ଆଜି ହରିଶୟନ ଏକାଦଶୀ

ପୁରୀ ଅଫିସ, ୧୦।୭: ଆଜି ମହାପ୍ରଭୁଙ୍କ ହରିଶୟନ ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିର ନିର୍ଘଣ୍ଟ ଅନୁଯାୟୀ ରାତି ସାଢେ ୧ଟାରେ ଶୟନ ଠାକୁରେ ବିଜେ ହେବେ । ପୂଜାପଣ୍ଡା ସାମନ୍ତ ଶୟନ ଠାକୁର ତିନି ମୂର୍ତ୍ତି ସୁବର୍ଣ୍ଣ ପ୍ରତିମାଙ୍କୁ ରଥ ଉପରକୁ ଆଣିବେ । ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥରେ ବାସୁଦେବଙ୍କୁ, ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ଭୁବନେଶ୍ୱରୀଙ୍କୁ ଓ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥରେ ଶ୍ରୀନାରାୟଣ(ଶୟନଠାକୁର)ଙ୍କୁ ବିଜେ କରାଇବେ। ଶୟନ ଠାକୁରଙ୍କୁ ହାତରେ ବିଜେ କରାଇ ପୂଜାପଣ୍ଡା ସାମନ୍ତମାନେ ଭଣ୍ଡାର ଦୁଆରକୁ ନେବେ। ସେଠାରେ ବିଧି ମୁତାବକ ଶୟନ ନୀତି ଅନୁଷ୍ଠିତ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?