ଆଜି ରଙ୍ଗର ପର୍ବର ହୋଲି: ଗାଁଠୁ ସହର ସବୁଠି ଆନନ୍ଦ ଉଲ୍ଲାସ

ଭୁବନେଶ୍ୱର,୧୫।୩: ଆଜି ରଙ୍ଗର ପର୍ବ ହୋଲି। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି ଲୋକେ। ଭୁବନେଶ୍ୱର, କଟକ, ବ୍ରହ୍ମପୁର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର ଆୟୋଜନ ହୋଇଛି।

ଅନ୍ୟପଟେ ହୋଲି ପାଇଁ କଟକ ସହରରେ ୨୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ ବୋଲି ସୂଚନା ଦେଇଛନ୍ତି କଟକ ଡିସିପି ଋଷିକେଶ ଖିଲାରୀ। ଏପରିକି ମଦ ପିଇ ହୋଲି ଖେଳିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଡିସିପି କହିଛନ୍ତି। ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ୧ଟା ମଧ୍ୟରେ ହୋଲି ଖେଳ ସାରିବାକୁ ଡିସିପି ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି।

ଏପରିକି ହୋଲିରେ ମଦ ଦୋକାନ ବନ୍ଦ ରହିବ ବୋଲି ଡିସିପି ସୂଚନା ଦେଇଛନ୍ତି। ବେଆଇନ ଭାବେ ମଦ ବିକିଲେ ମଧ୍ୟ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି। ନଦୀରେ ନ ଗାଧୋଇ ଘରେ ଗାଧୋଇବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?