ଆଜି ଧନୁ ସଂକ୍ରାନ୍ତି

ଭୁବନେଶ୍ୱର,୧୬।୧୨ (ବ୍ୟୁରୋ): ଆଜି ଧନୁ ସଂକ୍ରାନ୍ତି । ଏହି ଦିନରେ ଓଡ଼ିଆଙ୍କ ଘରେ ଧନୁ ମୁଆଁ ପୂଜା ହୁଏ । ବହୁ ପୁରାତନ କାଳରୁ ଏହି ପରମ୍ପରା ଚାଲି ଆସିଛି । ମୁଆଁର ସ୍ବାଦ ମଧ୍ୟ ବିଭିନ୍ନ ସହରରେ ଅଲଗା। ଆଧୁନିକତା ଭିତରେ ପରମ୍ପରାକୁ ମଧ୍ୟ କେହି ଭୁଲି ନାହାନ୍ତି।ଏବେ ମୁଆଁ ଅନଲାଇନ୍‌ରେ ମଧ୍ୟ ଉପଲବ୍ଧ ହେଉଛି।
ଧନୁ ସଂକ୍ରାନ୍ତି ଉପଲକ୍ଷେ ଶ୍ରୀମନ୍ଦିରରେ ଆଜିଠୁ ପହିଲି ଭୋଗ ଆରମ୍ଭ ହୋଇଛି। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ ହୋଇଛି । ଏହି ନୀତି ଆସନ୍ତା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲୁ ରହିବ ।


Enter your email to get our daily news in your inbox.

All Right Reserved By Dharitri.Com

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri