Posted inଫୁରସତ

ଚକୋଲେଟ୍‌ ଡେ’: ସାଥୀଙ୍କ ନିକଟରେ ଏମିତି ବ୍ୟକ୍ତ କରନ୍ତୁ ପ୍ରେମ

ପ୍ରେମୀଯୁଗଳଙ୍କ ପାଇଁ ବର୍ତ୍ତମାନ ଚାଲିଛି ଭାଲେଣ୍ଟାଇନ୍ସ ଓ୍ବିକ୍‌ ବା ପ୍ରେମ ସପ୍ତାହ। ପ୍ରଥମ ଦିନଟି ରୋଜ୍‌ ଡେ’ରୁ ଆରମ୍ଭ ହୋଇଥିବା ବେଳେ ଦ୍ୱିତୀୟ ଦିନଟି ହେଉଛି ପ୍ରପୋଜ୍‌ ଡେ’ ବା ପ୍ରେମ ନିବେଦନ ଦିବସ। ସେହିପରି ତୃତୀୟ ଦିବସ ହେଉଛି ଚକୋଲେଟ୍‌ ଡେ’। ଏହି ଦିନ ପ୍ରେମୀଯୁଗଳ ପରସ୍ପରକୁ ଚକୋଲେଟ୍‌ ଦେଇ ନିଜ ନିଜର ପ୍ରେମ ବ୍ୟକ୍ତ କରିଥାନ୍ତି। ଯଦି ଆପଣ ଏଥିରେ ପଛରେ ପଡ଼ି ଯାଇଛନ୍ତି ତେବେ କେମିତି ସାଥୀଙ୍କୁ ଚକୋଲେଟ୍‌ ଦେଇ ମନ କିଣିବେ ଆସନ୍ତୁ ଜାଣିବା…

ଚକୋଲେଟ୍‌ ଡେ’ରେ ପ୍ରେମ ବନ୍ଧନକୁ ଅଧିକ ମିଠା କରିବା ପାଇଁ ଏହାକୁ ପାଳନ କରିଥାନ୍ତି ପ୍ରେମୀଯୁଗଳ। ଚକୋଲେଟ୍‌ ଆମ ସ୍ବାସ୍ଥ୍ୟ ପାଇଁ ଭଲ ଏବଂ ଏହା ବହୁତ ସ୍ବାଦିଷ୍ଟ। ଏହାକୁ ଧ୍ୟାନରେ ରଖି ପାଶ୍ଚାତ୍ୟ ଦେଶର ଲୋକମାନେ ପରସ୍ପରକୁ ଚକୋଲେଟ୍‌ ଉପହାର ଦେଉଥିଲେ। ସମ୍ପର୍କକୁ ମଜଭୁତ କରିବା ପାଇଁ ସାଥୀଙ୍କୁ ଚକୋଲେଟ୍‌ ଦେଇ ମନ କିଣାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri