ଅନୁଯାୟୀ, ଜାତୀୟ ବିଧାନସଭା ସଚିବାଳୟ ପକ୍ଷରୁ କୁହାଯାଇଛି, ଆଜି ପୂର୍ବାହ୍ନ ୧୧ଟାରେ ଏହା ଉପରେ ଆଲୋଚନା ଆରମ୍ଭ କରିବାକୁ ବାଚସ୍ପତି ଅସଦ କୌସଦ ଅନୁମତି ଦେବେ। ଏହା ମଧ୍ୟ କୁହାଯାଇଛି ଯେ, ସଚିବାଳୟ ଦ୍ୱାରା ୧୫ ପଏଣ୍ଟ ଏଜେଣ୍ଡା ଜାରି କରାଯାଇଛି। ଯାହା ଆଜି ଆଲୋଚନା ହେବ। ଏଥିରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ମଧ୍ୟ ଅନ୍ତର୍ଭୁକ୍ତ ହୋଇଛି। ଏଠାରେ ଶୀଘ୍ର ନିର୍ବାଚନ ହେବ ବୋଲି ରାଜନୈତିକ ମହଲରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭେଣ୍ଟିଲେଟରରେ ଅଧିକ କରୋନା ସଂକ୍ରମିତଙ୍କ ଘଟୁଛି ମୃତ୍ୟୁ !

ଓ୍ବାଶିଂଟନ,୧୩।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଗୁରୁତର କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ଭେଣ୍ଟିଲେଟରର ସହାୟତା ନିଆଯାଉଛି। ତେବେ ଏକ ରିପୋର୍ଟରୁ...

ୟୁକ୍ରେନ ସଙ୍କଟକୁ ନେଇ ହ୍ୱାଇଟ ହାଉସ ବାହାରେ ପ୍ରଦର୍ଶନ

ୱାଶିଂଟନ,୨୫ ।୨: ବେଳକୁ ବେଳ ଗମ୍ଭିର ହେଉଛି ରୁଷିଆ-ୟୁକ୍ରେନ ଯୁଦ୍ଧ । ଦ୍ୱିତୀୟ ଦିନରେ ରୁଷିଆ ୟୁକ୍ରେନର ରାଜଧାନୀ କ୍ୱିଭରେ ବଡ ଧରଣର ବିସ୍ଫୋରଣ କରିଛି...

ଆକାଶରୁ ହେଲା ଚକୋଲେଟ ବର୍ଷା

ଜୁରିକ୍‌, ୨୦।୮: ଆକାଶରୁ ଚକୋଲେଟ ବର୍ଷା ହେବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବ। ତେବେ ଏଭଳି ସ୍ବିଜରଲାଣ୍ଡର ଓଲଟେନ୍‌ ସହରରେ ଘଟିଛି। ସାରା ସହରରେ...

ପାକିସ୍ତାନ ଆମର ଦ୍ୱିତୀୟ ଘର: ତାଲିବାନ

କାବୁଲ,୨୬ ।୮: ଆତଙ୍କବାଦୀଙ୍କ ଘର ହେଉଛି ପାକିସ୍ତାନ । ଏକଥା ବିଶ୍ୱର ଅଧିକାଂଶ ଦେଶ କହୁଥିବା ବେଳେ ପାକିସ୍ତାନ କିନ୍ତୁ ବିଶ୍ୱ ସମ୍ମୁଖରେ ଏହାକୁ ସ୍ୱୀକାର...

ରୁଷିଆ ଉପରେ ପୁଣି କଡ଼ା ପ୍ରତିବନ୍ଧକ ଲଗାଇଲା ଆମେରିକା

କ୍ୱିଭ୍‌,୬।୪: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଆଜି ଯୁଦ୍ଧର ୪୨ତମ ଦିନ। ଏ ପର୍ଯ୍ୟନ୍ତ ରୁଷିଆ ୟୁକ୍ରେନର ଅନେକ ସହରକୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରିଦେଇଛି।...

କ୍ୟାନ୍‌ସର ଓ ମସଲାଯୁକ୍ତ ଖାଦ୍ୟ

ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଚିନ୍ତାର କାରଣ ସାଜିଥିବା କେତେକ ପ୍ରମୁଖ ରୋଗ ମଧ୍ୟରୁ କ୍ୟାନ୍‌ସର ଅନ୍ୟତମ। ଅବଶ୍ୟ ଏବେ କେତେକ କ୍ୟାନ୍‌ସରକୁ ପ୍ରାରମ୍ଭିକ ଅବସ୍ଥାରେ ଚିହ୍ନଟ...

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଇରାନ ବହିର୍ବ୍ୟାପାରମନ୍ତ୍ରୀ: ଗଲ୍ଫରେ ଉତ୍ତେଜନା ହ୍ରାସକରୁ ଭାରତ

ନୂଆଦିଲ୍ଲୀ,୧୬ା୧(ପି.ଟି.): ଗଲ୍ଫ (ଉପସାରଗରୀୟ ଅଞ୍ଚଳ)ରେ ଲାଗିରହିଥିବା ଉତ୍ତେଜନାକୁ ହ୍ରାସ କରିବାରେ ଭାରତ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇପାରେ। ଆମେରିକା ଓ ଇରାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ...

୧୧୯ ବର୍ଷରେ ପ୍ରାଣ ହରାଇଲେ ବିଶ୍ୱର ସବୁଠାରୁ ବୟସ୍କା

ଟୋକିଓ,୨୫।୪: ବିଶ୍ୱର ସବୁଠାରୁ ବୟସ୍କା ମହିଳା କାନେ ତାନାକା ୧୧୯ ବର୍ଷ ବୟସରେ ପ୍ରାଣ ହରାଇଛନ୍ତି। ୧୯୦୩ ଜାନୁୟାରୀ ୨ରେ ଜାପାନର ଦକ୍ଷିଣ-ପଶ୍ଚିମ ଫୁକୁଓକା ଅଞ୍ଚଳରେ...

Advertisement
Archives

Model This Week