ଆଜି ବିବାହ କରିବେ ବାଇଡେନଙ୍କ ନାତୁଣୀ

ଓ୍ବାଶିଂଟନ,୧୯ା୧୧: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ନାତୁଣୀ ନାଓମୀ ବାଇଡେନ ଏବଂ ତାଙ୍କ ପ୍ରେମିକ ପିଟର ନୀଲ୍‌ ଶନିବାର ବିବାହ ବନ୍ଧନରେ ବାନ୍ଧି ହେବେ।। ଯାହା ହ୍ବାଇଟ୍‌ ହାଉସ ଇତିହାସରେ ୧୯ ତମ ବିବାହ ହେବ ବୋଲି କୁହାଯାଉଛି। ହ୍ବାଇଟ୍‌ହାଉସର ସାଉଥ ପୋର୍ଟିକୋ, ଯାହାର ଏକ ଲନ୍‌ ଧଳା ଫୁଲରେ ସଜାଯାଇଛି।

ପୂର୍ବ ହ୍ବାଇଟ ହାଉସର ବିବାହ ପରି, ଏଥର ଜନସାଧାରଣ କୌଣସି ଉତ୍ସବ ଦେଖି ପାରିବେ ନାହିଁ। ବର ଏବଂ କନ୍ୟା ଖବରଦାତାମାନଙ୍କୁ ବାହାରେ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ୨୮ ବର୍ଷୀୟା ନାଓମୀ ଓ୍ବାଶିଂଟନରେ ଜଣେ ଓକିଲ। ସେହିପରି ୨୫ ବର୍ଷୀୟ ନୀଲ୍‌ ମଧ୍ୟ ନିକଟରେ ପେନ୍‌ସିଲ୍‌ଭାନିଆ ବିଶ୍ୱବିଦ୍ୟାଳୟର ଆଇନ ବିଦ୍ୟାଳୟରୁ ସ୍ନାତକ ହାସଲ କରିଥିଲେ। ସେ ଓ୍ବାଶିଂଟନର ଜର୍ଜେଟାଉନ ୟୁନିଭର୍ସିଟି ଆଇନ କେନ୍ଦ୍ରରେ କାର୍ଯ୍ୟ କରନ୍ତି। ତେବେ ଦୁହେଁ ଦୁହିଁଙ୍କୁ ଭଲ ପାଉଥିଲେ। ଏବେ ଜୀବନସାଥୀ ହେବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ...

ବିଜେବି କଲେଜ ହଷ୍ଟେଲ ଭାତ, ତରକାରିରୁ ବାହାରୁଛି ପୋକ, ମାଛି, ତେଲଗୁଣି

ଭୁବନେଶ୍ୱର,୨୯ା୧୨(ସୁଚିସ୍ମିତା ସାହୁ):ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ରାଜଧାନୀର ସର୍ବପୁରାତନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ବୟଂଶାସିତ ମହାବିଦ୍ୟାଳୟ ହଷ୍ଟେଲରେ ଦିଆଯାଉଛି ନିମ୍ନମାନର ଖାଦ୍ୟ ଦିଆଯାଉଛି। କେତେବେଳେ ଭାତରୁ...

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...

ଭାରତର ସାଗରକେନ୍ଦ୍ର

ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ...

ଓଟ ଉପରେ ବରଫ

ଓଟକୁ ମରୁଭୂମିର ଜାହାଜ ବୋଲି କୁହାଯାଏ। ବିସ୍ତୀର୍ଣ୍ଣ ବାଲୁକା ଉପରେ ଏହି ପ୍ରାଣୀ ମାଇଲ ମାଇଲ ଯାଉଥିବାର ଦୃଶ୍ୟ ଆଖିରେ ଯେଉଁମାନେ ଦେଖି ନ ଥିବେ...

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ରାଜ୍ୟରେ ବଢ଼ିଚାଲିଛି ପ୍ରଦୂଷଣ ମାତ୍ରା, ଲୋକେ ଅଣନିଃଶ୍ୱାସୀ

ଭୁବନେଶ୍ୱର,୨୯ା୧୨(ରବିନାରାୟଣ ଜେନା): ରାଜ୍ୟରେ ପ୍ରଦୂଷଣ ମାତ୍ରା ଦିନକୁ ଦିନ ବଢ଼ିଚାଲିଛି। ଏହାକୁ ନେଇ ଜନସାଧାରଣ ଏବେ ବହୁବିଧ ସମସ୍ୟାରେ ପଡ଼ିଲେଣି। କେଉଁଠି ଯକ୍ଷ୍ମା ଭଳି ରୋଗ...

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri