ଆଜି ଦୋଳ ପୂର୍ଣ୍ଣିମା, ଗାଁଠୁ ସହର ଯାଏ ଉତ୍ସବମୁଖର

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ଆଜି ଦୋଳ ପୂର୍ଣ୍ଣିମା। ଭକ୍ତ ଓ ଭଗବାନଙ୍କ ମଧ୍ୟରେ ମିଳନ ଘଟିବ। ବିମାନରେ ସଜ୍ଜିତ ହୋଇ ଗାଁ ଗାଁ ସାହି ସାହି ବୁଲି ଭୋଗ ଖାଇବେ ଦୋଳଗୋବିନ୍ଦ।

ଗତ ଦୁଇ ବର୍ଷ ହେଲା କରୋନା କଟକଣା ଯୋଗୁ ଫିକା ପଡ଼ିଥିଲା ଦୋଳ ଉତ୍ସବ। ଚଳିତବର୍ଷ କଟକଣାରେ ଟିକେ କୋହଳ କରାଯାଇଥିବାରୁ ଗାଁଠୁ ସହର ଯାଏ ଉତ୍ସବ ମୁଖର ହୋଇଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଏମ୍‌ସି ନିୟମ ମାନୁ ନାହାନ୍ତି ସ୍ମାର୍ଟସିଟି ବାସିନ୍ଦା

ଭୁବନେଶ୍ୱର,୩।୧(ବ୍ୟୁରୋ):ସ୍ମାର୍ଟସିଟି ବାସିନ୍ଦାଙ୍କ ଜୀବନଶୈଳୀକୁ ସୁଗମ କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଅନେକ ଯୋଜନା କରାଯାଉଛି। ସେପଟେ ଯୋଜନା କାର୍ଯ୍ୟକାରୀ କରିବାରେ ଖିଲାପ ହେଲେ...

‘ଶିଳ୍ପବିହୀନ ଜିଲାକୁ ଦିଆଯିବ ପ୍ରାଥମିକତା’

ଭୁବନେଶ୍ୱର,୨୦।୭(ବ୍ୟୁରୋ): ଏଣିକି ରାଜ୍ୟରେ ଶିଳ୍ପପୁଞ୍ଜ ଓ ଶିଳ୍ପ ପ୍ରତିଷ୍ଠାନ ସ୍ଥାପନ ବେଳେ ଶିଳ୍ପବିହୀନ ଜିଲାଗୁଡ଼ିକୁ ପ୍ରାଥମିକତା ଦିଆଯିବ ବୋଲି ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର କହିଛନ୍ତି। ଆଞ୍ଚଳିକ...

କର୍ମଚାରୀଙ୍କୁ ଆଇସିୟୁରେ ସିଟ୍‌ ମିଳିଲାନି: ମୃତ୍ୟୁ ପରେ କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା, ଧାରଣା ଦେଲେ ଆଟେଣ୍ଡାଣ୍ଟ

ଭୁବନେଶ୍ୱର, ୧୦।୭(ବ୍ୟୁରୋ): ଆଇସିୟୁରେ ସିଟ୍‌ ଥିବା ସତ୍ତ୍ୱେ ନ ଦେବା, ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ପରାମର୍ଶ ଦେବା, ଗୁରୁତର ରୋଗୀଙ୍କ ମୃତ୍ୟୁ ଘଟିବା ପ୍ରତିବାଦରେ କ୍ୟାପିଟାଲ...

ସୋମବାର ଖୋଲିବ ବାବା ଆଖଣ୍ଡଳମଣି ମନ୍ଦିର

ଆରଡ଼ି,୧୯ା୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ଆସନ୍ତା ୨୩ ତାରିଖ (ସୋମବାର) ଖୋଲିବାକୁ ଯାଉଛି । ଏ ସଂକ୍ରାନ୍ତରେ ଜିଲା ପ୍ରଶାସନ...

ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌: ଭଙ୍ଗା ହେଲା ୨ ଲଜ୍‌, ଘରୋଇ କୋଠା

ପୁରୀ ଅଫିସ,୧୯।୧୨: ଶ୍ରୀମନ୍ଦିର ଚୌହଦିରେ ଉଚ୍ଛେଦ ଜାରି ରହିଛି। ପ୍ରଥମେ ମଠ ଏହାପରେ ଘରୋଇ କୋଠା ଉଚ୍ଛେଦ ପରେ ବୁଧବାର ୨ଟି ଲଜ୍‌ ଏବଂ ଗୋଟିଏ...

ଉଦଳା ଏନ୍‌ଏସିରେ ବାଘ ଆତଙ୍କ

ଉଦଳା,୨୭ା୮ (ଡି.ଏନ୍‌.ଏ.) – କପ୍ତିପଦା ଉପଖଣ୍ଡ ସଦର ମହକୁମା ଉଦଳା ଏନଏସିର ୧୨ ନଂ ୱାର୍ଡରେ ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତିରେ ଏହି ଓ୍ବାର୍ଡକୁ...

ରାସ୍ତାରେ ବୁଲୁଛି କ୍ଷତାକ୍ତ ଦନ୍ତା

ଢେଙ୍କାନାଳ ଅଫିସ, ୧୨ ।୩ ଢେଙ୍କାନାଳ ସଦର ରେଞ୍ଜ୍‌ ଗହମଖୁଣ୍ଟି ରାସ୍ତାରେ କ୍ଷତାକ୍ତ ଅବସ୍ଥାରେ ବୁଲୁଥିବା ଏକ ଦନ୍ତାହାତୀ ଆତଙ୍କ ସୃଷ୍ଟି କରିଛି। ହାତୀର ପଛ...

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ଉପ ମୁଖ୍ୟମନ୍ତ୍ରୀ ପାଳିଲେ ଖ୍ରୀଷ୍ଟପର୍ବ

ପଟ୍ଟାଙ୍ଗି,୨୬ା୧୨(ଡି.ଏନ.ଏ.):୨୦୨୨ ଶେଷ ହେବାକୁ ଆଉ କେତୋଟି ଦିନ ବାକି ରହିଛି। ତଥାପି ପଡୋଶୀ ଆନ୍ଧ୍ର ପ୍ରଦେଶ ଓଡ଼ିଶାର ସୀମାନ୍ତ ଗ୍ରାମ ଉପରେ ନଜର ପକାଇବାକୁ ପଛଘୁଞ୍ଚା...

Advertisement
Archives

Model This Week