ଆଜି ଦୋଳ ପୂର୍ଣ୍ଣିମା: ଘଣ୍ଟଘଣ୍ଟାରେ କମ୍ପୁଛି ମେଳଣ ପଡ଼ିଆ

ଭୁବନେଶ୍ୱର,୧୪ା୩: ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଶନିବାର ହୋଲି। ଏଥିପାଇଁ ଗାଁରୁ ସହର ସବୁଠି ଉତ୍ସବର ପରିବେଶ ଲାଗି ରହିଛି। ଏହି ପରିପ୍ରେକ୍ଷୀରେ ସାଂସ୍କୃତିକ ସହର କଟକରେ ଦୋଳ ପୂର୍ଣ୍ଣିମାରେ ପରମ୍ପରା ଅନୁଯାୟୀ ଠାକୁର ବିମାନରେ ବସି ନଗର କୀର୍ତ୍ତନ କରିବା ସହ ସହର ପରିକ୍ରମା କରୁଛନ୍ତି। ଏନେଇ ଉତ୍ସବମୁଖର ହୋଇ ଉଠିଛି ଭାରଚାରାର ସହର କଟକ। ଉଡୁଛି ନାଲି ଗୋଲାପି ଅବିର। ଘଣ୍ଟ ଘଣ୍ଟାରେ କମ୍ପୁଛି ମେଳଣ ପଡ଼ିଆ। କଥାରେ ଅଛି, ଓଳକଣା ମେଲଣ, ଆଳିରାଜା ଝୁଲଣ, ଅସୁରେଶ୍ବର ରାମନବମୀ, ପୁରସ୍ତମ ଚନ୍ଦନ’। ଏହି ଉକ୍ତିଟି ହିଁ ଏହି ମେଳଣର ପ୍ରସିଦ୍ଧିକୁ ସାବ୍ୟସ୍ତ କରେ। ଭକ୍ତମାନଙ୍କ ସହିତ ଭଗବାନଙ୍କ ଫଗୁ ଖେଳର ଅପୂର୍ବ ପର୍ବ ବହନ କରୁଥିବା ଏପରି ମେଳଣ ରାଜ୍ୟରେ ନିଆରା।

ସେମିତିକି ସହରରେ ଥିବା ପୁରୁଣା ଗାଁରେ ଆଜି ବି ମେଲଣ ଓ ଠାକୁରଙ୍କ ଫଗୁ ଖେଳ ହେଉଛି। ଏଥିସହ ସହରବାସୀ ହୋଲିରେ ସମସ୍ତେ କିଛି ନା କିଛି ଯୋଜନା କରିଛନ୍ତି। ତେଣୁ ହୋଲିକୁ ନେଇ ସଭିଁଙ୍କ ମନରେ ଅନେକ ଉତ୍ସାହ ଭରି ରହିଛି। ବିଶେଷ କରି ଦୁଇଦିନ ଛୁଟି ସହ ରବିବାର ସାପ୍ତାହିକ ଛୁଟି ଥିବାରୁ ସହର ଓ ରାଜ୍ୟବାହାରେ ରହୁଥିବା ଲୋକେ ଗାଁକୁ ଫେରିଛନ୍ତି। ଏଥିସହ ରଙ୍ଗ ଖେଳ ଓ ଭୋଜିଭାତ ପାଇଁ ଯୋଜନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri